State

ପରିବହନ କାର୍ଯ୍ୟାଳୟରୁ ଲୁଟ୍, ବନ୍ଧୁକ ମୁନରେ ଲୁଟି ନେଲେ ୩ଲକ୍ଷରୁ ଅଧିକ ଟଙ୍କା

ସୁନ୍ଦରଗଡ: ବଣାଇଁ ଉପଖଣ୍ଡ ଖଣି ଅଞ୍ଚଳ କୋଇଡାରେ ପୁଣି ଗତ ରାତିରେ ଏକ ଘରୋଇ ପରିବହନ ସଂସ୍ଥା ମା ତାରିଣୀ ଟ୍ରାନ୍ସପୋର୍ଟରୁ ବନ୍ଧୁକ ମୁନରେ ଦୁର୍ବୃତ୍ତମାନେ ସାଢେ ତିନିଲକ୍ଷ ଟଙ୍କା ଲୁଟି ଫେରାର ମାରିଛନ୍ତି । ରାତି ୧୨ଟାରେ ୭ରୁ ୮…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ

ଭୁବନେଶ୍ୱର: କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ…

ରାଜ୍ୟର ୩୪ ଲକ୍ଷ ଚାଷୀଙ୍କୁ ମିଳିଲା ପିଏମ୍‌ କିଷାନ୍ ଟଙ୍କା

ଭୁବନେଶ୍ୱର: ଆମ ରାଜ୍ୟରେ କୃଷକଙ୍କ ସଶକ୍ତିକରଣ ଓ କଲ୍ୟାଣ ହେଉଛି ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ମୁଁ ଚାହେଁ ଯେ କୃଷକ ମାନଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ଯୋଜନାର ସୁବିଧା ସୁଯୋଗ ରାଜ୍ୟର ସମସ୍ତ ଯୋଗ୍ୟ ଚାଷୀ ନିଶ୍ଚିତରୂପେ…

ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ କ୍ଷତିପୂରଣ !

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, କ୍ଷତିପୂରଣ ରାଶି ବୃଦ୍ଧି…

ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି: ସମବାୟ ମନ୍ତ୍ରୀ

ଭୁବନେଶ୍ୱର:ଆସନ୍ତା ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ସେ କହିଛନ୍ତି ଧାନ କିଣିବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ମିଲରଙ୍କୁ ଗୋଦାମ ଖାଲି କରିବାକୁ ଦାୟିତ୍ଵ ଦିଆଯାଇଛି। ଗତ ବର୍ଷ…

ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବିହାର ସରକାରଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ସ୍ବତନ୍ତ୍ର ନିମନ୍ତ୍ରଣ ମିଳିଛି। ବିହାରରେ…

ରାଜ୍ୟରେ ଗଠନ ହେବ ଆଉ ୪ ନୂଆ ତହସିଲ

ଭୁବନେଶ୍ବର : ରାଜ୍ୟରେ ଗଠନ ହେବ ଆଉ ୪ ତହସିଲ। ନୂଆ ତହସିଲ ଗଠନ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗ । ଭୁବନେଶ୍ବର ତହସିଲକୁ ତିନି ଭାଗରେ ବିଭକ୍ତ କରାଯିବ । ଭୁବନେଶ୍ବର ଦୁଇ ନୂଆ ତହସିଲ…

RTO ଅଫିସ ଆଗରେ ଦଲାଲଗିରି, ୯ ଗିରଫ

ଭୁବନେଶ୍ବର: ମହଙ୍ଗା ପଡିଲା RTO ଅଫିସ ସାମ୍ନାରେ ଦଲାଲ ଗିରି । ୯ଜଣ ଦଲାଲଙ୍କୁ ବାନ୍ଧିବା କମିସନରେଟ ପୋଲିସ । ଆରଟିଓ ଭୁବନେଶ୍ୱର ୧ ଆଗରେ ଦଲାଲରାଜ କରୁଥିବା 9ଜଣ ଦଲାଲଙ୍କୁ ଗିରଫ କରିଛି ପୋଲିସ । ୯ଟି ଲାପଟପ୍ ସହ…

ଯୁବତୀଙ୍କୁ ପ୍ରେମ ପ୍ରତାରଣା: ଏୟାର ଫୋର୍ସ ଯବାନ ଗିରଫ

ଭୁବନେଶ୍ବର: ମହଙ୍ଗା ପଡିଲା ଯୁବତୀଙ୍କୁ ପ୍ରେମ ପ୍ରତାରଣା । ବନ୍ଧା ହେଲେ ଏୟାର ଫୋର୍ସର ଯବାନ । ଗୋଲକ ବିହାରୀ ଦିକ୍ଷିତଙ୍କୁ ଭୁବନେଶ୍ବର ମାର୍କେଟ ବିଲ୍ଡିଂରୁ ଗିରଫ କଲା ବଡଗଡ ଥାନା ପୋଲିସ । ଗିରଫ ଯବାନଙ୍କ ଘର ନୟାଗଡ଼ା ଇଟାମାଟି…

ଆନ୍ଧ୍ର-ଓଡ଼ିଶା ସୀମାରେ ସର୍ଚ୍ଚ ଅପରେସନ, ବନ୍ଧା ହେଲେ ୫୦ ମାଓବାଦୀ

ଭୁବନେଶ୍ବର: ୫୦ ମାଓବାଦୀ ଗିରଫ । ଆନ୍ଧ୍ର-ଓଡ଼ିଶା ସୀମାରେ ବଡ଼ ଧରଣର ସର୍ଚ୍ଚ ଅପରେସନ। ୫୦ ସିପିଆଇ ମାଓବାଦୀଙ୍କୁ ଗିରଫ କଲେ ସୁରକ୍ଷାକର୍ମୀ । କ୍ରିଷ୍ଣା, ଏଲୁରୁ, ଏନଟିଆର ବିଜୟୱାଡା, କାକିନାଡ଼ା କୋଣାସୀମାରୁ ଗିରଫ । ସବୁ ମାଓବାଦୀ ଦକ୍ଷିଣ ବସ୍ତର…