State

ସୁନା ବିସ୍କୁଟ୍ ଲୋଭ ଦେଖାଇ ୪ ଲକ୍ଷ ଟଙ୍କାର ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ। ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କାର ଠକେଇ…

କୁଖ୍ୟାତ କମାଣ୍ଡର ସହ ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ କେନ୍ଦ୍ରୀୟ କମିଟି ସଦସ୍ୟ (ସିସିଏମ୍) ରାମଧେର ମାଜ୍ଜି ତାଙ୍କ ୧୧ ଜଣ ସହଯୋଗୀଙ୍କ ସହିତ ଆଜି ସକାଳେ ପୁଲିସ୍‌ ନିକଟରେ ଆତ୍ମସମର୍ପଣ କରିଛି । ସେମାନଙ୍କଠାରୁ ଏକେ-୪୭, ୩୦…

ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ବଲାଙ୍ଗିର: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୫୦ରୁ ଅଧିକ ଫଳ ଦୋକାନ ଜଳିଯାଇଛି। ଦୋକାନ ସମେତ ବହୁ ଟଙ୍କାର ଫଳ ମଧ୍ୟ ପୋଡ଼ି ନ​‌ଷ୍ଟ ହୋଇଯାଇଛି। ପ୍ରାୟ ୧ କୋଟି ଟଙ୍କାର…

ରାଜ୍ୟର ସବୁ କ୍ଲବ, ପବ୍‌ରେ ଅଗ୍ନି ନିରାପତ୍ତା ଯାଞ୍ଚ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ ପରେ ଓଡ଼ିଶାରେ ସରକାରଙ୍କ ଚେତା ପଶିଛି। ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ସମସ୍ତ କ୍ଲବ, ପବ୍‌ରେ ଅଗ୍ନି ନିରାପତ୍ତା ଯାଞ୍ଚ କରିବାକୁ ସରକାର ନିର୍ଦେଶ ଦେଇଛନ୍ତି। ରାଜ୍ୟ ଅଗ୍ନିଶମ ଡିଜିଙ୍କ…

ଚାକିରି ଦେବା ଆଳରେ ଠକେଇ, ଜଣେ ଗିରଫ

ସୁନ୍ଦରଗଡ଼: ଭାଇରାଲ ହେଉଥିଲା ଚାକିରି ବିଜ୍ଞାପନ । ବିଜ୍ଞାପନରେ ଥିଲା ଆକର୍ଷଣୀୟ ଅଫର । ଯୁବପିଢ଼ିଙ୍କୁ କରାଯାଉଥିଲା ଶିକାର। କିନ୍ତୁ ଘଟଣାର ପର୍ଦ୍ଦାଫାସ୍ କଲା ପୋଲିସ । ଠକର ମହା ଠକାମି । ଟଙ୍କା ପାଇଁ ଚାକିରି ଆଶାୟୀଙ୍କୁ ଟାର୍ଗେଟ କରୁଥିଲା…

କଲେଜରେ ଗୋଷ୍ଠୀ ସଂଘର୍ଷ, ଛାତ୍ରଙ୍କୁ ଛୁରାମାଡ଼

ମୟୂରଭଞ୍ଜ : ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ , ଛୁରାମାଡ଼। ମୟୂରଭଞ୍ଜ-କୁଳିଅଣା ଥାନା ବିବି କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ଛୁରାମାଡ଼ । ଜଣେ ଗୁରୁତର । ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ ଦୁଇ ବାଣିଜ୍ୟ…

ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାହାରିବ ବାଲି, କାନ୍ଥରେ ଖୋଳା ହେବ ୧୬ ସେଣ୍ଟିମିଟରର ଗର୍ତ୍ତ

ଗୋପ : ଖୁବ ଶୀଘ୍ର କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାହାରିବ ବାଲି । ମନ୍ଦିର କାନ୍ଥରେ ୧୬ ସେଣ୍ଟିମିଟରର ଗର୍ତ୍ତ ଖୋଳିବା ପ୍ରକ୍ରିୟା ଆରମ୍ଭ । ଡ୍ରିଲ କରି ହୋଲ୍ କରାଯିବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଦୁଇଦିନ ମଧ୍ୟରେ…

୬୮୦ଗ୍ରାମ ବ୍ରାଉନସୁଗର ଜବତ, ମା-ପୁଅ ଗିରଫ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ମୁଣ୍ଡିଦେଉଳି ସାହିରେ ଅବକାରୀ ବିଭାଗ ଚଢାଉ । ୬୮୦ଗ୍ରାମ ବ୍ରାଉନସୁଗର ଜବତ ସହ୨ ଗିରଫ । ଗିରଫ ଦୁଇ ଜଣ ମା ଓ ପୁଅ ବୋଲି ଜଣାପଡିଛି । ତେବେ ଅନ୍ୟ ଜଣେ ପୁଅ…

ପଲିଥିନ କାରଖାନାରେ ଅଗ୍ନିକାଣ୍ଡ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପଲିଥିନ କାରଖାନାରେ ଲାଗିଲା ନିଆଁ । ଘଟଣାସ୍ଥଳରେ ଦମକଳ କେନ୍ଦ୍ର ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ଅଭିଯୋଗରୁ ୯୧ % ସମାଧାନ ହୋଇଛି: ଆଇନ ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗର ୯୧ ପ୍ରତିଶତ ସମାଧାନ ହୋଇଛି । ଦେଢ଼ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ୧୩ ହଜାର ୩୫୮ ଅଭିଯୋଗ ଗ୍ରହଣ କରିଛନ୍ତି ସେଥିରୁ ୧୨ ହଜାର ୪୩୨ ଅଭିଯୋଗର ସମାଧାନ ହୋଇଛି । ବାକି…