State

ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ ବିଜେଡ଼ିକୁ ଖୋଲା ଆହ୍ୱାନ ଦେଲେ ଅରବିନ୍ଦ ମହାପାତ୍ର

ଭୁବନେଶ୍ବର: ନିଲମ୍ବନ ପରେ ଦଳର ଅଭିଯୋଗକୁ ଖୋଲା ଆହ୍ୱାନ ଦେଲେ ବିଧାୟକ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ କଲେ ଖୋଲା ଆହ୍ୱାନ କରିବା ସହ ଅତନୁ ସବ୍ୟସାଚୀଙ୍କୁ ନିଶାଣ କଲେ । ଅରବିନ୍ଦ କହିଛନ୍ତି , ମୁଁ…

ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗ: ଗ୍ରାହକସେବା କେନ୍ଦ୍ର ପରିଚାଳକଙ୍କୁ ମାଡ଼

ବାଲିଆପାଳ : ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କର ଗ୍ରାହକ ସେବା କେନ୍ଦ୍ର ଦାୟିତ୍ୱରେ ଥିବା ପରିଚାଳକ ରଞ୍ଜନ ରଣାଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଦ୍ଧୁମ ପିଟିଛନ୍ତି ଉତ୍ୟକ୍ତ ଜମାକାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର…

ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବା ଧମକ ମାମଲାରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ

ପୁରୀ : ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେବା ଘଟଣାରେ ପୁଲିସକୁ ମିଳିଛି ବଡ଼ ସଫଳତା। ସୋସିଆଲ ମିଡିଆ ମାଧ୍ୟମରେ ଧମକ ଦେଇଥିବା ଅଭିଯୋଗରେ ଅଭିଯୁକ୍ତ ପ୍ରତୀକ୍ ମିଶ୍ରଙ୍କୁ ପୁରୀ ସିଂହଦ୍ୱାର ଥାନା ପୁଲିସ ଗିରଫ କରିଛି।…

ସୁରକ୍ଷାକର୍ମୀଙ୍କ ଗୁଳିରେ ମୋଷ୍ଟ ୱାଣ୍ଟେଡ୍ ମାଓବାଦୀ ‘ଅନଲ’ ନିହତ

ରାଉରକେଲା: ପଶ୍ଚିମ ସିଂହଭୂମ ଜିଲ୍ଲା ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଗୁଳିବିନିମୟରେ ସୁରକ୍ଷାବଳକୁ ଏକ ବଡ଼ ସଫଳତା ମିଳିଛି। ଏହି ଅପରେସନରେ ଏକ କୋଟି ଟଙ୍କାର ମୋଷ୍ଟ ୱାଣ୍ଟେଡ୍ ତଥା କୁଖ୍ୟାତ ମାଓବାଦୀ ନେତା ‘ଅନଲ’ ନିହତ…

ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା; ଏଣିକି ମିଳିବ ୨,୫୦୦ ଟଙ୍କା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଏଥି…

୭୨ ପ୍ରଧାନଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ । ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ…

୧୦,୦୦୦ ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ

ଭୁବନେଶ୍ୱର: କଟକ ସଦର ତହସିଲ ଅନ୍ତର୍ଗତ କଖଡି ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଜାନକୀ ରଞ୍ଜନ ମଲ୍ଲିକଙ୍କୁ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ,…

୪.୫୭ ଲକ୍ଷ ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନା ଅଧୀନରେ ୪,୫୭,୬୮୧ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଭୁବନେଶ୍ୱରର ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (ଓୟୁଏଟି) କ୍ୟାମ୍ପସରେ ଆୟୋଜିତ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଆରମ୍ଭ ହେଲା ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା: ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି

ଭୁବନେଶ୍ବର: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ଏହି ପ୍ରରିପେକ୍ଷିରେ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି…

ଉପଯୁକ୍ତ ମୂଲ୍ୟରେ ଚାଷୀଙ୍କଠାରୁ ଧାନ ନକିଣିଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ସରକାର ତୁରନ୍ତ ଚାଷୀର ଧାନ କିଣନ୍ତୁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସାଧାରଣ ସଂପାଦକ ମନୋଜ ବିଶ୍ଵାଳ ଦାବି କରିଛନ୍ତି। ଉପଯୁକ୍ତ ମୂଲ୍ୟରେ ଚାଷୀଙ୍କ ଠାରୁ ଧାନ କିଣା ନହେଲେ କଂଗ୍ରେସ ରାଜରାସ୍ତାକୁ ଉହ୍ଲାଇବ…