ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଲେ କନିଷ୍ଠ ଶିକ୍ଷକ
ଭୁବନେଶ୍ବର : ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ । ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ । ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ…