State

ଖୁବଶୀଘ୍ର ହେବ ଶିକ୍ଷକଙ୍କ ସମସ୍ୟାର ସମାଧାନ, ସରକାର ନେଇଛନ୍ତି ଆବଶ୍ୟକ ପଦକ୍ଷେପ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଶିକ୍ଷକମାନଙ୍କ ବିଭିନ୍ନ ଦାବି ଓ ସମସ୍ୟାର ସମାଧାନ ଖୁବ୍‌ କମ୍‌ ସମୟ ମଧ୍ୟରେ କରାଯିବ। ଏନେଇ ସରକାର ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇ ସାରିଛି ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ। ଶନିବାର ଶିକ୍ଷକମାନଙ୍କ ଆନ୍ଦୋଳନସ୍ଥଳରେ ପହଞ୍ଚି ମନ୍ତ୍ରୀ ଏହି ଘୋଷଣା…

ଫ୍ଲାଟ୍ ଦେବା ନାଁରେ ୧୫ କୋଟିରୁ ଅଧିକ ଟଙ୍କାର ଠକେଇ ! ବନ୍ଧା ହେଲେ ରିୟଲ ଇଷ୍ଟେଟ୍ କମ୍ପାନୀର ପୂର୍ବତନ ଡାଇରେକ୍ଟର

ଭୁବନେଶ୍ୱର : ଫ୍ଲାଟ୍ ସ୍ୱପ୍ନ ଦେଖାଇ କୋଟି କୋଟି ଟଙ୍କାର ଠକେଇ!। ଭୁବନେଶ୍ୱରରେ EOWର ବଡ଼ ଆକ୍ସନ୍। ଜାଲରେ ରିୟଲ ଇଷ୍ଟେଟ୍ କମ୍ପାନୀର ପୂର୍ବତନ ଡାଇରେକ୍ଟର । ଫ୍ଲାଟ୍ ଦେବାର ସ୍ୱପ୍ନ ଦେଖାଇ ଚାଲିଥିଲା କୋଟି କୋଟି ଟଙ୍କାର କାରବାର! ।…

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ସକାଳ ୯.୪୦ରୁ ୯. ୫୪ ମଧ୍ୟରେ ମା’ ସମଲେଶ୍ବରୀଙ୍କୁ ହେବ ନବାନ୍ନ ଲାଗି

ସମ୍ବଲପୁର : ଚଳିତ ବର୍ଷ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ । ଆସନ୍ତା ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର ହୋଇଛି । ମା’ ସମଲେଶ୍ବରୀଙ୍କ ନିକଟରେ ଲାଗିହେବ ନବାନ୍ନ । ବ୍ରହ୍ମପୁରା ଟ୍ରଷ୍ଟ…

ସର୍ପାଘାତରେ ଦମ୍ପତି ମୃତ

ଭଦ୍ରକ: ସାପ କାମୁଡ଼ାରେ ଦମ୍ପତିଙ୍କ ମୃତ୍ୟୁ ଅଭିଯୋଗ । ସ୍ତ୍ରୀ ମୃତ୍ୟୁର ଦିନକ ପରେ ସ୍ବାମୀ ମୃତ୍ୟୁକୁ ନେଇ ଶୋକାକୁଳ ପରିବେଶ । ପତ୍ନୀର ଅନ୍ତ୍ୟେଷ୍ଟି କ୍ରିୟା ସାରି ଘରେ ଶୋଇ ଥିବା ବେଳେ ସ୍ୱାମୀଙ୍କୁ କାମୁଡ଼ିଲା ସାପ । ଭଦ୍ରକ…

ଯୁବକଙ୍କୁ ନିର୍ମମ ହତ୍ୟା ! ଡ୍ରେନରୁ ମୃତଦେହ ଉଦ୍ଧାର

ରାଉରକେଲା: ବୀଭତ୍ସ ହତ୍ୟା । ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନକୁ ଫିଙ୍ଗିଦେଲେ ଦୁର୍ବୃତ୍ତ । ରାଉରକେଲା ସହରର ବ୍ରାହ୍ମଣୀ ତରଙ୍ଗ ଥାନା IDC ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି । ନିକଟରେ ଥିବା ଏକ ଡ୍ରେନରେ ପଡ଼ିଛି ମୃତଦେହ ।…

୪ ଦଫା ଦାବି ନେଇ ଗାନ୍ଧୀ ମାର୍ଗରେ ଗର୍ଜିଲେ ହଜାର ହଜାର ଶିକ୍ଷକ

ଭୁବନେଶ୍ୱର : ଗୁରୁ ଦିବସରେ ଗୁରୁ ଗର୍ଜନ । ରାଜଧାନୀରେ ଶିକ୍ଷକ ଓ ଅଧ୍ୟାପକଙ୍କ ମହାସମାବେଶ । ଗୋଟିଏ ପଟେ ସାରା ଦେଶ ଗୁରୁ ଦିବସ ପାଳନ କରୁଥିବାବେଳେ ଭୁବନେଶ୍ବର ରାଜରାସ୍ତାରେ ହଜାର ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ପୁରାତନ ଛାତ୍ରଛାତ୍ରୀ,…

୧୩ରେ ଲଘୁଚାପ, ୧୦ ତାରିଖ ପରେ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପ୍ରକୋପ !

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ କୌଣସି ସତର୍କ ସୂଚନା ଜାରି କରିନାହିଁ ପାଣିପାଗ ବିଭାଗ। ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।…

ସ୍କୁଲରେ ପ୍ରଧାନଶିକ୍ଷୟିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ନ୍ୟାୟ ନମିଳିଲେ ପାଠପଢା ବନ୍ଦ ଚେତାବନୀ

କେନ୍ଦ୍ରାପଡ଼ା: ସ୍କୁଲ ଭିତରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ସହ ଅସଦାଚରଣ । କେନ୍ଦ୍ରାପଡ଼ା ସଦର ଥାନା କଂସାର-ସାହସପୁର ନୋଡାଲ ହାଇସ୍କୁଲରୁ ଆସିଛି ଏପରି ଅଭିଯୋଗ । ଏନେଇ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସହ ସମସ୍ତ ଶିକ୍ଷକ ସଂଘ ସଦର ଥାନାରେ ଅଭିଯୋଗ…

ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା, ସ୍କୁଲ ଯିବା ବେଳେ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା

ଭୁବନେଶ୍ୱର : ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ​ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଯାଏଁ ସହାୟତା । ମଧ୍ୟାହ୍ନ ଭୋଜନ ଜନିତ ଅସୁସ୍ଥତା କିମ୍ବା…

ଷ୍ଟେସନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, କର୍ମଚାରୀ ଗିରଫ

ରାଉରକେଲା: ରାଉରକେଲାରେ ପୁଣି ଲଜ୍ଜା । ରାଉରକେଲା ରେଳ ଷ୍ଟେସନ ପରିସରରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । କନଫର୍ମ ଟିକେଟ୍ ବାହାନାରେ ଯୁବତୀଙ୍କୁ ଭାଲ୍ ଭ ରୁମ୍ ରେ ଦୁଷ୍କର୍ମ । ରେଳ କର୍ମଚାରୀ…