State

ନୂଆବର୍ଷ ପାଇଁ କେନ୍ଦ୍ରାଞ୍ଚଳ ୭ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ୧୫୦ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର : କେନ୍ଦ୍ରାଞ୍ଚଳ ୭ ଜିଲ୍ଲାରେ ନୂଆବର୍ଷ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା । ନୂଆବର୍ଷ ପାଇଁ ମୁତୟନ ହେବେ ୧୫୦ ପ୍ଲାଟୁନ ପୋଲିସ ଫୋର୍ସ। ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁରରେ ମୁତୟନ ହେବେ ଫୋର୍ସ…

ମଝି ଦରିଆରେ ଫସିଲା ଲଞ୍ଚ, ଅଳ୍ପକେ ବର୍ତ୍ତିଲେ ୨୩ ପର୍ଯ୍ୟଟକ

ଜଳେଶ୍ୱର : ମଝି ଦରିଆରେ ଫସିଲା ଲଞ୍ଚ । ଇଞ୍ଜିନ ଖରାପ ହେବାରୁ ମଝି ସମୁଦ୍ରରେ ଫସିଲେ ପର୍ଯ୍ୟଟକ । ପୋଲିସର ସହାୟତା ଯୋଗୁଁ ବଡ଼ ଅଘଟଣରୁ ବର୍ତ୍ତିଗଲେ ୨୩ ପର୍ଯ୍ୟଟକ । ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥ ଧାମ ଦର୍ଶନକୁ ଯାଉଥିବା…

ସୁନାବେଡ଼ା-ଦାତୁନାମା ମୁଖ୍ୟରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଭୟଭୀତ

ନୂଆପଡ଼ା: ବୁଲୁଛି ବାଘ । ଭୟଭୀତ ଗ୍ରାମବାସୀ । ନୂଆପଡ଼ା ଅଭୟାରଣ୍ୟ ସୁନାବେଡ଼ା-ଦାତୁନାମା ମୁଖ୍ୟରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା ଭିଡ଼ିଓ ଭାଇରାଲ ହେଉଛି । ବାଘକୁ ଦେଖି ଭୟଭୀତ ଗ୍ରାମବାସୀ । ଗତକାଲି ଛତିଶଗଡ଼ ରାଜ୍ୟ ଗରିଆବନ୍ଦ ଜିଲ୍ଲା ମେନପୁର…

ବଙ୍ଗାଳୀ ଶ୍ରମିକ ହତ୍ୟା ପ୍ରସଙ୍ଗରେ ମମତାଙ୍କ ଅଭିଯୋଗ ଭିତ୍ତିହୀନ: ମନମୋହନ

ଭୁବନେଶ୍ବର: ସମ୍ବଲପୁରରେ ବଙ୍ଗାଳୀ ଶ୍ରମିକଙ୍କୁ ପିଟିପିଟି ମାରିଦେବା ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପି ଶାସିତ ରାଜ୍ୟକୁ ଟାର୍ଗେଟ କରିଛନ୍ତି । ଯାହାର ଜବାବ ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ଯେ, ଓଡ଼ିଶାରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଗାଳିଦେଇ ବନ୍ଧା ହେଲେ ଯୁବକ

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀଙ୍କୁ ଗାଳିଦେବା ପଡିଲା ମହଙ୍ଗା । ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ । ଗିରଫ ଅଭିଯୁକ୍ତ ହେଲା କେନ୍ଦୁଝର ସଦର ଓଲ୍ଡଟାଉନ ଅଞ୍ଚଳର ସାଫିୱାଲ୍ଲା ଖାନ୍ । ସେ ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଗାଳି…

କାଠ ମାଫିଆଙ୍କ ଆକ୍ରମଣରେ ଫରେଷ୍ଟଗାର୍ଡ ଆହତ

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ବେଇଆନ କାଠ ମାଫିଆଙ୍କ ଦୌରାତ୍ମ୍ୟ । କାଠ ଚୋରା ଚାଲାଣ ବେଳେ ଧରିଲା ବନବିଭାଗ । ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି କାଠ ମାଫିଆମାନେ । କାଠ ମାଫିଆଙ୍କ ଆକ୍ରମଣରେ ବନ କର୍ମଚାରୀଙ୍କ…

ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବାଲେଶ୍ଵର: ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଏକ ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ ହୋଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ମୃତ ଯୁବକ ଜଣକ ହେଲେ ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା…

୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ; ଆଜିର ଛାତ୍ରଛାତ୍ରୀ ବୈଜ୍ଞାନିକ ହୋଇ ଦେଶକୁ ଆତ୍ମନିର୍ଭର କରିବେ

କେନ୍ଦୁଝର: କେନ୍ଦୁଝରରେ ୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଗୋଟିଏ ସଭ୍ୟତାର ବିକାଶ ପଛରେ ସବୁଠାରୁ ବଡ ଭୂମିକା ବିଜ୍ଞାନ…

୧୦ ଦଫା ଦାବିରେ ଡାକ୍ତରଙ୍କ ୧ ଘଣ୍ଟିଆ ଓପିଡି ବନ୍ଦ ଆନ୍ଦୋଳନ, ରୋଗୀ ସେବା ବ୍ୟାହତ

କଟକ : ଘଣ୍ଟାଏ ଓପିଡି ବନ୍ଦ । ରୋଗୀ ସେବା ବ୍ୟାହତ । ୧୦ ଦଫା ଦାବିରେ ଡାକ୍ତରଙ୍କ ଆନ୍ଦୋଳନ । ସାରା ଓଡ଼ିଶାରେ ଆନ୍ଦୋଳନ କରୁଛନ୍ତି ଡାକ୍ତର । ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ଓପିଡ଼ି ବନ୍ଦ ରଖୁଛନ୍ତି ।…

ମିଠେଇ ଖାଇବାକୁ ଦେଇ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଶିକ୍ଷକ ଗିରଫ

ବାଙ୍ଗିରିପୋଷି: ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଶିକ୍ଷକ ଗିରଫ । ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ୧୧ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ । ଘର ପାଖ ଦୋକାନକୁ ଯାଇଥିବା ବେଳେ ଜଣେ ଶିକ୍ଷକ ମିଠେଇ ଖାଇବାକୁ ଦେଇ ଦୁଷ୍କର୍ମ…