State

କଲରାପତରିଆକୁ ବିଷ ଦେଇ ମାରିଦେଲେ ଗ୍ରାମବାସୀ

ବଣାଇ : ବଳଦ ଖାଇଦେବାରୁ ବାଘକୁ ବିଷ । କଲରାପତରିଆକୁ ବିଷ ଦେଇ ମାରିଦେଲେ । ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନା ତାମରା ରେଞ୍ଜର କୁସୁମଡ଼ିହି ସେକ୍ସନର ଖେସାରା ଜଙ୍ଗଲରୁ ବାଘର ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ RCCF, DFO…

ମୋକିମଙ୍କ ବୟାନକୁ ନେଇ କଂଗ୍ରେସରେ କନ୍ଦଳ, ଦଳରେ ଦେଖା ଦେଲାଣି ନେତୃତ୍ବ ସଂକଟ

ଭୁବନେଶ୍ବର: ରାଜ୍ୟ କଂଗ୍ରେସରେ ପୁଣି ବାହାରିଲା ପୁରୁଣା ରୋଗ। କଂଗ୍ରେସରେ ଦେଖା ଦେଲାଣି ନେତୃତ୍ବ ସଂକଟ। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ନିଜ ଦଳର ନେତା। ଦଳ ଭିତରେ ଚାଲିଛି ଛକାପଞ୍ଝା। ମୋକିମଙ୍କ ବୟାନକୁ…

ଭୁବନେଶ୍ୱରରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର ମହାଲେଖା ନିୟନ୍ତ୍ରକ(CAG)ଙ୍କ ପୂର୍ବାଞ୍ଚଳ ଶାଖା ଭୁବନେଶ୍ୱରରେ ଖୋଲିବାକୁ ସିଏଜି ଅନୁମୋଦନ କରିଛନ୍ତି। ଯାହା ପୂର୍ବ ଭାରତରେ ତଦାରଖ ବିକେନ୍ଦ୍ରୀକରଣ ଏବଂ ଅଡିଟ ପ୍ରଶାସନକୁ ସୁଦୃଢ଼ ​​କରିବା ଦିଗରେ ଏକ ପ୍ରମୁଖ…

୫୯୧ ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୋଟ ୫୯୧ ଜଣ ନୂତନ ନିଯୁକ୍ତିପ୍ରାପ୍ତ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ଏବଂ ସେମାନଙ୍କୁ ଦୁର୍ନୀତିରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛନ୍ତି । ଭୁବନେଶ୍ୱରର ଓୟୁଏଟିର କୃଷି ଶିକ୍ଷା ସଦନରେ…

ମେଡ଼ିସିନ ଷ୍ଟୋରରେ ବେଆଇନ ମଦ କାରବାର

ଭଦ୍ରକ : ମେଡ଼ିସିନ ଷ୍ଟୋର ଭିତରୁ ବାହାରିଲା ମଦ । ମେଡ଼ିସିନ ଷ୍ଟୋର ଭିତରେ ବେଆଇନ ମଦ କାରବାର। ପୋଲିସ ଡ୍ରଗ ଇନ୍ସପେକ୍ଟରଙ୍କ ମିଳିତ ଚଢ଼ାଉ । ଭଦ୍ରକ ଟାଉନ ଥାନା ଅଧିନସ୍ଥ ବାଇପାସ ଠାରେ ଥିବା ଏକ ମେଡ଼ିସିନ ଷ୍ଟୋରରେ…

ପଥର ଖଣିରୁ ବିସ୍ଫୋରକ ଲୁଟ୍ ମାମଲା: ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣା। ଏନ୍‌ଆଇଏ ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି । ଏହି ଘଟଣାରେ ହଜାରେ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍ ଦାଖଲ ସହ ଏନ୍‌ଆଇଏ ତଦନ୍ତ ଜାରି…

ଫୁଲବାଣୀରେ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି। ଦିନକୁ ଦିନ ପାରଦ ଖସୁଛି ଶୀତର ପ୍ରକୋପ ବଢୁଛି। ଯାହାକୁ ନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଫୁଲବାଣୀର ସାର୍ତ୍ତାଗୁଡା ଗାଁରେ ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି।…

ଟ୍ରେନ ଲାଇନ୍ ସଂଯୋଗୀକରଣ ପାଇଁ ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ ଯୋରନ୍ଦା ରୋଡ୍ ମଧ୍ୟରେ ତୃତୀୟ/ଚତୁର୍ଥ ଲାଇନର କାର୍ଯ୍ୟକ୍ଷମତା ସହିତ ରାଜ ଆଠଗଡ଼ ଷ୍ଟେସନରେ ରେଳ ଲାଇନ୍ ସଂଯୋଗୀକରଣ କାର୍ଯ୍ୟ ପାଇଁ କିଛି ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ କରାଯାଇଛି।…

କଙ୍ଗାରୁ କୋର୍ଟ: ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ପିନ୍ଧାଇଲେ ଗ୍ରାମବାସୀ

କଳାହାଣ୍ଡି : ବାଦଲି ଗାଁରେ କଙ୍ଗାରୁ କୋର୍ଟ । ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ପିନ୍ଧାଇଲେ ଗ୍ରାମବାସୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବାଦଲି ଗାଁରେ ଜଣେ ବୃଦ୍ଧ ଜଣେ ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଗାଁରେ କଙ୍ଗାରୁ କୋର୍ଟ ବସିଥିଲା ।…

ଆସନ୍ତା ୧୭ ତାରିଖରେ ଓଟିଇଟି ପରୀକ୍ଷା

କଟକ : ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଆୟୋଜିତ ହେଉଛି ଓଟିଇଟି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ…