State

୧୨ରେ ଭାରତ ବନ୍ଦ, ଧର୍ମଘଟକୁ ଓହ୍ଲାଇବେ ଦେଶର ୫୦ କୋଟି ଶ୍ରମିକ

ଭୁବନେଶ୍ୱର: ଆସନ୍ତା ୧୨ରେ ଭାରତ ବନ୍ଦ । ଦେଶବ୍ୟାପୀ ସାଧାରଣ ଧର୍ମଘଟ ଡାକରା ଦେଇଛି ସିଆଇଟିୟୁ ସମେତ ସମଗ୍ର ଦେଶର ପ୍ରମୁଖ ଦଶଟି କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଏବଂ ବ୍ୟାଙ୍କ, ବୀମା, କେନ୍ଦ୍ର ରାଜ୍ୟ ସରକାରୀ କର୍ମଚାରୀ ସଂଗଠନ ସମୂହ ।…

ରାଜଧାନୀରୁ ନକଲି ଡାକ୍ତର ଗିରଫ

ଭୁବନେଶ୍ୱର : ନିଜକୁ ଡାକ୍ତର ଦର୍ଶାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ନକଲି ଡାକ୍ତର ଗିରଫ । ନକଲି ଡାକ୍ତର ସରୋଜ ମିଶ୍ର ଓରଫ ଭବାନୀ ସିଦ୍ଧାର୍ଥ ଶଙ୍କରକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୁଲିସ । ଅଭିଯୋଗ ଅନୁସାରେ ନିଜକୁ…

ଆସନ୍ତା ୧୪ରେ ୨୦ ତମ ତୋଷାଳି ସ୍ଵଦେଶୀ ମେଳା

ଭୁବନେଶ୍ଵର: ୨୦ ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ଉପଲକ୍ଷେ ସ୍ଥାନୀୟ ଏକାମ୍ର ହାଟ ଠାରୁ ପ୍ରଚାର ରଥ ଗଡିଛି । ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ…

ବଢ଼ିଲା ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ ୩୧ ଯାଏ ବଢାଇଛନ୍ତି । ଫଳରେ…

ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ, ପେସେନ୍ସ ରଖି ପାଠ ପଢିବାକୁ ଦେଲେ ପରାମର୍ଶ

ଭୁବନେଶ୍ବର: ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍‌ରେ ପରୀକ୍ଷାର ସମୟ। ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ପରୀକ୍ଷା…

ବିଜେଡିର ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠିତ

ଭୁବନେଶ୍ୱର : ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠନ କଲା ବିଜେଡି । ପୂର୍ବରୁ ୧୧ଟି ଜିଲ୍ଲାର କମିଟି ଗଠିତ ହୋଇଥିଲା । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଆଜି ୧୨ ଜିଲ୍ଲା ଯଥା…

ଆତ୍ମସମର୍ପଣ କଲେ ୧୫ ମାଓବାଦୀ, ମାଓମୁକ୍ତ ହେଲା ବୌଦ୍ଧ ଜିଲ୍ଲା

କନ୍ଧମାଳ : ଟପ ମାଓ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ ଜଣ ମାଓବାଦୀ ରାୟଗଡ଼ା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି I ଓଡିଶା ରାଜ୍ୟ କମିଟି ସଦସ୍ୟ ସି. ପି. ଆଇ (ମାଓବାଦୀ) ନିଖିଲ (ନିରଞ୍ଜନ ରାଉତ ),…

ସହରାଞ୍ଚଳରେ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର : ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର ା ସହରାଂଚଳରେ ବସବାସ କରୁଥିବା ସ୍ବଳ୍ପଆୟକାରୀ ବର୍ଗର ଲୋକଙ୍କୁ ଘର ଭଡ଼ା ଦେବେ ସରକାର । ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ । ସରକାରୀ ଘର…

ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ ପାଲଟିବ ସାତକୋଶିଆ ଆଭୟାରଣ୍ୟ

ଅନୁଗୋଳ: ବଦଳିବ ଅନୁଗୋଳ ଜିଲ୍ଲାରେ ଥିବା ସାତକୋଶିଆ ଅଭୟାରଣ୍ୟର କଳେବର । ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ ପାଲଟିବ ସାତକୋଶିଆ ଆଭୟାରଣ୍ୟ । ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ତିଆରି ହେବ ଅତ୍ୟାଧୁନିକ ଭିତ୍ତିଭୂମି । ଏନେଇ ସୂଚନା ଦେଇଛନ୍ତି…

ଛାତ୍ରୀନିବାସରୁ ଦୁଇ ଅନ୍ତେବାସୀ ନିଖୋଜ

ମୟୂରଭଞ୍ଜ: ହଷ୍ଟେଲରୁ ଗାଏବ ଦୁଇ ଅନ୍ତେବାସିନୀ । ୧୪ ଘଣ୍ଟା ପରେବି ମିଳୁନି ପତ୍ତା । ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ରାଢୋ କେଜିବିଭି ବିଦ୍ୟାଳୟର ଘଟଣା । ଷଷ୍ଠରୁ ଯୁକ୍ତ ଦୁଇ ପର୍ଯ୍ୟନ୍ତ ୧୫୮ ଜଣ ଛାତ୍ରୀ ହଷ୍ଟେଲରେ ରୁହନ୍ତି…