State

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି: ଆଇନ ମନ୍ତ୍ରୀ

ପୁରୀ: ଦିଲ୍ଲୀରେ ବିସ୍ଫୋରଣ ପରେ ଓଡିଶାରେ ହାଇ ଆଲର୍ଟ ଜାରି ହୋଇଛି। ପୁଲିସ୍‌ ବିଭାଗ ସହ ଆଲୋଚନା କରି ସବୁ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶ୍ରୀମନ୍ଦିର ପାଇଁ ସ୍ଵତନ୍ତ୍ର ଭାବେର ସୁରକ୍ଷାକୁ ଅଧିକ ମାତ୍ରାରେ ବୃଦ୍ଧି କରାଯାଇଛି। ରାଜ୍ୟର…

ପୁଲିସ୍‌କୁ ଦୁର୍ବ୍ୟବହାର: ବିଜେଡ଼ି ନେତାଙ୍କ ନାଁରେ ଏତଲା

ନୂଆପଡ଼ା : ଆଜି ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ବିଜେଡ଼ି ନେତାଙ୍କ ନାଁ ରେ ଏତଲା ଦିଆଯାଇଥିବା ଘଟଣା ସାମ୍ନାକୁ ଆସିଛି । ବିଜେଡ଼ି ନେତା ମନୋଜ ମିଶ୍ରଙ୍କ ନାଁରେ କୋମନା ଥାନାରେ ଏତଲା ହୋଇଛି । ପୁଲିସ୍‌କୁ…

ସରିଲା ନୂଆପଡ଼ା ଭୋଟ: ସନ୍ଧ୍ୟା ୫ଟା ସୁଦ୍ଧା ୭୫.୩୭% ଭୋଟିଂ

ନୂଆପଡ଼ା : ସରିଲା ନୂଆପଡ଼ା ଭୋଟ। ଇଭିଏମରେ ସିଲ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ। ଉତ୍ସାହର ସହ ୩୫୮ ବୁଥରେ ହୋଇଛି ଭୋଟିଂ । ସୁରୁଖୁରୁରେ ମତଦାନ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିଲା । ସକାଳୁ ସକାଳୁ ବୁଥ୍ ଗୁଡିକରେ…

ଦିଲ୍ଲୀ ବିସ୍ଫୋରଣ ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଇଆଲର୍ଟ

ଭୁବନେଶ୍ବର: ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାର କେନ୍ଦ୍ରାଞ୍ଚଳ ଅଞ୍ଚଳର ସବୁ ଜିଲ୍ଲାରେ ଜାରି ହୋଇଛି ହାଇଆଲର୍ଟ । ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର ଅଞ୍ଚଳରେ ଆଲର୍ଟ ଜାରି ହୋଇଛି । ବସ ଷ୍ଟାଣ୍ଡ, ରେଲୱେ ଷ୍ଟେସନ, ସମୁଦ୍ର କୂଳ…

ସୁନାବେଡ଼ାର ୮ଟି ଅତି ସମ୍ବେଦନଶୀଳ ବୁଥରେ ୭୫% ମତଦାନ

ନୂଆପଡ଼ା: ସରିଲା ନୂଆପଡ଼ା ଉପନିର୍ବାଚନ| ସୁନାବେଡ଼ା ଅଞ୍ଚଳରେ ଥିବା ସମ୍ବେଦନଶୀଳ ବୁଥଗୁଡ଼ିକରେ ମତଦାନ ଆଗୁଆ ଶେଷ ହୋଇଛି। ଏଠାରେ ୭୫% ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ାର ୮ଟି ବୁଥ ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ ହୋଇଥିଲା। ତେଣୁ…

ନୂଆପଡ଼ା ଉପନିର୍ବାଚନ: କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର୍‌ ସସ୍‌ପେଣ୍ଡ

ଭୁବନେଶ୍ଵର: ନୂଆପଡ଼ା କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକ ସସ୍‌ପେଣ୍ଡ। ଭୋଟ୍‌ର ଗୋପନୀୟତା ଉଲ୍ଲଙ୍ଘନ କରିବାରୁ କାର୍ଯ୍ୟାନୁଷ୍ଠାନ। ପ୍ରେସମିଟ୍ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ସିଇଓ କହିଛନ୍ତି ଯେ, ଶାନ୍ତି ଶୃଙ୍ଖଳାର ସହ…

ଏମ୍ସ କର୍ମଚାରୀଙ୍କୁ ଗୁଳିମାଡ଼ ଘଟଣା: ମାଷ୍ଟର ମାଇଣ୍ଡ ଗିରଫ

ଭୁବନେଶ୍ଵର : ୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ। ଭୁବନେଶ୍ଵର ଉପକଣ୍ଠ ସରକନ୍ତରାରେ ଏମ୍ସ କର୍ମଚାରୀ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ସଦାଶିବ ପ୍ରଧାନ (ଶିବା)କୁ କମିଶନରେଟ୍ ପୁଲିସ୍‌ ଗିରଫ କରିଛି। ଅଭିଯୁକ୍ତଠାରୁ ମାରଣାସ୍ତ୍ର ମଧ୍ୟ ଜବତ କରିଛି। ଭୁବନେଶ୍ୱରର…

ଅନ୍ୟ କୌଣସି ଜିଲାରୁ ଆସିନାହିଁ ଇଭିଏମ୍‌: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଇଭିଏମ୍‌ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍‌ ଆସିନାହିଁ…

ଟ୍ରକ୍ ଚକା ତଳେ ଚାପି ହୋଇଗଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଭୁବନେଶ୍ୱର: ପାହାଳ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିରେ ସ୍ଵାମୀ ସ୍ତ୍ରୀ କଟକରୁ ଭୁବନେଶ୍ଵର ଅଭିମୁଖେ ଆସୁଥିବା ବେଳେ ପାହାଳ ଓଭରବ୍ରିଜ ଉପରେ ବସ ସାଇଡ୍ ମାରିବାରୁ ଉଭୟ ଟ୍ରକ୍ ଚକା ତଳେ ଚାପି ହୋଇଯାଇଥିଲେ ।…

ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବେ ରାଷ୍ଟ୍ରପତି !

ଭୁବେନଶ୍ବର: ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ରାଷ୍ଟ୍ରପତି ଶୀତ ଅଧିବେଶନରେ ବିଧାନସଭାକୁ ସମ୍ବୋଧନ…