ଭୁବନେଶ୍ବରରେ ପହଞ୍ଚିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ
ଭୁବନେଶ୍ବର : ଭୁବନେଶ୍ବର ଫେରିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ । ଅପହରଣର ୪୫ ଦିନ ପରେ ତାଙ୍କୁ ଉଦ୍ଧାର କରାଯାଇଛି । ଭୁବନେଶ୍ବରରେ ପହଞ୍ଚି ଆତ୍ମବିଭୋର ହୋଇପଡିଥିଲେ ଆଦର୍ଶ । ମାଆ, ସ୍ତ୍ରୀ ଓ ପୁଅକୁ ଦେଖି…
ଭୁବନେଶ୍ବର : ଭୁବନେଶ୍ବର ଫେରିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ । ଅପହରଣର ୪୫ ଦିନ ପରେ ତାଙ୍କୁ ଉଦ୍ଧାର କରାଯାଇଛି । ଭୁବନେଶ୍ବରରେ ପହଞ୍ଚି ଆତ୍ମବିଭୋର ହୋଇପଡିଥିଲେ ଆଦର୍ଶ । ମାଆ, ସ୍ତ୍ରୀ ଓ ପୁଅକୁ ଦେଖି…
ଦେବଗଡ଼ : ୧୨ଘଣ୍ଟିଆ ଦେବଗଡ଼ ବନ୍ଦ। ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବିରେ ଜିଲ୍ଲା ମହିଳା ଏକତା ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ମଞ୍ଚ ପକ୍ଷରୁ ବନ୍ଦ ଡାକରା…
ପୁରୀ: ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବାର ସମ୍ଭାବନା ରହିଛି। ଭକ୍ତଙ୍କ ସୁରକ୍ଷା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ମନ୍ଦିର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥାର ସୁସମନ୍ୱୟ ଓ ସୁପରିଚାଳନା ଉପରେ ମଙ୍ଗଳବାର…
ରାଜ୍ୟରେ ଚୋରା ବାଲି, ମୋରମ, ମାଙ୍କଡା ପଥର ମାଫିଆ ତଥା ବେଆଇନ ଗୋ-ଚାଲାଣକାରୀଙ୍କ ବିରୋଧରେ ଓଡିଶା ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ଓ ଗୋ ଚାଲାଣ ଉପରେ ରୋକ…
ଭୁବନେଶ୍ୱର : ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଓଡ଼ିଶା ଫାର୍ମା ସମ୍ମିଳନୀରେ ଓଡ଼ିଶା ଔଷଧ ଓ ଚିକିତ୍ସା ଉପକରଣ ନୀତି -୨୦୨୫ ଲଞ୍ଚ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳନୀରେ ୪୨ଟି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି…
ସୁବର୍ଣ୍ଣପୁର: ଯୁକ୍ତ ୨ ଛାତ୍ରଙ୍କୁ ହତ୍ୟା। ପିଟି ପିଟି ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ହୋଇଛି ଅଭିଯୋଗ। ସୁବର୍ଣ୍ଣପୁରର ତରଭା ଆଶ୍ରମ ବିଦ୍ୟାଳୟରେ ଏଭଳି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଚାରଭଟା ଡାକ୍ତରଖାନାରେ ଛାତ୍ରଙ୍କ…
ଭୁବନେଶ୍ୱର : ବନ୍ଧା ହେଲେ ବଣ୍ଟି ଅର୍ ବବଲି । କୋଟିଏ ଟଙ୍କା ଠକେଇ କରି ଠକ ଦମ୍ପତି ଗିରଫ । MCL ର ପୁର୍ବତନ ଚାର୍ଟାଡ ଆକାଉଣ୍ଟାଣ୍ଟ ଓ ତାଙ୍କ ପତ୍ନୀ ଗିରଫ । ଚନ୍ଦ୍ରଶେଖର ସାହୁ ଓ ଝରଣା…
ଭୁବନେଶ୍ୱର: କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ (ଜେଇ) ରତ୍ନେଶ କୁମାର ପାଣ୍ଡେଙ୍କୁ ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ମଙ୍ଗଳବାର ଦିନ ଓଡିଶା ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍…
ପୁରୀ : ପୁଣି ନିଶା ବେପାରୀଙ୍କ ଘରେ ବୁଲିଲା ବୁଲଡୋଜର । ପୁରୀ ନୀଳାଚକ୍ର ନଗରରେ ଥିବା ବ୍ରାଉନ ସୁଗାର ବେପାରୀ ଟିକି ଖାନ୍ ଙ୍କ ଘର ଭାଙ୍ଗିଲା ପ୍ରଶାସନ । ଦୁଇଟି ଜେସିବି ସାହାଯ୍ୟରେ ଘର ଭଙ୍ଗାଯାଉଛି । ଡିସେମ୍ବର…
ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ । ଅନ୍ୟ ୪ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ମଧ୍ୟ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କରିଛନ୍ତି ବ୍ରହ୍ମପୁର ଏଡିଜେ-୩ କୋର୍ଟ । ଗତ…