ବିଜେଡିକୁ ଝଟ୍କା: ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ
ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଏବଂ ପ୍ରଣିତକାନ୍ତି ସାମଲ ବିଜେପିରେ ମିଶିଛନ୍ତି। ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ଵାଳ, ବନ୍ତ ବ୍ଲକ ଅଧ୍ୟକ୍ଷ…