State

ନିର୍ମାଣଧିନ ପୋଲ ମାଟି ଭୁଶୁଡି ଦମ୍ପତି ମୃତ, ୧୨ ଘଣ୍ଟା ପରେ ମୃତଦେହ ଉଦ୍ଧାର

ବାଲିଗୁଡା: ୧୨ ଘଣ୍ଟା ପରେ ମାଟି ତଳୁ ଉଦ୍ଧାର ହେଲା ମୃତଦେହ । ମୁଣ୍ଡ ବିହୀନ ମୃତ ଦେହ ଉଦ୍ଧାର କଲା ରେସକ୍ୟୁ ଟିମ୍ । ଗତକାଲି କନ୍ଧମାଳ ଜିଲ୍ଲା ବାଲିଗୁଡା କଟାରିସାହି ନିକଟରେ ଥିବା ଜାଡାବାନ୍ଦା ଘାଟରେ ନିର୍ମାଣଧିନ ବ୍ରିଜରେ…

ଅଜଣା ଗାଡି ଧକ୍କାରେ ଦୁଇ ଯୁବକ ମୃତ

ଖୋର୍ଦ୍ଧା: ମାଡ଼ିଗଲା ଗାଡ଼ି, ଚାଲିଗଲା ୨ ଜୀବନ । ଖୋର୍ଦ୍ଧା ସଦରଥାନା ୧୬ ନମ୍ବର ଦଧିମାଛଗାଡିଆ ଛକ ନିକଟରେ ଅଜଣା ଗାଡି ଧକ୍କାରେ ଦୁଇ ଯୁବକ ମୃତ । ମୃତ ଯୁବକ ଦୁଇ ଜଣ ବିକାଶ ବରାଳ ଓ ଶୁଭ୍ରାଂଶୁ ସୁନ୍ଦରାୟ…

ଜାନୁଆରୀରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ସୁଲଭ ଗୃହ ନିର୍ମାଣ ପାଇଁ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଜାନୁଆରୀ ମାସରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ହସ୍ତାନ୍ତର କରିବେ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ…

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ନିୟମରେ ପରିବର୍ତ୍ତନ

ଭୁବନେଶ୍ବର: ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ରେ ବଡ ପରିବର୍ତ୍ତନ କଲେ ରାଜ୍ୟ ସରକାର । ଏଥିରେ ଗ୍ରାମସଭାର ଭାଗୀଦାରି ବୃଦ୍ଧି କରାଯାଇଛି । ଏହି ଯୋଜନାରେ ନିର୍ମାଣ ହେଉଥିବା ପ୍ରକଳ୍ପରେ କୌଣସି ପ୍ରକାର କ୍ଷତିର ଭରଣା ସମ୍ପୃକ୍ତ ସଂସ୍ଥା କରିବ ।…

ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ ଦିଲ୍ଲୀ ଗଲେ ନବରଙ୍ଗପୁର ମହାବିଦ୍ୟାଳୟର ୬ ଛାତ୍ର

ନବରଙ୍ଗପୁର: ଦିଲ୍ଲୀରେ ଆସନ୍ତା ସାଧାରଣତନ୍ତ୍ର ଦିବସ (ଆରଡି) ପରେଡ୍ ପାଇଁ ମନୋନୀତ ହୋଇଛନ୍ତି ନବରଙ୍ଗପୁର କଲେଜର ୬ଜଣ ଛାତ୍ର। ସେମାନେ ହେଲେ ଯୁକ୍ତ ୩ ପଦାର୍ଥ ବିଜ୍ଞାନ ଛାତ୍ର ତଥା କମ୍ପାନି କ୍ୱାର୍ଟରମାଷ୍ଟର ସର୍ଜେଣ୍ଟ ଆଦର୍ଶ ପ୍ରତ୍ୟୁଷ କର୍କରା, ଯୁକ୍ତ ୩…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ

ଅନୁଗୁଳ : ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ । ଅନୁଗୁଳ ଆଠମଲ୍ଲିକ ତୁସର ଆରଆଇ ସୁରେନ୍ଦ୍ର ଦାଶ । ଏକ ଜମି ଡିମାର୍କେସନ ପାଇଁ ମାଗିଥିଲେ ଲାଞ୍ଚ । ଏଥିପାଇଁ ୧୦ ହଜାର ଟଙ୍କା ଲାଞ୍ଚ…

ନାବାଳିକାଙ୍କ ସହ ପ୍ରେମ ପାଇଁ ଯୁବକଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇଲେ

ରାଇରଙ୍ଗପୁର : ପ୍ରଥମେ ମାଡ଼ ମାରିଲେ। ପରେ ଉଲଗ୍ନ କରି ରାସ୍ତାରେ ବୁଲାଇଲେ । ନାବାଳିକାଙ୍କ ସହ ପ୍ରେମ ସମ୍ପର୍କକୁ ନେଇ କଙ୍ଗାରୁ କୋର୍ଟ । ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ନାବାଳିକା ସହ ଯୁବକଙ୍କ ପ୍ରେମ ସମ୍ପର୍କ ଜାଣିବା…

ଆଗାମୀ ଦୁଇ ସପ୍ତାହ ଜାରି ରହିବ ଶୀତ ଲହରୀ

ଭୁବନେଶ୍ବର: ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତରୁ ମିଳିବ ନାହିଁ ନିସ୍ତାର । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ସୂଚନାଯୋଗ୍ୟଯେ ,୨୪ ସହରରେ ରାତି ତାପମାତ୍ରା ୧୦ କିମ୍ବା ତାଠୁ କମ ଥିଲା ।…

ବଢିଲା ପାର୍କିଂ ଫି, ପୁରୀରେ ୨୪ ଘଣ୍ଟା ପର୍ଯ୍ୟନ୍ତ ଚାରିଚକିଆ ଯାନ ପାଇଁ ଦେବାକୁ ପଡିବ ୫୦୦ ଟଙ୍କା

ପୁରୀ: ପୁରୀରେ ବଢିଲା ପାର୍କିଂ ଫି । ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ୪ଟି ଭକ୍ତନିବାସର ପାର୍କିଂ ଫି ବୃଦ୍ଧି କରାଯାଇଛି । ଏଣିକି ୨୪ ଘଣ୍ଟା ପର୍ଯ୍ୟନ୍ତ ଚାରିଚକିଆ ଯାନ ପାର୍କିଂ ପାଇଁ ୫୦୦ ଟଙ୍କା ସହ ଅତରିକ୍ତ ୧୮…

ରାଜନଗର ବିଡିଓଙ୍କୁ ଆକ୍ରମଣ ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ୭ଦିନ ହେଲା ବ୍ଲକ ଅଫିସରେ ପଡିଛି ତାଲା

ରାଜନଗର: ରାଜନଗରରେ ମହିଳା ବିଡିଓଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି । ୭ଦିନ ହେଲା ବ୍ଲକ ଅଫିସରେ ପଡିଛି ତାଲା । ସରକାରୀ କାର୍ଯ୍ୟ ଠପ୍ । ଆଜି ବି ଧାରଣାରେ ବସିଛନ୍ତି ସରପଞ୍ଚ ସଂଘ ଓ ଜିଲ୍ଲା ପରିଷଦ ସଦସ୍ୟ…