State

କମେଣ୍ଟ ମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଗୁରୁତର

ଜଳେଶ୍ବର: କମେଣ୍ଟ ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ୪ ଜଣ ଗୁରୁତର,ଜଣେ ଆହତ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା କୁହ୍ଲାଚଢ଼ ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗୁରୁତର ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର…

ଆନ୍ଦୋଳନକୁ ଓହ୍ଲାଇବେ ବିଦ୍ୟୁତ୍ କର୍ମଚାରୀ

ଭୁବନେଶ୍ବର: ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ବିଦ୍ୟୁତ୍ କର୍ମଚାରୀ ସଂଗ୍ରାମ ମହାମଞ୍ଚ। ସୋମବାରଠାରୁ ୧୩ ତାରିଖ ପର୍ଯ୍ୟନ୍ତ କର୍ମଚାରୀମାନେ କଳାବ୍ୟାଜ୍ ପରିଧାନ କରିବେ। ୧୩ ତାରିଖ ଦିନ ଟିପିସିଓଡିଏଲର ୨୦ଟି ଡିଭିଜନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ୧୭ରୁ…

ପାକ୍ସରେ କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା: ଅନଲାଇନ୍‌ରେ ହେବ ଅଭିଯୋଗ ସମାଧାନ

ଭୁବନେଶ୍ୱର: ଆଉ ରହିବନି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହଜିବାର ଚିନ୍ତା। ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ଗୁଡ଼ିକରେ କମିବ କାଗଜପତ୍ରରେ କାରବାର। କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା। କାରଣ ରାଜ୍ୟର ସମସ୍ତ ପାକ୍ସଗୁଡ଼ିକ ହେବ ଡିଜିଟାଇଜେସନ୍‌। ଅନଲାଇନ୍‌ରେ ତଥ୍ୟ ରହିବା ସହିତ ପରିଚାଳିତ…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ୍ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଅକାଳରେ ଚାଲିଗଲା ୪ ଜଣଙ୍କ ଜୀବନ । ଏଥିରେ ଅଜା ଓ ୨ ନାତି ସହ ଜଣେ ସମ୍ପର୍କୀୟ ମୃତ୍ୟୁ ହୋଇଛି…

ଅନଲାଇନ୍ ଇନଭେଷ୍ଟମେଣ୍ଟ ନାଁରେ ୫୦ ଲକ୍ଷ ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ଅନଲାଇନ୍ ଇନଭେଷ୍ଟମେଣ୍ଟ ନାଁରେ ବଡ଼ ଠକେଇ । ପଶ୍ଚିମବଙ୍ଗରୁ ଠକକୁ ଗିରଫ କଲା କମିଶନରେଟ ପୋଲିସ । ଉଚ୍ଚ ରିଟର୍ନ ଦେବା ପ୍ରଲୋଭନ ଦେଖାଇ ପ୍ରାୟ ୫୦ ଲକ୍ଷ ୧୬ ହଜାର ଟଙ୍କା ଠକେଇ ମାମଲାରେ ଜଣେ ଅଭିଯୁକ୍ତଙ୍କୁ…

ଭାରସାମ୍ୟ ହରାଇ ୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ

ମୋହନା: ମୋହନା ଜରଉ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଭ୍ୟାନ୍ ୧୦ ଫୁଟ୍ ତଳକୁ ଖସିପଡିଛି। ଏଥିରେ ୧୭ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ୧୭ ଆହତଙ୍କ ମଧ୍ୟରୁ ୯ ଜଣଙ୍କ ଅବସ୍ଥା…

କଂଗ୍ରେସରେ ବିଶ୍ଵଜିତ ମହାନ୍ତି ମିଶିବା ପ୍ରସଙ୍ଗ​‌ରେ ଅସନ୍ତୋଷ ଝାଡିଲେ ସୋଫିଆ

କଟକ: କଂଗ୍ରେସରେ ବିଶ୍ଵଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗ​‌ରେ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି କଟକ ବିଧାୟିକା ସୋଫିଆ ପିରଦୋଶ। ବିଶ୍ଵଜିତ କଂଗ୍ରେସରେ ମିଶିବା ଘଟଣାରେ ତାଙ୍କୁ ଅବଗତ କରାଯାଇନଥିବା ନେଇ ସେ ପରୋକ୍ଷରେ କହିଛନ୍ତି। କଟକରେ ଜଣେ ନେତା କଂଗ୍ରେସରେ ଯୋଗଦେଲେ…

ମାଲକାନଗିରିରେ ଆଶ୍ରୟ ନେଲେ ଛତିଶଗଡ଼ ବିଧାୟକ ଲଛମା କବାସୀ

ମାଲକାନଗିରି: ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ ପରେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ରାଜ୍ୟ କୋଣ୍ଟା ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ତଥା ପୂର୍ବତନ ଅବକାରୀ ବିଭାଗ ମନ୍ତ୍ରୀ ଲଛମା କବାସୀ ମାଲକାନଗିରିରେ ଆଶ୍ରୟ ନେଇଛନ୍ତି। ଛତିଶଗଡର ମଦ ଘୋଟାଲା ମାମଲାରେ ଗିରଫ ହୋଇ…

ଦଳବିରୋଧୀ କାର୍ଯ୍ୟ ପାଇଁ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷ ବିଜେଡିରୁ ନିଲମ୍ବିତ

ବ୍ରହ୍ମଗିରି : ବିଜେଡିରୁ ନିଲମ୍ବିତ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା । ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହୋଇଛନ୍ତି ସରୋଜିନୀ ତରାଇ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରୋଜିନୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ବିଜେଡି ମୁଖ୍ୟାଳୟ…

କାର୍ ଦୁର୍ଘଟଣାରେ ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର : ଚିକିଟି ସୁନପୁରରୁ ବିଶାଖାପାଟଣା ଗଲାବେଳେ ଭୟଙ୍କର ଦୁର୍ଘଟଣା । ଆଇଚରରେ ପିଟିହେଲା କାର୍ । ଦୁର୍ଘଟଣାରେ ପରିବାରର ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ୫ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି…