State

ଆବାସିକ ବିଦ୍ୟାଳୟରେ ଆଉ ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ !

ମାଲକାନଗିରି: ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ। ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅଂଚଳରେ ଘଟିଛି ଏପରି ଘଟଣା। ଏଥିରେ ସଂପୃକ୍ତ ଥିବା ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ମାଥିଲି ପୋଲିସ। ଉକ୍ତ…

୨୬ରେ ସର୍ବଦଳୀୟ ବୈଠକ, ୨୭ରେ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ…

୫ ଘଣ୍ଟା ବନ୍ଦ ରହିବ ଭାରତୀୟ ରେଳ ସେବା

ଭୁବନେଶ୍ୱର: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା। ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ। ରେଳ ବିଭାଗର…

ହଟିବ ପୁରୁଣା, ଚଳିତ ମାସ ଶେଷ ସୁଦ୍ଧା ଓଡ଼ିଶା ଆସିବ ଆଉ ୧୦୦ ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ରୋଗୀ ପରିବହନ ବ୍ୟବସ୍ଥା ସୁଧୁରିବ। ପୁରୁଣା ହୋଇଯାଇଥିବା ଆମ୍ବୁଲାନ୍‌ସକୁ ବଦଳାଇ ୪୨୮ଟି ନୂଆ ଆମ୍ବୁଲାନ୍ସ ପାଇଁ ସରକାର ଟେଣ୍ଡର କରିଥିଲେ। ଏହି କ୍ରମରେ ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ…

ଜମି ଠକେଇ ଅଭିଯୋଗ: ଯବାନ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରରେ ଜମି ଠକେଇ ମାମଲାରେ ଯବାନଙ୍କୁ ବାନ୍ଧିଛି ପୁଲିସ । ଏସଏସବି ଯବାନ ସଚିତ୍ର ସେନାପତିଙ୍କୁ ଗିରଫ କରିଛି ସହିଦନଗର ଥାନା ପୁଲିସ । ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ଜମି ଦେବା ନାଁରେ ଠକେଇ ଅଭିଯୋଗ ହୋଇଥିଲା । ୪୦ଲକ୍ଷ…

ବିହାରରେ ଏନଡିଏର ବିପୁଳ ବିଜୟ ପରେ ଓଡ଼ିଶାରେ ଧର୍ମେନ୍ଦ୍ରଙ୍କୁ ବିପୁଳ ସମ୍ବର୍ଦ୍ଧନା

ଭୁବନେଶ୍ୱର: ବିହାରରେ ଏନଡିଏର ବିପୁଳ ବିଜୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ପହଞ୍ଚିଛନ୍ତି । ଧର୍ମେନ୍ଦ୍ରଙ୍କୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ତାଙ୍କୁ ବିଜେପି ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ…

ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ଏହି ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା…

ନଭେମ୍ବର ୨୮ ପର୍ଯ୍ୟନ୍ତ ଫର୍ମପୂରଣ କରିପାରିବେ ମାଟ୍ରିକ୍‌ ଛାତ୍ରଛାତ୍ରୀ

କଟକ: ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ଅବଧି ବୃଦ୍ଧି ପାଇଛି। ଆସନ୍ତା ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୮ରୁ ଫର୍ମ ପୂରଣ ଆରମ୍ଭ…

ସରିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ୫ ହଜାର ଟଙ୍କାକୁ ବୃଦ୍ଧି ହେଲା ବରିଷ୍ଠ ସେବାୟତଙ୍କ ପେନସନ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ବୈଠକ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା। ଚାରି ଘଣ୍ଟା ଧରି ବିଭିନ୍ନ ପ୍ରସଙ୍ଗ…