ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ ବାଲିଯାତ୍ରା
କଟକ: ଆଜି ସରିଥାନ୍ତା, ହେଲେ ଆଉ ଗୋଟିଏ ଦିନ ବଢିଲା। କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହୋଇଛି। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି…
କଟକ: ଆଜି ସରିଥାନ୍ତା, ହେଲେ ଆଉ ଗୋଟିଏ ଦିନ ବଢିଲା। କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହୋଇଛି। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ବାରବାଟୀ ମ୍ୟାଚ୍ ସମୀକ୍ଷା । ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଅନ୍ତର୍ଜାତୀୟ T20 ମ୍ୟାଚ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ । ମୁଖ୍ୟସଚିବ, ପୋଲିସ…
ନୟାଗଡ଼: ଡକାୟତି ବେଳେ ବୋମାମାଡ଼ । ୩ ଗୁରୁତର ମେଡିକାଲରେ ଭର୍ତ୍ତି । ନୟାଗଡ଼ ଟାଉନ ଥାନା ସୁଳିଆ ଗାଁରେ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି । ଗାଁରେ ରାସ୍ତା କାମ ଚାଲୁଥିବାରୁ ୨ ଜଣ ଯୁବକ ସିମେଣ୍ଟ ଜଗିଥିଲେ ।…
ଭୁବନେଶ୍ୱର: ଗଞ୍ଜେଇ ହବ୍ ପାଲଟିଛି ଓଡ଼ିଶା। ରାଜ୍ୟର ବିଭିନ୍ନ ସ୍ଥାନରୁ ଗଞ୍ଜେଇ ଚାଲାଣ ମାମଲା ସାମ୍ନାକୁ ଆସିଛି। ଆଜି ସୋନପୁରରୁ ୪କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହି ମାମଲାରେ ୬ ଗିରଫ ହୋଇଥିବା ବେଳେ ୪ଟି କାର୍ ଜବତ କରାଯାଇଛି। ବେଆଇନ…
କେନ୍ଦ୍ରାପଡ଼ା: ନୂଆଦିଲ୍ଲୀରେ ସୋମବାର ରାତିରେ ବିସ୍ଫୋରଣ ପରେ ସାରା ଭାରତୀୟଙ୍କ ମଧ୍ୟରେ ଛନକା ପଶିଛି। ୧୦/୧୧ ମୁମ୍ବାଇ ଆକ୍ରମଣ ଦିନରେ ଏହି ଆକ୍ରମଣ ହୋଇଥିବା ଯୋଗୁଁ ସମୁଦ୍ରପଥରେ କଡ଼ାକଡ଼ି ଯାଞ୍ଚ୍ ଆରମ୍ଭ ହୋଇଛି । ଉପକୂଳ କେନ୍ଦ୍ରାପଡ଼ା ଜିଲ୍ଲାରେ ତଟରକ୍ଷୀ ବାହିନୀ,…
ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ)। ଏଥିପାଇଁ କେନ୍ଦ୍ର ସରକାର ଆବଶ୍ୟକ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ ରାଜ୍ୟ ସରକାରଙ୍କ କ୍ରାଇମବ୍ରାଞ୍ଚ ପକ୍ଷରୁ କରାଯାଉଥିଲା। ତେବେ ଏହି ତଦନ୍ତରୁ…
ଗୋପ: ଚଳଚଞ୍ଚଳ ହୋଇ ଉଠିଛି ନିଆଳୀ ନିକଟସ୍ଥ ମାଧବ ମନ୍ଦିର । ଶଙ୍ଖ, ହୁଳହୁଳି, ହରିବୋଲରେ ପ୍ରକମ୍ପିତ ହୋଇ ଉଠୁଛି ପରିବେଶ । ଆଜି ସକାଳୁ ସକାଳୁ ମନ୍ଦିର ନିକଟସ୍ଥ ୨୫ରୁ ଅଧିକ ଗାଁର ପ୍ରାୟ ୨ ହଜାରରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ…
କଟକ : କଟକ ସ୍ୱତନ୍ତ୍ର ପୋକସୋ କୋର୍ଟ ଜନୈକା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି । ସଶ୍ରମ କାରାଦଣ୍ଡ ସହିତ ୫୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ…
ପାତ୍ରପୁର: ପାତ୍ରପୁର ବ୍ଲକ ତ୍ରପୁର ବ୍ଲକ ତୁରିବୁଡି ପଂଚାୟତରେ ଅଭାବନୀୟ ଘଟଣା ଘଟିଛି। ଘାଟିରେ ଅଟୋ ଓଲଟି ୧୩ ଜଣ ଆହତ ହୋଇଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଅଟୋଟି କିଛି ଲୋକଙ୍କୁ ନେଇ କୁମ୍ଭିଖାଲ ଗାଁକୁ ଏକ ଏକୋଇସା ଭୋଜିରେ…
କଟକ: ପୀତବାସ ହତ୍ୟା ମାମଲାରେ ବିବାଦୀୟ ବୟାନ ଦେଇ ହାଇକୋର୍ଟରେ ଆଜି କ୍ଷମା ମାଗିଛନ୍ତି ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍ । ମଙ୍ଗଳବାର ବ୍ୟକ୍ତିଗତ ଭାବେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି ଏସପି । ନିସର୍ତ୍ତ କ୍ଷମା…