State

ବ୍ୟୁରୋକ୍ରାଟିକ୍ ଦଳ ହୋଇଗଲାଣି ବିଜେଡି: ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର: ବ୍ୟୁରୋକ୍ରାଟିକ୍ ଦଳ ହୋଇଗଲାଣି ବିଜେଡି। ଯେଉଁ ବିଜୁ ବାବୁଙ୍କ ଆଦର୍ଶରେ ଦଳ ଗଢ଼ାଯାଇଥିଲା, ଆଉ ସେହି ଆଦର୍ଶ ନାହିଁ। ଦଳରେ କେହି ବିଜୁ ଲୟାଲିଷ୍ଟ ନାହାନ୍ତି କି ନବୀନଙ୍କ ଲୟାଲିଷ୍ଟ ନାହାନ୍ତି। କିଛି ହାରୁ ନେତା ଏବେ ଦଳକୁ ଚଳାଉଛନ୍ତି।…

୭,୨୯୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ବର: ଆଜି କେବଳ ଶାସନ କ୍ଷେତ୍ରରେ ଆପଣମାନଙ୍କର ଯାତ୍ରାର ଆରମ୍ଭ ନୁହେଁ, ବରଂ ଏହା ଏକ ଅପୂର୍ବ ମୁହୂର୍ତ୍ତ। ଆଜିଠାରୁ ଆପଣମାନଙ୍କର ଏକ ନୂଆ ଯାତ୍ରା ଆରମ୍ଭ ହୋଇଛି। ଆପଣମାନଙ୍କୁ ବ୍ୟକ୍ତିଗତ ଭାବେ ଆର୍ଥିକ ସୁରକ୍ଷା ମିଳିବ। ଏଥି ପାଇଁ ଆମକୁ…

ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ, ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ, ୨ ଗୁରୁତର

ଟାଙ୍ଗୀ: ୧୬ ନଂ ଜାତୀୟ ରାଜପଥ କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବୋଲେରୋ ଡିଭାଇଡର୍ ଭାଙ୍ଗି ବିପରୀତ ଦିଗରୁ ଆସୁଥିବା ଏକ କଣ୍ଟେନର ସହ…

ବିଜେଡିର ପଦ ଛାଡ଼ିଲେ ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର: ପୁଣି ବିଜେଡିରେ ହଲଚଲ୍। ଦଳୀୟ ପଦ ଛାଡ଼ିଲେ ବିଜେଡିର ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ସେ ବିଜେଡିର ସିନିଅର ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ବିଜେଡି ସଭାପତି ନବୀନ…

ବିଧାନସଭା ପରିସରରେ କମିଶନର: କଡ଼ାକଡ଼ି ସିକ୍ୟୁରଟି ଯାଞ୍ଚ

ଭୁବନେଶ୍ୱର,୨୫।୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ସିକ୍ୟୁରଟି ଯାଞ୍ଚ କଡ଼ାକଡ଼ି କରାଯାଇଛି। ପୋଲିସ କମିଶନର ଏସ. ଦେବଦତ୍ତ ସିଂ ବିଧାନସଭା ପରିସରରେ ସୁରକ୍ଷା ଯାଞ୍ଚ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ବିଧାନସଭା…

ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବଡ଼ ଷଡ଼ଯନ୍ତ୍ର: ସିବିଆଇ ତଦନ୍ତ ପାଇଁ ଦାବି କଲା ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍‌ ଫୋରମ୍‌

ବଲାଙ୍ଗୀର : କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ବଲାଙ୍ଗୀର ଏସ୍‌ପି ଅଫିସକୁ ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍‌ ଫୋରମ ଯାଇ ଗୁରୁତର ଅଭିଯୋଗ ଆଣିଛନ୍ତି। ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବିରାଟ ଷଡ଼ଯନ୍ତ୍ର ରହିଛି ଏବଂ…

ଟ୍ରାଫିକ ନିୟନ୍ତ୍ରଣ ପାଇଁ ପ୍ରମୁଖ ରାସ୍ତାରେ କମିଶନରେଟ୍ ପୋଲିସର ପାର୍କିଂ କଟକଣା

ଭୁବନେଶ୍ୱର: ଟ୍ରାଫିକ୍ ଭିଡ଼କୁ ଦୂର କରିବା ପାଇଁ, କମିଶନରେଟ୍ ପୋଲିସ ରାଜଧାନୀ ସହରର ପ୍ରମୁଖ ରାସ୍ତାଗୁଡ଼ିକରେ ପାର୍କିଂ କଟକଣା ଲାଗୁ କରିଛି । ଏହା ତୁରନ୍ତ କାର୍ଯ୍ୟକାରୀ ହେବ । ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂହଙ୍କ ଦ୍ୱାରା ଜାରି କରାଯାଇଥିବା…

ଯୁବକଙ୍କୁ ହତ୍ୟା: ରାସ୍ତାକଡରୁ ମୃତଦେହ ଉଦ୍ଧାର

ଭୁବନେଶ୍ଵର: ଭୁବନେଶ୍ବର ଚନ୍ଦକା ଥାନା ଗୋଡିବାରି ଅଞ୍ଚଳରେ ଯୁବକଙ୍କୁ ହତ୍ୟା କରି ରାଜପଥ କଢ଼ରେ ଫିଙ୍ଗି ଦିଆଯାଇଛି । ଘଟଣା ସ୍ଥଳରେ ଚନ୍ଦକା ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ ମୃତ…

୧୧ ଦଫା ଦାବି ନେଇ ଗାନ୍ଧୀ ମାର୍ଗରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିକ୍ଷୋଭ 

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନଓ୍ବାଡି କର୍ମୀ। ୧୧ ଦଫା ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଆଜି ଗାନ୍ଧୀ ମାର୍ଗରେ ଶହ ଶହ ଅଙ୍ଗନଓ୍ବାଡି କର୍ମୀ ଏକାଠି ହୋଇ ବିଶାଳ ସମାବେଶ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କୁ…

ଅମଲାତନ୍ତ୍ରକୁ କଡା ତାଗିଦ୍ କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ଵର: ଲୋକଙ୍କ ସେବକ ହୋଇ କାମ କରିବାକୁ କଡା ନିର୍ଦେଶ ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀ ସୁରେଶ ପୂଜାରୀ କଡା ତାଗିଦ୍ କରିଛନ୍ତି। ଜିଲ୍ଲାସ୍ତରରେ ସମାଧାନ ହେବା ଭଳି ଅଭିଯୋଗକୁ ନେଇ ମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି।…