State

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ଘରକୁ ଘର ବୁଲି ଭୋଟର ତାଲିକା ଯାଞ୍ଚ

ଭୁବନେଶ୍ୱର: ଆଗାମୀ ୨୦୨୭ ମସିହାରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚାୟତ ଏବଂ ମ୍ୟୁନିସିପାଲିଟି ନିର୍ବାଚନ ପାଇଁ ରାଜ୍ୟରେ ଏବେଠାରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି । ସ୍ଥାନୀୟ ସ୍ୱାୟତ୍ତ ଶାସନ ନିର୍ବାଚନକୁ ସ୍ୱଚ୍ଛ, ଅବାଧ ଏବଂ ସୁରୁଖୁରୁରେ ସମ୍ପନ୍ନ କରିବା ଲକ୍ଷ୍ୟରେ…

ଭିଜିଲାନ୍ସ ଜାଲରେ ST/SC ବିଭାଗର ୨ ଅଡିଟର, ଚଢ଼ାଉ ବେଳେ ପୁଳାପୁଳା ନଗଦ ଜବତ

ବାରିପଦା: ଭିଜିଲାନ୍ସ ଜାଲରେ ୨ ଅଡିଟ ଅଫିସର । ବାରିପଦା ସହରରୁ ଦୁଇ ଅଡିଟ୍ ଅଫିସରଙ୍କୁ ଧରିଲା ଭିଜିଲାନ୍ସ । ଗାଡିରୁ ୫ ଲକ୍ଷ ୮୦ ହଜାର ଟଙ୍କା ଜବତ । ବାରିପଦାରେ ରହୁଥିବା ଏକ ହୋଟେଲ ରୁମରୁ ୮ ଲକ୍ଷ…

ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ବିବାଦ: ବାଚସ୍ପତିଙ୍କ ନିଷ୍ପତ୍ତିକୁ ହାଇକୋର୍ଟରେ ଚାଲେଞ୍ଜ କଲା ବିଜେଡି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ସମୟରେ ଦଳୀୟ ନିର୍ଦ୍ଦେଶ ଉଲ୍ଲଂଘନ କରି କ୍ରସ୍ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି । ଏହି ମାମଲାରେ ବିଧାନସଭା ବାଚସ୍ପତିଙ୍କ ନିଷ୍ପତ୍ତିକୁ କଡ଼ା ଚାଲେଞ୍ଜ କରି ପ୍ରମୁଖ…

କେନାଲରେ ବୁଡ଼ି ୨ ବର୍ଷର ଶିଶୁ ମୃତ

କାମାକ୍ଷାନଗର : କାମାକ୍ଷାନଗର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁରେ ଘଟିଛି ଅଘଟଣ । ଘର ନିକଟରେ ଥିବା କେନାଲରେ ବୁଡ଼ିଯାଇ ଜଣେ ୨ ବର୍ଷର ଶିଶୁର ମୃତ୍ୟୁ ଘଟିଛି । ମୃତ ଶିଶୁ ଜଗନ୍ନାଥପୁର ଗାଁର ମଳୟ ମଲ୍ଲିକଙ୍କ ପୁଅ ମହେଶ…

ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ବର୍ଷା ସହ ପ୍ରବଳ ପବନ ବହିବା ନେଇ ସତର୍କତା ଜାରି କଲା IMD

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ୪୮ ଘଣ୍ଟା ପାଇଁ ପବନ ସମ୍ବନ୍ଧୀୟ ସତର୍କତା ଜାରି କରିଛି। IMD ଅନୁଯାୟୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ କେନ୍ଦ୍ରୀୟ…

ଉଦ୍ଧାର ହେଲେ ୧୦୧ ନିଖୋଜ ଶିଶୁ, ୭ ଦିନ ଧରି ଚାଲିଥିଲା ସ୍ବତନ୍ତ୍ର ଅପରେସନ

ଭୁବନେଶ୍ୱର : ମା’ କୋଳକୁ ଫେରିଲେ ନିଖୋଜ ଶିଶୁ । ଦୀର୍ଘ ଦିନ ପରେ ଘରକୁ ଫେରିଲେ ୧୦୧ ନିଖୋଜ ଶିଶୁ । ଏଥିପାଇଁ ସାତ ଦିନ ଧରି ଚାଲିଥିଲା ସ୍ବତନ୍ତ୍ର ଅପରେସନ। ମହିଳା ଓ ଶିଶୁ ଅପରାଧା ଶାଖା ପକ୍ଷରୁ…

UAE ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ୧୧ରେ ଓଡ଼ିଶା ନିବେଶ ସମ୍ମିଳନୀ

ଭୁବନେଶ୍ୱର : ଦୁବାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା। ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନସିଲ୍ ଅଫ୍ ଇଣ୍ଟରନ୍ୟାସନାଲ୍ ଇନଭେଷ୍ଟମେଣ୍ଟସ୍ ର ଅଧ୍ୟକ୍ଷ ଅବଦୁଲ୍ଲା ବିନ୍…

‘ସୌର ରଥ’ ଅଭିଯାନ ଶୁଭାରମ୍ଭ: ରୁଫ୍‌ଟପ୍ ସୋଲାର ଆପଣାଇବାରେ ବାଲେଶ୍ୱର ଜିଲ୍ଲା ରାଜ୍ୟରେ ପ୍ରଥମ

ବାଲେଶ୍ୱର: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦ୍ଦନ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏନଓଡିଏଲ୍) ପକ୍ଷରୁ ‘ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନା’ ଅଧୀନରେ ରୁଫ୍‌ଟପ୍ ସୋଲାର ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଏହାର…

ପୂର୍ବତନ PACS ସେକ୍ରେଟାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ, ୧୪.୨୨ ଲକ୍ଷ ହେରଫେର ଅଭିଯୋଗ

ଭୁବନେଶ୍ୱର: ଆର୍ଥିକ ଅନିୟମିତତା ବିରୁଦ୍ଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଦିନ ବଲାଙ୍ଗୀର ଜିଲ୍ଲାର ବେଲପଡ଼ା ବ୍ଲକ୍ ଅନ୍ତର୍ଗତ ‘ଯୁବ ପ୍ରାଥମିକ କୃଷି ସମବାୟ ସମିତି’ (PACS) ଲିମିଟେଡର ପୂର୍ବତନ ସେକ୍ରେଟାରୀ ଚିନ୍ତାମଣି ମଲ୍ଲିକଙ୍କୁ ଗିରଫ କରିଛି।…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଥାଇଲାଣ୍ଡର ବ୍ୟାଙ୍କକ୍‌କୁ ପୁଣି ଆରମ୍ଭ ହେବ ବିମାନ ସେବା। ଆସନ୍ତା ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବ୍ୟାଙ୍କକ୍‌କୁ ବିମାନ ଚଳାଚଳ ଆରମ୍ଭ ହେବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି।ପ୍ରସନ୍ନ ପ୍ରଧାନଙ୍କ…