State

ଘରୋଇ ଇଂରାଜୀ ମିଡିୟମ ସ୍କୁଲର ୨ ଛାତ୍ର ଗୋଷ୍ଠୀ ମଧ୍ୟରେ ମାଡ଼ପିଟ, ୧୦ ଜଣଙ୍କ ନାଁରେ ମାମଲା

କଟକ : କଟକରେ ଅଭାବନୀୟ ଘଟଣା । ଗଣ୍ଡରପୂର୍ ମହାନଦୀ ବିହାର ଅଞ୍ଚଳର ଏକ ଘରୋଇ ଇଂରାଜୀ ମିଡିୟମ ସ୍କୁଲର ଦୁଇ ଛାତ୍ର ଗୋଷ୍ଠୀ ମୁହାମୁହିଁ । ଦୁଇ ଛାତ୍ରଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ । ୧୦ ଛାତ୍ରଙ୍କ ନାଁ ରେ…

ସିକନ୍ଦର ଆଲାମ୍ ଓ ତାର ଭାଇକୁ ଗିରଫ କଲା ଜଗତସିଂହପୁର ପୁଲିସ

ଜଗତସିଂହପୁର: ବାଲାଂଦେଶୀ ଅନୁପ୍ରବେଶ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମ୍ ଓରଫ ସିକୁ କୁ ଗିରଫ କରିଛି ପୁଲିସ୍ । ୧୬ ତାରିଖରେ ସନ୍ଧ୍ୟା‌ରେ ପୁଲିସ୍ ର ଚଡ଼ାଉ ଦେଖି ଚମ୍ପଟ ମାରିଥିଲା । ଶନିବାର ଯାଜପୁର ଠାରେ ଅଭିଯୁକ୍ତ ସିକନ୍ଦର…

୬୯ ଲକ୍ଷ ହଡପ, ବନ୍ଧା ହେଲେ ପୂର୍ବତନ କିରାଣି

ଭୁବନେଶ୍ବର: ୬୯ ଲକ୍ଷ ହଡପ, ପୂର୍ବତନ କିରାଣି ଗିରଫ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଟ୍ରେଜେରୀ ପୂର୍ବତନ ବରିଷ୍ଠ କିରାଣି ମନୋରଞ୍ଜନ ସାହୁ ଗିରଫ । ଟ୍ରେଜେରୀର ୬୮ଲକ୍ଷ ୮୫ ହଜାର ୪୯୭ ଟଙ୍କା ହଡ଼ପ ଅଭିଯୋଗରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ…

୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବ ମାଓଦମନ

ଭୁବନେଶ୍ବର: ନକ୍ସଲ ମୂଳପୋଛ ନେଇ ଓଡ଼ିଶା ପୁଲିସର ବଡ ପଦକ୍ଷେପ । କନ୍ଧମାଳରେ ପୁଲିସ ମହାନିର୍ଦ୍ଦେଶକ ବଡ ସମୀକ୍ଷା କରି କହିଛନ୍ତି ଯେ ୨୦୨୬ ମାର୍ଚ୍ଚ ୩୧ସୁଦ୍ଧା ମାଓଦମନ ଶେଷ ହେବ । ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ…

ଭଦ୍ରକରେ ୧୦୧ କୋଟି ବ୍ୟୟରେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦୋବଲ: ଭଦ୍ରକ ଜିଲା ଧାମନଗରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସକାଳ ୯ ଟାରେ ଧାମନଗର ବଜାରରୁ ମୋଟର ସାଇକେଲ ପଟୁଆରରେ ଆସି ଐତିହାସିକ ପୀଠ ତଥା ପର୍ଯ୍ୟଟନ ସ୍ଥଳୀ ଗୋହିରାଟିକିରିରେ ପହଞ୍ଚିଥିଲେ। ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ…

ବାରବାଟୀ ଷ୍ଟାଡିୟମରେ ଅଢ଼େଇ ହଜାର ସିଟ୍ କମାଇଲା ଓସିଏ

କଟକ : ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା । ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା ଅଢ଼େଇ ହଜାର ସିଟ୍ କମାଇଲା ଓଡ଼ିଶା କ୍ରିକେଟ ଆସୋସିଏସନ୍। ୧୯ ଇଞ୍ଚରୁ ୨୨ ଇଞ୍ଚକୁ ବୃଦ୍ଧି କରାଗଲା ସିଟ ଗୁଡ଼ିକର ଚଉଡା। କମିଶନରେଟ ପୋଲିସର…

ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ: ବିଜୟ କେତନ ବିଶ୍ୱାଳ ଶ୍ରେଷ୍ଠ ଏଫଏମୟୁ

ବିଶୋଇ: ଓଡ଼ିଶା ସରକାରଙ୍କ ଜଙ୍ଗଲ ବିଭାଗ ଦ୍ବାରା ପରିଚାଳିତ ଓଡ଼ିଶା ବନାଞ୍ଚଳ । ଉନ୍ନୟନ ପ୍ରକଳ୍ପ ଭା ଭାଗ-୨ର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପିସିସି ଏଫ ସୁରେଶ ସୁରେଶ ପନ୍ତ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପର କାର୍ଯ୍ୟ…

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ହୋଇପାରେ ଆହୁରି ଘନୀଭୂତ

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମାଲାକା ଷ୍ଟ୍ରେଟ୍ ଓ ଏହାର ପାଖାପାଖି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି…

ଵସ-ସ୍କୁଟି ମୁହାଁମୁହିଁ, ୨ ମୃତ

ଚାନ୍ଦବାଲି: ଭଦ୍ରକ- ଚାନ୍ଦବାଲି ରାସ୍ତାର କମାରିଆ ଛକରେ ଵସ-ସ୍କୁଟି ମୁହାଁମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ନେଇ ଉତ୍ତେଜନା । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ । ପୀରହାଟ ଥାନା କମାରିଆ ଛକରେ ଏକ ଘରୋଇ ଵସ ଓ…

ଏଣିକି ଶସ୍ତା ହେବ ବାଲି ଦର, ସରକାର ଲାଗୁ କରିବେ MSP

ଭୁବନେଶ୍ବର: ବାଲି ପାଇଁ MSP ଲାଗୁ କରିବେ ସରକାର । ଆଉ ମନ ଇଚ୍ଛା ଦର ବଢାଇ ପାରିବେନି ଲିଜ ଧାରୀ । ସରକାର ନିର୍ଦ୍ଧାରିତ କରିଥିବା MSP ଦରରେ ହିଁ ବିକ୍ରି କରିବେ ଲିଜ୍ ଧାରୀ । ସାରା ରାଜ୍ୟରେ…