ଧନୁଯାତ୍ରା ପାଇଁ ସରିଲା କଳାକାରଙ୍କ ଆବେଦନ ଯାଞ୍ଚ ପ୍ରକ୍ରିୟା
ବରଗଡ଼ : ସରିଲା କଂସ ଭୂମିକା ସମେତ ବିଭିନ୍ନ କଳାକାର ମାନଙ୍କ ଆବେଦନର ଯାଞ୍ଚ ପ୍ରକ୍ରିୟା। ବିଶ୍ଵର ସର୍ବବୃହତ ଖୋଳା ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଆବେଦନ କରିଥିବା କଳାକାର ମାନଙ୍କ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି…