ଦୁର୍ଘଟଣା ହ୍ରାସ କରିବାକୁ କଳିଙ୍ଗା ଘାଟିରେ ପରୀକ୍ଷାମୂଳକ ଭାବେ ଲାଗିଲା ସତର୍କ ଘଣ୍ଟି
ଭୁବନେଶ୍ୱର : ଶୀତଦିନେ ଘାଟିଗୁଡିକରେ ସଡ଼କ ଦୁର୍ଘଟଣା ଚିନ୍ତାର କାରଣ ପାଲଟିଛି । ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ପରୀକ୍ଷାମୂଳକ ଭାବେ କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ସତର୍କ ଘଣ୍ଟିର ପଦକ୍ଷେପ ନେଇଛି । ଆଇଆଇଟି ଭୁବନେଶ୍ୱର…