State

ନିୟମ ଭାଙ୍ଗିଲେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ, ବଢ଼ିବ ଇନସ୍ୟୁରାନ୍ସ ଖର୍ଚ୍ଚ

ଭୁବନେଶ୍ୱର : ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ…

ରାଜ୍ୟରେ ପ୍ରତିଷ୍ଠା ହେବ ପ୍ରଥମ ହ୍ୟାଣ୍ଡବଲ ସ୍ପୋର୍ଟ୍ସ ହଷ୍ଟେଲ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ଓଡ଼ିଶାର ପ୍ରଥମ ୧୦୦ ଶଯ୍ୟା ବିଶିଷ୍ଟ ହ୍ୟାଣ୍ଡବଲ ସ୍ପୋର୍ଟ୍ସ ହଷ୍ଟେଲର ପ୍ରତିଷ୍ଠା ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । ରାଜ୍ୟରେ କ୍ରୀଡାର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି ସରକାର । କେନ୍ଦୁଝର ଜିଲ୍ଲାରେ…

ମକରସଂକ୍ରାନ୍ତିରେ ଲିଙ୍ଗରାଜଙ୍କ ନୀତିକାନ୍ତିରେ ବିଭ୍ରାଟ

ଭୁବନେଶ୍ୱର: ତୁଟିଲାନି ନବାଙ୍କ ବେଢ଼ା କ୍ଷୀର ଆଉଟା ସେବା ଅଧିକାର ବିବାଦ। ବନ୍ଦ ରହିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି। ମଙ୍ଗଳବାର ସନ୍ଧ୍ୟାଧୂପଠାରୁ ଉପବାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ। ମନ୍ଦିରରେ ନୀତିକାନ୍ତି ସବୁ ବନ୍ଦ ରହିଛି। ଗତକାଲି ସନ୍ଧ୍ୟାରୁ ଉପବାସରେ ଠାକୁର। ଆଜି ମକର…

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ଵର: ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି। ବ୍ଲକରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆରେ ହେବ। ଏଥିରେ ଖିଲାପ…

ରାଜ୍ୟରେ ଆଉ ଏକ ପୋଲିସ ଜିଲ୍ଲା ଗଠିତ

ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ଆଉ ଏକ ପୋଲିସ ଜିଲ୍ଲା। ନୂଆ ରାଇରଙ୍ଗପୁର ପୋଲିସ ଜିଲ୍ଲା ଗଠନ କଲେ ସରକାର। ମୟୂରଭଞ୍ଜ ପୋଲିସ ଜିଲ୍ଲା ଭାଗ ହୋଇ ଗଠନ ହେଲା ନୂଆ ପୋଲିସ ଜିଲ୍ଲା । ରାଇରଙ୍ଗପୁରରେ ରହିବ ଏହାର ମୁଖ୍ୟାଳୟ।…

ଗୁଡ଼ି ମାଞ୍ଜା ସୂତା ଲାଗି ଯୁବକ ଗୁରୁତର

ଭୁବନେଶ୍ବର: ମକର ସଂକ୍ରାନ୍ତି ପୂର୍ବରୁ ସାମ୍ନାକୁ ଆସିଲା ଗୁଡ଼ି ଉଡ଼ା ଜନିତ ଅଘଟଣ । ରାଜଧାନୀରେ ଗୁଡ଼ି ମାଞ୍ଜା ସୂତା ଲାଗି ଯୁବକ ଗୁରୁତର । ରାଜଧାନୀରେ ସାମ୍ନାକୁ ଆସିଲା ଗୁଡ଼ି ଉଡ଼ା ଜନିତ ଅଘଟଣ । ଗୁଡ଼ି ମାଞ୍ଜା ସୂତା…

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ହେଲେ କାର୍ଯ୍ୟାନୁଷ୍ଠାନ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ । ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ବଡ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ…

ପରିବହନ ବେଳେ ବାଲି ଗାଡ଼ିକୁ ଘୋଡ଼ାଇବା ବାଧ୍ୟତାମୂଳକ; ନିୟମ ଉଲ୍ଲଙ୍ଘନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ବାଲି ବୋଝେଇ ଗାଡ଼ିରେ ବାଲିକୁ ଘୋଡ଼ାଇ ରଖିବା ବାଧ୍ୟତାମୂଳକ କରାଯାଇଛି । ଜାତୀୟ ରାଜପଥରେ ବାଲି ଖସି ଦୁର୍ଘଟଣା ଘଟୁଥିବାରୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ କମିଶନର । ବାଲି ଘାଟରୁ ଗାଡ଼ି ବାହାରିବା ପୂର୍ବରୁ ବାଲି ଗାଡିକୁ…

ଚାଷୀକୁଳକୁ ପ୍ରତାରଣା କରିଛନ୍ତି ରାଜ୍ୟ ସରକାର: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଧାନ କିଣାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ, ଚାଷ ଉପରେ ନିର୍ଭର କରୁଥିବା ପ୍ରାୟ ୭୦ ପ୍ରତିଶତ ଲୋକ ଆଜି ରାଜ୍ୟ ସରକାରଙ୍କ ପ୍ରତାରଣାର ଶିକାର ହୋଇଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି…

ନେପାଳରୁ କନ୍ଧମାଳକୁ ମଦ ଚାଲାଣ: ବନ୍ଧା ହେଲେ ୫ ୱେବ ସାମ୍ବାଦିକ

ବାଲିଗୁଡା : ନେପାଳରୁ କନ୍ଧମାଳ ଜିଲ୍ଲାକୁ କାରରେ ବେଆଇନ ମଦ ଚାଲାଣ କରୁଥିବା ବେଳେ ପାଞ୍ଚ ୱେବ ସାମ୍ବାଦିକ ଗିରଫ l ମଦ ଚାଲାଣ କରୁଥିବା ବେଳେ କାରକୁ ଜବତ କରିବା ସହ ପାଞ୍ଚ ୱେବ ସାମ୍ବାଦିକକୁ ଗିରଫ କରିଛି ବିହାର…