State

ଘନ କୁହୁଡି ପାଇଁ ବିମାନ ସେବା ପ୍ରଭାବିତ, ୫ ବିମାନର ଦିଗ ପରିବର୍ତ୍ତନ

ଭୁବନେଶ୍ୱର: ନୂଆ ବର୍ଷର ପ୍ରଥମ ଦିନରେ ଘନ କୁହୁଡ଼ିରେ ଘୋଡ଼ାଇ ହୋଇପଡିଥିଲା ରାଜଧାନୀ। ଯାହା ଫଳରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଆଉ ଏଥିପାଇଁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିମାନବନ୍ଦର ଅଧିକାରୀଙ୍କ…

ବର୍ଷର ପ୍ରଥମ ଦିନରେ ଜଗା ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ଗହଳି

ପୁରୀ:ବିଦାୟ ନେଇଛି ବର୍ଷ ୨୦୨୫। ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ ୨୦୨୬(Happy New Year 2026) । ସବୁଠି ଇଂରାଜୀ ନବବର୍ଷକୁ ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ତେବେ ବର୍ଷର ପ୍ରଥମ ଦିନରେ…

ପଦୋନ୍ନତି ପରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ

ଭୁବନେଶ୍ବର: ଅରବିନ୍ଦ ପାଢୀଙ୍କ ପଦୋନ୍ନତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଛି । ପଦୋନ୍ନତି ପରେ ମଧ୍ୟ…

ମହାନଗର ନିଗମରେ ପରିଣତ ହେଲା ପୁରୀ ପୌରପାଳିକା, ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର : ଆଜିଠାରୁ ପୁରୀ ପୌରପାଳିକା ମହାନଗର ନିଗମରେ ପରିଣତ ହୋଇଛି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନାଯୋଗ୍ୟ ଯେ, ଭାରତ ବର୍ଷର ଏକ…

ଧାନ କିଣାରେ ଅବ୍ୟବସ୍ଥା: ବସ୍ତା ରଖି ରାସ୍ତାରୋକ କଲେ ଚାଷୀ

ହରଭଙ୍ଗା : ବୌଦ୍ଧ ଜିଲାରେ ଖରିଫ ଧାନ କ୍ରୟ ଆରମ୍ଭରୁ କେଁ ଦେଖିବାକୁ ମିଳିଛି । ଧାନକ୍ରୟ ରେ ଅନିୟମିତତା ଅଭିଯୋଗ ଆଣି ରାସ୍ତାରୋକ କରିଛନ୍ତି ଚାଷୀ । ସୂଚନା ଅନୁସାରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବାଣିଭଷଣପୁର ପଞ୍ଚାୟତର କରଞ୍ଜକଟା…

ମାଞ୍ଜା ସୂତା ଲାଗି ପିଉସୀ ଓ ପୁତୁରା ଗୁରୁତର

କଟକ: କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ବାଇକରେ ପିଉସୀ ଓ ପୁତୁରା ଯାଉଥିବା ବେଳେ ମାଞ୍ଜା ଗୁଡ଼ି ସୂତା ଆସି ସେମାନଙ୍କ ବେକରେ ଗୁଡାଇ ହୋଇଯାଇଥିଲା। ଏଥିରେ ବାଇକ ଚାଳକ ତଥା…

ପ୍ରମୋସନରୁ ବାଦ ପଡ଼ିଲେ ଓଡ଼ିଶାର ଦୁଇ ବରିଷ୍ଠ ଆଇପିଏସ ଅଫିସର

ଭୁବନେଶ୍ବର: ବରିଷ୍ଠ ଆଇପିଏସ ପଦୋନ୍ନତିରେ ସରପ୍ରାଇଜ । ପ୍ରମୋସନରୁ ବାଦ ପଡ଼ିଲେ ଓଡ଼ିଶାର ଦୁଇ ବରିଷ୍ଠ ଆଇପିଏସ ଅଫିସର । ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କୁ ମିଳିଲାନି ଡିଜିପି ପାହ୍ୟା । ୧୯୯୪ ବ୍ୟାଚର ଦୁଇ ବରିଷ୍ଠ ଆଇପିଏସ ଅଧିକାରୀ…

ଦୌଡିବା ବେଳେ ଟଳିପଡ଼ିଲେ ଛାତ୍ର, ମୃତ ଘୋଷଣା କଲେ ଡାକ୍ତର

ସୁନ୍ଦରଗଡ଼: ଦୌଡିବା ବେଳେ ଟଳିପଡ଼ିଲେ ଛାତ୍ର । ସୁନ୍ଦରଗଡ଼ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ବାର୍ଷିକ କ୍ରୀଡ଼ାରେ ଅଘଟଣ । ରିଲେ ରେସ ବେଳେ ଅସୁସ୍ଥ ହୋଇପଡ଼ିଲେ ଛାତ୍ର । ମେଡିକାଲ ସ୍ଥାନାନ୍ତର ପରେ ମୃତ ଘୋଷଣା କଲେ ଡାକ୍ତର ।…

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କୁ ବାନ୍ଧିଲା ଭିଜିଲାନ୍ସ

ବାରଙ୍ଗ : ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡା ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଚଢ଼ାଉ ବେଳେ ଘରୁ ମିଳିଥିଲା ନଗଦ ୭୩ଲକ୍ଷ ୬୬ ହଜାର ଟଙ୍କା । ବଡ଼ଗଡ଼ ଓ…

ହୋଟେଲ ପଛରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ଆଠଗଡ: ହୋଟେଲ ପଛରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ଆଠଗଡ ତାରିଣୀ ଛକରେ ଏକ ହୋଟେଲର ଜଣେ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହୋଟେଲ ପଛ ପଟେ ରହୁଥିବା ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବତୀ…