ଚାଷୀ ଆନ୍ଦୋଳନ ପାଇଁ ଯାତ୍ରୀ ହନ୍ତସନ୍ତ, ୪ଟି ବ୍ଲକରେ ଅଖ ଚକ ଠପ୍
ଉମରକୋଟ : ଧାରଣାରେ ଚାଷୀ, ଯାତ୍ରୀ ହନ୍ତସନ୍ତ । ନବରଙ୍ଗପୁର ଜିଲ୍ଲାରେ ଦ୍ବିତୀୟ ଦିନରେ ପହଂଚିଛି ଚାଷୀ ଆନ୍ଦୋଳନ । ୪ଟି ବ୍ଲକରେ ଠପ୍ ହୋଇଯାଇଛି ଚକ ଓ ଅଖ । ଗୁରୁତର ପ୍ରଭାବ ପଡିଛି ସାଧାରଣ ପରିବହନ ସେବା ଉପରେ…
ଉମରକୋଟ : ଧାରଣାରେ ଚାଷୀ, ଯାତ୍ରୀ ହନ୍ତସନ୍ତ । ନବରଙ୍ଗପୁର ଜିଲ୍ଲାରେ ଦ୍ବିତୀୟ ଦିନରେ ପହଂଚିଛି ଚାଷୀ ଆନ୍ଦୋଳନ । ୪ଟି ବ୍ଲକରେ ଠପ୍ ହୋଇଯାଇଛି ଚକ ଓ ଅଖ । ଗୁରୁତର ପ୍ରଭାବ ପଡିଛି ସାଧାରଣ ପରିବହନ ସେବା ଉପରେ…
ପୁରୀ : ଦିନକ ପରେ ବଡ଼ ଦିନ । ଖ୍ରୀଷ୍ଟମାସ ଏବଂ ନୂଆ ବର୍ଷରେ ଶ୍ରୀ ମନ୍ଦିରରେ ଲାଗିବ ଭକ୍ତଙ୍କ ଭିଡ଼ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଉଛି ସ୍ୱତନ୍ତ୍ର…
ଭୁବନେଶ୍ୱର : ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ । ରାଜଧାନୀରେ ଦେଖିବାକୁ ମିଳିଛି ଲମ୍ବାଲାଇନ । ଅଧିକ ଫାଇନ ଓ ପେଟ୍ରୋଲ ନ ମିଳିବା ଭୟରେ PUCC ପଏଣ୍ଟମାନଙ୍କରେ ଲାଗିଛି ଏହି ଲମ୍ବା ଲାଇନ । ବାଇକ ଅଟୋ ଓ…
ବିନିକା: ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ । ୨୦ ସ୍କୁଲ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସୋନପୁର ଡୁଙ୍ଗୁରିପାଲି ନିକଟରେ ଜାତୀୟ ରାଜପଥ ୧୨୬(A)ରେ ମଙ୍ଗଳବାର ସ୍କୁଲ ପିକନିକ୍ ପାଇଁ ଯାଉଥିବା ଗୋଟିଏ ବସ୍ ଏକ ଟ୍ରାକ୍ଟରକୁ ଧକ୍କା ଦେଇଥିଲା।…
ସମ୍ବଲପୁର: ସମ୍ବଲପୁରରେ ଲୋକସଭା ସାଂସଦ ଓମ ବିର୍ଲା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରରେ ଆୟୋଜିତ ମାରୱାଡ଼ ମହୋତ୍ସବର ଉଦଯାପନୀ ସମାରୋହରେ ଯୋଗ ଦେଇଛନ୍ତି । ରାଜସ୍ଥାନ ଫାଉଣ୍ଡେସନ ଏବଂ ଖେତରାଜପୁର ମାରୱାଡ଼ି ଯୁବ…
ଉମରକୋଟ: ସରୁନି ମଣ୍ଡି ସମସ୍ୟା । ପ୍ରବଳ ଥଣ୍ଡାକୁ ଖାତିର ନକରି ହାକ ପାଇଁ ରାଜରାସ୍ତାରେ ଧାରଣା । ଶୀତ କାକରରେ ରାତି ସାରା ଧାରଣାରେ ବସିଛନ୍ତି ଚାଷୀ । ଧାନ ଓ ମକା ଅଭାବୀ ବିକ୍ରିକୁ ନେଇ ନବରଙ୍ଗପୁର ଜିଲ୍ଲାର…
ଭୁବନେଶ୍ବର: ଜାନୁଆରୀ ପହିଲାରୁ ରାଜ୍ୟରେ ଯାନବାହନ ଯାଞ୍ଚ କଡ଼ାକଡ଼ି ହେବ। ଏ ନେଇ ସୋମବାର ସୂଚନା ଦେଇଛନ୍ତି ପରିବହନ ଆୟୁକ୍ତ ଅମିତାଭ ଠାକୁର। ସେ କହିଛନ୍ତି ଯେ, ଏମଭିଆଇ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମସ୍ତେ ସଡ଼କ…
ମୁନିଗୁଡ଼ା: ସ୍କୁଲ ପରିସରରେ ଥିବା ଏକ ଆମ୍ବ ଗଛରୁ ଖସିପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅନ୍ତଗର୍ତ ଏକ ଘରୋଇ ସ୍କୁଲରେ ଏହି ଅଭାବନୀୟ ଘଟଣା ଘଟିଛି। ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ବିଷମକଟକର ଏକ ଘରୋଇ…
ସୁନ୍ଦରଗଡ଼: ବ୍ରାହ୍ମଣୀ ନଦୀରେ ବୁଡ଼ି ଚାଲିଗଲା ଯୁବକଯୁବତୀଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲା ବଣାଇ ଅଞ୍ଚଳରୁ ସାମ୍ନାକୁ ଆସିଛି। ସୋମବାର ଚାନ୍ଦିପୋଷ ଥାନା ବୀରତୋଳା ମନ୍ଦିର ନିକଟରୁ ଉଭୟଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ…
ଭୁବନେଶ୍ଵର: ରାଜ୍ୟ କୁସ୍ତି ଖେଳାଳିଙ୍କୁ ଅଣଦେଖାର ଭିଡିଓ ଭାଇରାଲ୍ ହେବାରେ ଲାଗିଛି। ଟ୍ରେନ୍ ବଗି ପାଇଖାନା ପାଖରେ ବସି ଶୀତରେ ଥରି ଥରି ୟୁପିରୁ ଆସୁଥିବା ଦେଖିବାକୁ ମିଳିଛି। ଜାତୀୟସ୍ତରୀୟ ସ୍କୁଲ୍ କୁସ୍ତିରେ ଭାଗ ନେବାକୁ କର୍ତ୍ତୃପକ୍ଷ ଏପରି କରିଛନ୍ତି। ମାସକ…