State

ଜାନୁୟାରୀ ୨୧ରେ ହେବ ଓଏସଏସଟିଇଟି-୨୦୨୫

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂ​‌ରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ। ପରୀକ୍ଷା ପୂର୍ବାହ୍ନ ୧୦ଟାରୁ…

ଦ୍ବାଦଶ ଥର ଦୋଷୀ ସାବ୍ୟସ୍ତ ହେଲେ ବିନୋଦ କୁମାର

ଭୁବନେଶ୍ବର: ଓଡ଼ିଶା ଗ୍ରାମ୍ୟ ଗୃହ ଉନ୍ନୟନ ନିଗମ(ଓଆରଏଚଡିସି)ର ପୂର୍ବତନ ପରିଚାଳନା ନିର୍ଦେଶକ ତଥା ଆଇଏଏସ ଅଧିକାରୀ ବିନୋଦ କୁମାର ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ମାମଲାରେ ସେ ଦ୍ବାଦଶ ଥର ପାଇଁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭିଜିଲାନ୍ସ କୋର୍ଟ…

୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀମୁକ୍ତ ହେବ ଓଡ଼ିଶା: ଏଡିଜି

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ଓଡ଼ିଶା ମାଓବାଦୀମୁକ୍ତ ହେବ। କନ୍ଧମାଳ ଜିଲା ଫୁଲବାଣୀରେ ଶୁକ୍ରବାର ମାଓବାଦୀ ବିରୋଧୀ ଅପରେସନର ସମୀକ୍ଷା ସମୟରେ ଏହା କହିଛନ୍ତି ଏଡିଜି ସଞ୍ଜୀବ ପଣ୍ଡା। ସମୀକ୍ଷା ପରେ ଏଡିଜି ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ତଥ୍ୟ…

୨୭ରେ ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ

ଭୁବନେଶ୍ବର : ଶନିବାର ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ(ଇସିଆଇ) ଜ୍ଞାନେଶ କୁମାର। ସେ ୩ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ ପୁରୀରୁ…

୮ ଦିନ ପରେ ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭବାନୀପାଟଣା: କର୍ଲାପାଟ ଥାନା ଅନ୍ତର୍ଗତ ସାଏସୂର୍ଣ୍ଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ହେଇଛି। ମୃତକ ହେଉଛନ୍ତି ବିଭୀଷଣ ଗୌଡ (୪୩)। ସେ ସାଏସୂର୍ଣ୍ଣି ହାଇସ୍କୁଲରେ ରାତ୍ର ଜଗୁଆଳି ଭାବେ କାର୍ଯ୍ୟ କରୁଥିଲେ। ଗତ ପ୍ରାୟ…

ଶିଖରଚଣ୍ଡୀ ପାହାଡ଼ ନିକଟରେ ହାତୀ, ସତର୍କ କରାଇଲା ବନ ବିଭାଗ

ବାରଙ୍ଗ: ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼କୁ ପିକନିକ୍ କରିବାକୁ ଯାଉଛନ୍ତି କି ? ଯଦି ଯାଉଛନ୍ତି ଟିକେ ସାବଧାନତା ଅବଲମ୍ବନ କରନ୍ତୁ । କାରଣ ପାହାଡ଼ ନିକଟ ଜଙ୍ଗଲରେ ବୁଲୁଛନ୍ତି ହାତୀ । ଦୁଇ ବଡ଼ ଦନ୍ତାହାତୀ ଘୂରି ବୁଲୁଛନ୍ତି ପାହାଡ଼ ନିକଟରେ…

ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ

ରାଉରକେଲା: ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ । ସହରର ସ୍ବପ୍ନେଶ୍ବର ମନ୍ଦିର ନିକଟ ପାର୍କିଂରେ ଥିବା ଏକ ଘରୋଇ ବସ୍ ଜାଳିଦେଲେ ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଏନେଇ ବସ୍ ମାଲିକ ଅନୟ…

ସୀତାକୁଣ୍ଡରେ ବୁଡ଼ିଗଲେ ଦୁଇ ଯୁବକ

ମୟୁରଭଞ୍ଜ : ପିକନିକ ହେଲା କାଳ । ଶିମିଳିପାଳ ପାଦଦେଶ ସୀତାକୁଣ୍ଡ ଜଳପ୍ରାପତରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଯୁବକ । ଘଟଣା ସ୍ଥଳରେ ପହଞ୍ଚିଲା ଅଗ୍ନିଶମ ବାହିନୀ । ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି…

ସ୍କୁଲ ପିଲାଙ୍କୁ ମିଳିବ ମାଗଣା ବସ ସେବା

ଭୁବନେଶ୍ବର: ସ୍କୁଲ ପିଲାଙ୍କୁ ମାଗଣାରେ ବସ ସେବା । ଛାତ୍ର ଛାତ୍ରୀ ଏବେ ମାଗଣାରେ ସ୍କୁଲ ଯାଇପାରିବେ । ଏ ନେଇ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ଦ୍ୱାରା ଆଗତ ପ୍ରସ୍ତାବକୁ ଅନୁମୋଦନ କଲେ ସରକାର । ସ୍କୁଲ ପିଲା…

ପୂର୍ବତ୍ତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ବର: କୋରେଇର ପୂର୍ବତ୍ତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଭୁବନେଶ୍ୱରରେ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା । ସୂଚନା ଅନୁଯାଇ ଶ୍ରୀମତୀ ମହାନ୍ତି ଗତ କିଛିଦିନ ହେବ ଭୁବନେଶ୍ୱରର ଏମ୍ସ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଆଜି ସକାଳେ ତାଙ୍କର ମୃତ୍ଯୁ…