State

ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍‌ ଗାନ କଲେ ଛାତ୍ରଛାତ୍ରୀ-ଶିକ୍ଷକ ଶିକ୍ଷୟିତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଛି । ‘ବନ୍ଦେ ମାତରମ୍‌’ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଭାବେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଗାନ କରିଛନ୍ତି । ଛାତ୍ରଛାତ୍ରୀ ବନ୍ଦେ…

୧୩ ଓ ୧୪ରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ

ଭୁବନେଶ୍ୱର: ଦୁଇ ଦିନ ପରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ । ଆକାଶରୁ ବାଦଲ ହଟିବା ପରେ ପୁଣି ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ବଢ଼ିବ । ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି…

ନୂଆ ଲୋକସେବା ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଗକୁ ବିଧାନସଭା ଆସନ ସଂଖ୍ୟା ବଢିପାରେ । ବିଧାନସଭାରେ ଆଉ ୫୦ଟି ସିଟ୍ ବଢ଼ିପାରେ । ସେଣ୍ଟ୍ରାଲ ଭିଷ୍ଟା ଢାଞ୍ଚାରେ ହେବ ନୁଆ ଲୋକସେବା ଭବନ ଓ ବିଧାନସଭା । ସୀମା ନିର୍ଦ୍ଧାରଣ ପରେ ବଢ଼ିପାରେ ବିଧାନସଭା ସିଟ୍…

୨୦ କୋଟି ଟଙ୍କାର ଠକେଇ, ଆନ୍ତଃରାଜ୍ୟ ଗ୍ୟାଙ୍ଗର ୧୨ସାଇବର ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ବର : ୨୦କୋଟି ଟଙ୍କାର ସାଇବର ଠକେଇ । କମିଶନରେଟ ପୋଲିସକୁ ବଡ଼ ସଫଳତା । ଆନ୍ତଃରାଜ୍ୟ ଗ୍ୟାଙ୍ଗର ୧୨ଗିରଫ । ଏଥିରେ ବିହାରର ୭, କେରଳର ୪, ଓଡ଼ିଶାରୁ ଜଣେ ଗିରଫ । ସେମାନଙ୍କ ନିକଟରୁ ୩୦ କି ପ୍ୟାଡ…

ବ୍ୟବସାୟୀଙ୍କୁ ପଥରରେ ଛେଚି ହତ୍ୟା

କଟକ: କଟକରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା । ଖାନନଗର ଅଞ୍ଚଳର ରାସ୍ତା କଡ଼ରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ । ମୃତ ମାଛ ବ୍ୟବସାୟୀ ପୁରୀଘାଟ ଅଞ୍ଚଳର ପପୁ ଦାଶ । ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି…

ବିଲ ମଝିରୁ ଅଧାପୋଡା ମୃତଦେହ ଜବତ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବିଲ ମଝିରୁ ମିଳିଲା ଅଧାପୋଡା ମୃତଦେହ । ମୃତଦେହ ଜବର କରି ତଦନ୍ତ କରୁଛି ପୁଲିସ । ରାଜ୍ୟରେ ଦିନକୁ ଦିନ ବଢୁଥିବା ଅପରାଧ ପୁଲିସ ପାଇଁ ମୁଣ୍ଡବିନ୍ଧ ସାଜୁଛି । କିନ୍ତୁ ଅପରାଧ କମିବା ବଦଳରେ…

ରାଜଧାନୀରେ ଜଳିଗଲା ଆଉ ଏକ ଆମ ବସ

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ବରରେ ପୁଣିଥରେ ‘ଆମ ବସ’ରେ ନିଆଁ । ପଟିଆରେ ଥିବା ଏକ ବସ୍ ଡିପୋରେ ବସରେ ଅଗ୍ନିକାଣ୍ଡ ଘଟିଛି । ବସରେ ନିଆଁ ଲାଗିବା ପରେ ସାରା ଅଞ୍ଚଳରେ ଧୂଆଁମୟ ହୋଇଯାଇଥିଲା । ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ…

୧୫ରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା

ବରଗଡ଼: ଜାନୁଆରୀ ୧୫ ତାରିଖରେ ବରଗଡ଼ ବନ୍ଦ ଡାକରା ଦିଆଯାଇଛି। ବରଗଡ଼ ଜିଲାରୁ ରୋହିଙ୍ଗୀଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ…

ପିକଅପ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା: ଚାଲିଗଲା ୨ ଜୀବନ, ୨ ଗୁରୁତର

କଲମପୁର:କଳାହାଣ୍ଡି ଜିଲ୍ଲା ଜୟପାଟଣାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପିକଅପ ଡ୍ରାଇଭରଙ୍କ ବେପାରୁଆ ଗାଡି ଚାଳନା ଯୋଗୁଁ ଶିଶୁ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ଏକ ପିକଅପ ଗାଡି…

ସମ୍ବଲପୁରରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି

ସମ୍ବଲପୁର: ସମ୍ବଲପୁର ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ସମ୍ବଲପୁର ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର…