State

ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟିର ମାରିଜୁଆନା ଜବତ

ଭୁବନେଶ୍ବର : ନୂଆବର୍ଷ ପୂର୍ବରୁ କଷ୍ଟମ ବିଭାଗକୁ ମିଳିଛି ବଡ଼ ସଫଳତା । ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ ।ଭୁବନେଶ୍ବର ସହରକୁ ନିଶା ଚାଲାଣ ସମୟରେ ଧରିଲା କଷ୍ଟମ ବିଭାଗ । ବିମାନରେ ଜଣେ…

ପିକନିକ ପାଇଁ ମାର୍ଗଦର୍ଶିକା ଜାରି କଲା ବାଣିଜ୍ୟ ଓ ପରିବହନ ବିଭାଗ

ଭୁବନେଶ୍ୱର : ପିକନିକ ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି । ମଦ୍ୟପାନ କରି ଗାଡି ଚାଳନା ଓ ଦୃତ ଗତି ଉପରେ ରହିବ କଡା ନଜର । ମାର୍ଗଦର୍ଶିକାର ପାଳନ ପାଇଁ ଆରଟିଓମାନଙ୍କୁ କଡା ନିର୍ଦ୍ଦେଶ…

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ PEOଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ PEO। ଆନନ୍ଦପୁର ହାଟଡ଼ିହି ବ୍ଲକ୍ PEO ଜିତେନ୍ଦ୍ର ଜେନାଙ୍କ ବିରୋଧରେ ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ। ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ…

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର, ଘରୁ ଜବତ ହେଲା ୭୫ ଲକ୍ଷ ନଗଦ ଟଙ୍କା

ବାରଙ୍ଗ : ବାବୁଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା । ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଅମାପ ସଂପତ୍ତି । ଘରୁ ଜବତ ହେଲାଣି ୭୫ ଲକ୍ଷ ନଗଦ କ୍ୟାସ । ଭିଜିଲାନ୍ସ ଯେତେ ଖୋଳୁଛି ସେତେ ବାହାରୁଛି । ପୁଳାପୁଳା ସୁନା…

ନୂଆବର୍ଷ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି: ୩୧ ତାରିଖ ରାତି ୧୧ରେ ପହୁଡ଼, ୨ଟାରେ ଦ୍ବାର ଫିଟା

ପୁରୀ : ନୂଆବର୍ଷ ପାଇଁ ଆସନ୍ତାକାଲି ଶ୍ରୀଜଗନ୍ନାଥଙ୍କର ସ୍ୱତନ୍ତ୍ର ନୀତିକାନ୍ତି । ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ହେବ ଶ୍ରୀଜିଉଙ୍କ ପହୁଡ଼ ନୀତି । ପରେ ପୁଣି ରାତ୍ର ୨ଟାରେ ହେବ ଦ୍ବାରଫିଟା ନୀତି । ଛତିଶାନିଯୋଗ ଓ ନୀତି…

ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୫ ଯୁକ୍ତ ଦୁଇ ମୁଖ୍ୟ ପରୀକ୍ଷା, ଜାନୁଆରୀ ୨ରୁ ପ୍ରାକ୍ଟିକାଲ୍

ଭୁବନେଶ୍ୱର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ…

ଆଜି ଠାରୁ ଜାନୁଆରି ୪ ତାରିଖ ପର୍ଯ୍ୟନ୍ତ ପୁରୀର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ:ଆସୁଛି ନୂଆବର୍ଷ ଏଥିପାଇଁ ସମସ୍ତ ପର୍ଯ୍ୟଟନ ସ୍ଥଳୀରେ ଜମୁଛି ଭିଡ଼ । ଜମୁଛି ଭୋଜି ଭାତର ଆସର । ସେଥିମଧ୍ୟରୁ ଜଗନ୍ନାଥ ଧାମ ପୁରୀରେ ମଧ୍ୟ ବଢିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼ । ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାର ଶ୍ରଦ୍ଧାଳୁଙ୍କ ଭିଡ଼ ସେଠି…

‘ସ୍ବୀକୃତି’ ଯୋଜନାରେ ତୃତୀୟ ଲିଙ୍ଗୀଙ୍କ ଅଭିଭାବକ ପାଇବେ ମାସିକ ୧୫୦୦ ଟଙ୍କା

ଭୁବନେଶ୍ୱର: ମାସିକ ୧୫୦୦ ଟଙ୍କା ପାଇବେ ତୃତୀୟଲିଙ୍ଗୀ ଶିଶୁଙ୍କ ଅଭିଭାବକ। ‘ସ୍ବୀକୃତି’ ଯୋଜନାରେ ଜାରି ହେଲା ନିର୍ଦ୍ଦେଶାବଳୀ। ତୃତୀୟଲିଙ୍ଗୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା, ସେମାନଙ୍କ ଅଧିକାରର ସୁରକ୍ଷା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ‘ସ୍ବୀକୃତି’ ଯୋଜନା ଆରମ୍ଭ…

ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଖାରଜ

ଭୁବନେଶ୍ୱର: ଫିକା ପଡ଼ିବ ଜିରୋ ନାଇଟ୍ ସେଲିବ୍ରେସନ୍। ଏଥର କଠୋର ହୋଇଛି ଅବକାରୀ ବିଭାଗ। ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ। ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ରାଜ୍ୟର ସମସ୍ତ ଇଭେଣ୍ଟ…

କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ, ଟିଫିନ ବୋମା ଓ ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲାର କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ମିଳିଛି ମାଓ ସାମଗ୍ରୀ। ଯାହା ମଧ୍ୟରେ ରହିଛି ଗୋଟିଏ ଟିଫିନ ବୋମା ଏବଂ ବିପୁଳ ପରିମାଣର ବିସ୍ପୋରକ। ସୁରକ୍ଷା କର୍ମୀଙ୍କୁ କ୍ଷତି ପହଞ୍ଚାଇବା…