State

ରାସ୍ତା ମଝିରେ ଜଳିଗଲା ‘ଆମ ବସ୍‌’

ଭୁବନେଶ୍ବର: ମଝି ରାସ୍ତାରେ ଜଳିଗଲା ଆମ ବସ୍। ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏହି ଅଘଟଣ। ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ…

ପ୍ରଭାସଙ୍କ ଫିଲ୍ମ ଚାଲିଥିବାବେଳେ ରାୟଗଡ଼ା ସିନେମା ହଲରେ ନିଆଁ, ଫ୍ୟାନ୍ସ କରୁଥିଲେ ଆଳତି

ଭୁବନେଶ୍ବର: ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ “ଦି ରାଜା ସାବ” ଜାନୁଆରୀ ୯ ତାରିଖରେ ସିନେମା ହଲରେ ମୁକ୍ତିଲାଭ କରିଥିଲା ​​ଏବଂ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହୋଇଥିଲା । ଅଭିନେତାଙ୍କ ଅନେକ ପ୍ରଶଂସକ ଏହି ଫିଲ୍ମକୁ ନେଇ ବହୁତ ଉତ୍ସାହିତ…

ଶୀତ ପାଇଁ ଆସନ୍ତାକଲିଠାରୁ ବଦଳିବ ବିଦ୍ୟାଳୟ ସମୟ

କଟକ: ପ୍ରବଳ ଶୀତ ପାଇଁ ବଦଳିଲା ବିଦ୍ୟାଳୟ ସମୟ । ଛାତ୍ରଛାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ନିଷ୍ପତ୍ତି ନେଲା କଟକ ପ୍ରଶାସନ । ପ୍ରବଳ ଶୀତକୁ ଦୃଷ୍ଟିରେ ରଖି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି କଟକ ଜିଲ୍ଲା ପ୍ରଶାସନ । ଜିଲ୍ଲାର ସମସ୍ତ ବିଦ୍ୟାଳୟ…

ପ୍ରଦୂଷଣ ପ୍ରମାଣପତ୍ର ମାମଲାରେ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା

କଟକ: ପ୍ରଦୂଷଣ ପ୍ରମାଣପତ୍ର ମାମଲାରେ ରାଜ୍ୟ ସରକାରଙ୍କ ଉଚ୍ଚ ଅଦାଲତଙ୍କ ବଡ଼ ଝଟକା । ମୋଟର ଯାନ ଆଇନ ଉଲଙ୍ଘନ ଅଭିଯୋଗରେ ପରିବହନ ପ୍ରାଧିକରଣକୁ ନୋଟିସ । ପିୟୁସିସି ପ୍ରସଙ୍ଗରେ ପରିବହନ ସଚିବ ଓ ରାଜ୍ୟ ପରିବହନ ପ୍ରାଧିକରଣକୁ ଜବାବ ମାଗିଲା…

ଖୁବଶୀଘ୍ର ସରିବ ଶ୍ରୀଗୁଣ୍ଡିଚା ମନ୍ଦିର ସଂରକ୍ଷଣ କାର୍ଯ୍ୟ

ପୁରୀ: ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର । ଭକ୍ତଙ୍କ ଦର୍ଶନ ପାଇଁ ଖୁବଶୀଘ୍ର ସରିବ କାର୍ଯ୍ୟ । ଖୁବଶୀଘ୍ର ସରିବ ଶ୍ରୀଗୁଣ୍ଡିଚା ମନ୍ଦିର ସଂରକ୍ଷଣ କାର୍ଯ୍ୟ । ମନ୍ଦିର ସଂରକ୍ଷଣ କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି…

କମିବନି ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି

ପୁରୀ: କମିବ ନାହିଁ ପୁରୀ ଭକ୍ତ ନିବାସ ପାର୍କିଂ ଫି । ଭକ୍ତ ଚାହିଁଲେ ଅନ୍ୟ ପାର୍କିଂରେ ଗାଡ଼ି ରଖି ପାରିବେ । ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି କମିବ ନାହିଁ । ନିର୍ଦ୍ଧାରିତ ଦ୍ୱାରା ଅନୁସାରେ ସେଇ ୫୦୦ ଟଙ୍କା…

ପିୟୁସି ପ୍ରକ୍ରିୟାରେ ଅବ୍ୟବସ୍ଥା ନେଇ ଉଦବେଗ ପ୍ରକାଶ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପିୟୁସି ପ୍ରକ୍ରିୟାରେ ବ୍ୟାପକ ଅବ୍ୟବସ୍ଥା ନେଇ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଜେପି ସରକାରଙ୍କ ଦ୍ୱାରା ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍‌ କାର୍ଯ୍ୟକାରୀ କରିବାରେ ଘୋର ଭୁଲ ପରିଚାଳନା ଏବଂ ବାରମ୍ବାର ନୀତିଗତ…

ବାପାର କୁରାଢ଼ୀ ଚୋଟରେ ପୁଅ ମୃତ

ଠାକୁରମୁଣ୍ଡା: ବାପାର କୁରାଢ଼ୀ ଚୋଟରେ ପୁଅର ମୃତ୍ୟୁ ହୋଇଛି । ଏପରି ଲୋମହର୍ଷଣକାରୀ ଘଟଣା ଘଟିଛି ମୟୂରଭଞ୍ଜ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଭରାଣ୍ଡିଆ ଗ୍ରାମରେ । ସେହି ଗ୍ରାମର ଅନାମ ବାଉଁଶିଆ ନିଜ ବଡପୁଅ ତପନ ବାଉଁଶିଆକୁ ଏକ କୁରାଢ଼ୀରେ ହାଣି…

ଆତ୍ମସମର୍ପଣ କଲେ ୬୩ ହାର୍ଡକୋର ମାଓବାଦୀ

ମାଲକାନଗିରି : ୬୩ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ା ଏସପିଙ୍କ ପାଖରେ ୬୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ଜଣ ମହିଳା ଥିବାବେଳେ ୪୫ ଜଣ ପୁରୁଷ ମାଓବାଦୀ ଅଛନ୍ତି…

ସ୍କୁଲରେ କବାଡି ଖେଳୁଥିବା ବେଳେ ଛାତ୍ର ମୃତ

ଯୋଡ଼ା: ମୋ ନାତିକୁ ଫେରାଇ ଦିଅ । କୁଆଡ଼େ ଗଲୁରେ ମୋ ଘରର କୂଳ ନନ୍ଦନ । ବୁଢ଼ୀ ମା’ଟା କାନ୍ଦି କାନ୍ଦି ବାହୁନି ହେଉଛି । ସେପଟେ ମା’ ବି କାନ୍ଦି କାନ୍ଦି ଧୈର୍ଯ୍ୟହରା । କାନ୍ଦି କାନ୍ଦି ତଳେ…