State

ଅନ୍ତର୍ଜାତୀୟ ନିଶା କାରବାରରେ ଓଡ଼ିଶା ଲିଙ୍କ୍‌, ୭ ରାଜ୍ୟର ୨୬ ସ୍ଥାନରେ ଇଡିର ଚଢ଼ଉ

ଭୁବନେଶ୍ବର: ଅନ୍ତର୍ଜାତୀୟ ନିଶା କାରବାରରେ ଓଡ଼ିଶା ଲିଙ୍କ୍‌ । ଓଡ଼ିଶା ସମେତ ୭ ରାଜ୍ୟର ୨୬ଟି ସ୍ଥାନରେ ଚଢ଼ଉ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡ଼ି) । ଗୋଆରୁ ଓଡ଼ିଶାକୁ ଲମ୍ବିଥିବା ନିଶା କାରବାର ଚେର ଖୋଜିବା ସହ ମନି ଲଣ୍ଡରିଂ ମାମଲାର…

ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା, ରାଜସ୍ବ ବିଭାଗରେ ଲାଗୁ କରାଯିବ ନୂଆ ନିୟମ

ଭୁବନେଶ୍ୱର: ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ…

ଚାଲିଛି ଡଲଫିନ ଗଣନା, ଚିଲିକାରେ ଡଙ୍ଗା ଓ ଭସାପୋଲ ଚଳାଚଳ ବନ୍ଦ

ଚିଲିକା: ଆଜିଠାରୁ ଚିଲିକାରେ ଡଲ୍‌ଫିନ୍ ଗଣନା ଆରମ୍ଭ। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବାଲୁଙ୍ଗା ଏବଂ ସିଡିଏର ମିଳିତ ଆନୁକୂଲ୍ୟରେ ଆଜି ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଡଲଫିନ ଗଣନା ନିମିତ୍ତ ସମୁଦାୟ ୨ଟି ରେଞ୍ଜକୁ ୩ଟି ସେକ୍ଟରରେ…

୧ ନମ୍ବର ହାଟରେ ଅଗ୍ନିକାଣ୍ଡ, ଜଳିଗଲା ୪୦ରୁ ଅଧିକ ଦୋକାନ

ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ।…

ଡାକ୍ତରଖାନା ବାଥରୁମ୍‌ରେ ନବଜାତ ଶିଶୁକନ୍ୟାକୁ ଫିଙ୍ଗିଦେଲା ମାଆ

ଭଦ୍ରକ: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା । ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଚମ୍ପଟ ମାରିଛି । ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ନବଜାତ ଶିଶୁର ମୃତ୍ୟୁ…

ଆସନ୍ତାକାଲି ଠାରୁ ଡଲଫିନ ଗଣନା

ରାଜନଗର: ବିଶ୍ୱପ୍ରସିଦ୍ଧ ଜୈବମଣ୍ଡଳ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ସୋମବାର ଦିନ ଡଲଫିନ୍‌ ଗଣନାର ପ୍ରଶିକ୍ଷଣ ତାଲିମ ପ୍ରଦାନ କରାଯାଉଛି । ଆସନ୍ତାକାଲି ଅର୍ଥାତ ୨୦ ତାରିଖରୁ ୨୨ ତାରିଖ ପଯ୍ୟନ୍ତ ୩ ଦିନ ଧରି ଗହୀରମଥା…

ପକ୍ଷୀ ଗଣନା ଶେଷ; ଚିଲିକାରେ ୧୯୬ ପ୍ରଜାତିର ପକ୍ଷୀଙ୍କ ଆଗମନ

ବାଣପୁର: ପକ୍ଷୀଙ୍କ ଭୂସ୍ବର୍ଗ ମରାଳ ମାଳିନୀ ନିଳାମ୍ବୁ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ସଂଖ୍ୟକ ପକ୍ଷୀ ଆସିଛନ୍ତି। ଯାହାକି ଗତବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୨୭…

ଷ୍ଟାର୍ଟଅପ୍‌ ଖସିବା ପ୍ରସଙ୍ଗ: ପୂର୍ବ ସରକାରଙ୍କୁ ଦାୟୀ କଲେ ମନ୍ତ୍ରୀ

ଭୁବନେଶ୍ୱର: ଷ୍ଟାର୍ଟଅପରେ ଓଡ଼ିଶାର ରାଙ୍କ୍‌ ଖସିବା ପ୍ରସଙ୍ଗରେ ପୂର୍ବ ସରକାରଙ୍କୁ ଦାୟୀ କରିଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ପୂର୍ବ ବିଜେଡି ସରକାରଙ୍କ ଉପରେ ଦୋଷ ଲଦିଛନ୍ତି ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ଏହି ରିପୋର୍ଟ ୧ ଜାନୁଆରୀ ୨୦୨୩ରୁ…

ଏନକାଉଣ୍ଟର: ମାଓ ନେତା ଦିଲିପ ଭେଡ଼ଜା ସମେତ ୬ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲା ନେସନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟର ରେ 4 ମହିଳା ମାଓବାଦୀ ସମେତ 6 ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି ।…

ଖୁବ ଶୀଘ୍ର ଆସିବ ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ ,ଦୂର ହେବ ଜମି ସମସ୍ୟା

ପୁରୀ : ଖୁବ ଶୀଘ୍ର ଆସିବ ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ । ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଜମି ସମସ୍ୟା ଦୂର କରାଯିବ l ପୁରୀର ଜମି ସମସ୍ୟା ନେଇ ସମସ୍ତ ବିଭାଗ ସହ ଆଲୋଚନା କରାଯାଇଛି l ସମସ୍ୟାର…