State

ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ସାମିଲ ହେଲା OAS, ORS

ଭୁବନେଶ୍ୱର: ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି ବାହାରିବା ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଆଶାୟୀ। ଯାହାକୁ ନେଇ ବଡ଼ ଖବର ଆସିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏବେ OPSC ରେ ସାମିଲ ହୋଇଛି OAS, ORS। ୧୪ OAS ଓ…

ରୁପାଲି ଛକରେ ‘ଆମ ବସ୍‌’ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର: ଅଟୋକୁ ଧକ୍କା ଦେଲା ଆମ ବସ୍ । ଘଟଣାସ୍ଥଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ରୁପାଲି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଅଟୋ ପଛପଟେ ଆସି ଧକ୍କା ଦେଇଥିଲା ଆମ ବସ୍ । ଅଟୋରେ ମୋଟ…

ବିଜେପି ନେତାଙ୍କ ଦାଦାଗିରି, ଚାମ୍ଵରରେ ପଶି ମହିଳା ବିଡିଓଙ୍କୁ ଆକ୍ରମଣ ଉଦ୍ୟମ

କେନ୍ଦ୍ରାପଡ଼ା: ବିଡିଓଙ୍କ ଚାମ୍ଵରରେ ଦବଙ୍ଗଗିରି। ମହିଳା ବିଡିଓଙ୍କୁ ଘେରିଗଲେ, ଲାପଟପ୍ ଉଠାଇ ମାରିବାକୁ ଉଦ୍ୟମ କଲେ। ଶୁକ୍ରବାର ଦିନ ୧୨ଟା ବେଳେ କେନ୍ଦ୍ରାପଡ଼ା ରାଜନଗର ବ୍ଲକର ବିଡିଓଙ୍କ ଉପରକୁ ଆକ୍ରମଣ ହୋଇଛି। ଜଣେ ସ୍ଥାନୀୟ ନେତାଙ୍କ ସହିତ ୩୦ ରୁ ଉର୍ଦ୍ଧ୍ଵ…

ପ୍ରତି ଘରେ ଲାଗିବ ସ୍ମାର୍ଟ ମିଟର, କ୍ୟାବିନେଟ୍ ନିଷ୍ପତ୍ତି ପରେ ଆସିଲା ଶକ୍ତି ବିଭାଗର ଗାଇଡ୍‌ଲାଇନ୍

ଭୁବନେଶ୍ୱର: ଲୋକଙ୍କ ଘରେ ସ୍ମାର୍ଟ ମିଟର ଲଗାଇବେ ସରକାର। କ୍ୟାବିନେଟ ନିଷ୍ପତ୍ତି ପରେ ଗାଇଡଲାଇନ ଆଣିଲା ଶକ୍ତି ବିଭାଗ। ଏନେଇ ରାଜ୍ୟ ସରକାର ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ୱାଟ ପର୍ଯ୍ୟନ୍ତ…

ଜାନୁଆରୀ ପହିଲାରୁ ପୂର୍ବତଟ ରେଳପଥର ନୂଆ ସମୟ ସାରଣୀ ଲାଗୁ

ଭୁବନେଶ୍ୱର: ନୂଆବର୍ଷରେ ବଦଳିଲା ଟ୍ରେନ୍‌ର ସମୟ ସାରଣୀ। ୨୦୨୬ ଜାନୁଆରୀ ୧ରୁ ନୂତନ ସମୟ ସାରଣୀ ଜାରି କରିଛି ପୂର୍ବ ତଟ ରେଳପଥ। ସଂଶୋଧିତ ସମୟସାରଣୀରେ ନୂତନ ଟ୍ରେନ ପ୍ରଚଳନ, ବିଦ୍ୟମାନ ସେବାର ସମ୍ପ୍ରସାରଣ, ଟ୍ରେନ ଚଳାଚଳର ଫ୍ରିକ୍ୱେନ୍ସି ବୃଦ୍ଧି, ଅତିରିକ୍ତ…

ଭିଜିଲାନ୍ସ ଜାଲରେ ପୂର୍ବତନ ଫରେଷ୍ଟର ଜୟ କୁମାର ଯୁଆଡ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ଆଉ ଜଣେ ଜଙ୍ଗଲ ବାବୁ । ଦକ୍ଷିଣ ବନଖଣ୍ଡ ଥୁଆମୁଳ ରାମପୁର ପୂର୍ବତନ ଫରେଷ୍ଟର ଜୟ କୁମାର ଯୁଆଡ ଗିରଫ । ୫୫ ଲକ୍ଷ ଟଙ୍କା ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । ୨୦୨୪-୨୫…

ରାଉରକେଲାରୁ ଅଯୋଧ୍ୟା ଅଭିମୁଖେ ବାହାରିଲା ସୁନାର ଧନୁ

ରାଉରକେଲା: ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ନିକଟକୁ ଭେଟି ଦେବା ଉଦ୍ଦେଶ୍ୟରେ ରାଉରକେଲା ସହରରୁ ବାହାରିଛି ଏହି ବିଶାଳ ସ୍ୱର୍ଣ୍ଣ ଧନୁଷ । ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ…

ବସ-ବାଇକ ମୁହାଁମୁହିଁ ଧକ୍କା , ୩ ମୃତ

ରାଇରଙ୍ଗପୁର : ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ୨୨୦ ନମ୍ୱର ଜାତୀୟ ରାଜପଥ ରାନିବନ୍ଧ ନିକଟରେ ଏକ ଯାତ୍ରୀବାହୀ ବସ ସହ ବାଇକର ମୁହାଁମୁହିଁ ଧକ୍କା । ୩ ଜଣ ବାଇକ…

ଦିନ ୧୧ଟା ଯାଏଁ ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ

ଚିଲିକା : ଚିଲିକାରେ ଦିନ ୧୧ଟା ଯାଏ ଡଙ୍ଗା ଚଳାଚଳ ବନ୍ଦ । ପ୍ରବଳ କୁହୁଡ଼ି ଯୋଗୁ କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ । ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନତା କମ୍ ରହୁଛି। ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ଏହି…

ଭେଣ୍ଡିଂଜୋନରେ ଜଳିଗଲା ୫ରୁ ଅଧିକ ଦୋକାନ; ଯାତାୟାତ ବାଧାପ୍ରାପ୍ତ

ବ୍ରହ୍ମପୁର : ବ୍ରହ୍ମପୁର ସହରରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳିଗଲା ଏକାଧିକ ଦୋକାନ । ଅଗ୍ନିକାଣ୍ଡ ଯୋଗୁଁ ସହରରେ ଚକ ଅଖ ଜାମ୍। ବ୍ରହ୍ମପୁର ସହରା ଫାଷ୍ଟଗେଟ ସ୍ଥିତ ଧୋବାବନ୍ଧ ଭେଣ୍ଡିଂଜୋନରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି । ଫଳରେ ୫ରୁ…