କଂସ ବଧ ସହ ସରିଲା ବରଗଡ଼ ଧନୁଯାତ୍ରା ମହୋତ୍ସବ
ବରଗଡ଼: ୧୧ଦିନ ଧରି ଚାଲିଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବ ଉଦ୍ଯାପିତ ହୋଇଛି। ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶନିବାର ଉଦଯାପିତ ହୋଇଛି। ୧୧ଦିନ ଧରି ଚାଲିଥିବା ଏହି ମହୋତ୍ସବର ଅନ୍ତିମ ଦିବସରେ କଂସବଧ ଦୃଶ୍ୟାଭିନୟ ହୋଇଥିଲା। ଉଦଯାପନୀ ଦିବସରେ…