State

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲା ପିଇଓ ଜିତେନ୍ଦ୍ର ଜେନା

କେନ୍ଦୁଝର: ଗିରଫ ହେଲା କରିତକର୍ମା ପିଇଓ । କେନ୍ଦୁଝର ଜିଲ୍ଲା ହାଟଡିହିର ବଞ୍ଚୋ ପିଇଓ ଜିତେନ୍ଦ୍ର କୁମାର ଜେନା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ବିଭିନ୍ନ ବ୍ୟାଙ୍କ ଓ ଇନସ୍ୟୁରାନ୍ସରେ ତାଙ୍କର ୩୪…

୫ ରୁ ରାଜ୍ୟର ସବୁ ସରକାରୀ ଡାକ୍ତରଖାନାରେ ଦୁଇ ଘଣ୍ଟିଆ ଓପିଡି ବନ୍ଦ: ଓମସା

ଯାଜପୁର : ୧୦ ଦଫା ଦାବି ପୂରଣ ଜିଦରେ ଅଟଳ ଓମସା । ଆସନ୍ତା ୫ ତାରିଖରୁ ରାଜ୍ୟର ସବୁ ସରକାରୀ ଡାକ୍ତରଖାନାରେ ଦୁଇ ଘଣ୍ଟିଆ ଓପିଡି ବନ୍ଦ ରହିବ । ଏନେଇ ଓଡ଼ିଶା ମେଡିକାଲ ସେବା ସଂଘ -ଓମସା କେନ୍ଦ୍ରୀୟ…

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢିଲା ପ୍ରଦୂଷଣ ପ୍ରମାଣପତ୍ର ଅବଧି

ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର (ପିୟୁସିସି) ବିନା ନୋ ଫୁଏଲ’ ନୀତି ଲାଗୁ କରିବା ପାଇଁ ସମୟସୀମାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ବୁଧବାର ଦିନ ସୂଚନା ଦେଇଛନ୍ତି। ତେବେ ଗାଡ଼ି ଚାଳକ…

ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ

ଭୁବନେଶ୍ବର: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଇଛନ୍ତି । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେଇଛନ୍ତି…

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି; ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଦ୍ୱାରା ପ୍ରସ୍ତୁତ କ୍ୟାଲେଣ୍ଡରରେ ଏକ ତ୍ରୁଟି ଦେଖାଯିବା ପରେ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛି ମନ୍ଦିର ପ୍ରଶାସନ। ତ୍ରୁଟି ସମ୍ପର୍କରେ ଚିନ୍ତା ପ୍ରକାଶ କରି ମନ୍ଦିର…

ଶ୍ରୀମନ୍ଦିର ଜମି ବନ୍ଦୋବସ୍ତ ନୀତିରେ ସଂଶୋଧନ ନେଇ ସମୀକ୍ଷା ବୈଠକ: ବଢିବ ମନ୍ଦିର ପରିଚାଳନା ଆୟ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ହଜାର ହଜାର ଏକର ଜମି ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଅବ୍ୟବସ୍ଥିତ ଢଙ୍ଗରେ ପଡ଼ିରହିଛି। ଏଥିରୁ ଶ୍ରୀମନ୍ଦିରର କିଛି ଆୟ ମଧ୍ୟ ହେଉନାହିଁ। ଏହିସବୁ ସମସ୍ୟାର ସମାଧାନ ନେଇ ପ୍ରସ୍ତାବ ଉପରେ…

ଟାଟା ପାୱାର ବିରୋଧରେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

କଟକ : ଟାଟା ପାୱାର ବିରୋଧରେ ହାଇକୋର୍ଟରେ ରୁଜ୍ଜୁ ହେଲା ଜନସ୍ୱାର୍ଥ ମାମଲା । ସ୍ମାର୍ଟ ମିଟର ଏବଂ ଅତିରିକ୍ତ ସୁରକ୍ଷା ଜମାକୁ ବିରୋଧ କରି ହାଇକୋର୍ଟରେ ରୁଜୁ ହୋଇଛି ଏହି ଜନସ୍ୱାର୍ଥ ମମାଲା । ଏହାର ତୁରନ୍ତ ପ୍ରତ୍ୟାହାର କରିବାକୁ…

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ, ହାତୀ ଉପରେ ବସି ରଙ୍ଗମହଲରେ ପହଞ୍ଚିଲେ

ବରଗଡ଼: ବରଗଡ଼ ଧନୁଯାତ୍ରା ଦେଖିବା ପାଇଁ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ବରଗଡ଼ର ବିକାଶ ପଡ଼ିଆରେ ଓହ୍ଲାଇଥିଲେ। ସେଠାରୁ ସେ ରାଜଦରବାର ଯାଇଥିଲେ। ମୁଖ୍ୟମନ୍ତ୍ରୀ ରାଜ ଅତିଥି ଭାବେ ହାତୀ ଉପରେ ବସି ରଙ୍ଗମହଲରେ ପହଞ୍ଚିଥିଲେ।…

ନୂଆବର୍ଷର ଅଭିନନ୍ଦନ ଜଣାଇବାକୁ କାର୍ଯ୍ୟାଳୟକୁ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ବର: ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଦିନଟି ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ସାଧାରଣ କାର୍ଯ୍ୟଦିବସ ଭାବେ ଚାଲିବ। ତେବେ ମୁଖ୍ୟମନ୍ତ୍ରୀଙ୍କୁ…

ଚିକିତ୍ସାରେ ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ: ଡାକ୍ତରଖାନା ଆଗରେ ଧାରଣା

ଯାଜପୁର: ଯାଜପୁର ମେଡିକାଲ ଛକରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଅପରେସନ ପରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ପ୍ରସୂତିଙ୍କର କଟକରେ ମୃତ୍ୟୁ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହିତ ଚିକିତ୍ସାରେ ଅବହେଳା ଅଭିଯୋଗରେ ପରିବାର ଲୋକେ ଉକ୍ତ ଡାକ୍ତରଖାନା…