State

ଜାତୀୟ ଫସଲ ଯୋଜନାରେ ଉତ୍ପାଦନ ବୃଦ୍ଧି କରି ଚାଷୀଙ୍କୁ ଆତ୍ମନିର୍ଭର କରିବା ସରକାରଙ୍କ ଲକ୍ଷ୍ୟ: କେନ୍ଦ୍ର କୃଷି ମନ୍ତ୍ରୀ

କଟକ: ଜାତୀୟ ଫସଲ ଯୋଜନାରେ କୃଷିଭିତ୍ତିକ ଉତ୍ପାଦନ ବୃଦ୍ଧି କରି ଚାଷୀମାନଙ୍କୁ ଆତ୍ମନିର୍ଭର କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୋମବାର କଟକ ବିଦ୍ୟାଧରପୁରସ୍ଥିତ ରାଷ୍ଟ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ…

ସମ୍ବେଦନଶୀଳ ବୁଥ୍‌ରେ ସୁରକ୍ଷା କଡ଼ାକଡ଼ି କରିବାକୁ ଦାବୀ କଲା ବିଜେଡି

ଭୁବନେଶ୍ବର: ଆସନ୍ତାକାଲି ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ସରିଛି । କିନ୍ତୁ ଏହାରି ଭିତରେ ନିର୍ବାଚନ ଅଧଇକାରୀଙ୍କ ନିକଟକୁ ଅଭିଯୋଗ ଆଣିଛି ବିରୋଧି ବିଜୁ ଜନତା ଦଳ । ସମ୍ବେଦନଶୀଳ ବୁଥ୍‌ରେ ସୁରକ୍ଷା…

ସାଇଲେନ୍ସ ପିରିୟଡର ଉଲ୍ଲଂଘନ ଅଭିଯୋଗ, ଇସିଆଇଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନରେ ଇସିଆଇଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ ପଟ୍ଟନାୟକ । କହିଲେ ନୂଆପଡାରେ ସାଇଲେନସ ପିରିୟଡର ଉଲ୍ଲଂଘନ ହେଉଛି । ନୂଆପଡ଼ା ବାହାରୁ ଭାରତୀୟ ଜନତା ପାର୍ଟିର ନେତା ଏବଂ କର୍ମୀମାନେ ଅବାଧରେ ବୁଲୁଛନ୍ତି। ଅନୁଚିତ ଉପାୟରେ ଭୋଟରମାନଙ୍କୁ…

ଟ୍ରଲରକୁ ଧକ୍କା ଦେଲା ବସ୍, ଜଣେ ମୃତ ଓ ୧୦ ଆହତ

ରେଢାଖୋଲ: କଟକ ୫୫ନଂ ଜାତୀୟ ରାଜପଥର ରେଢାଖୋଲ ଲୁହାପଙ୍କ ଛକ ନିକଟରେ ଦୁର୍ଘଟଣା । ଟ୍ରଲରକୁ ଧକ୍କା ଦେଲା ଘୋରଇ ବସ୍ । ଜଣେ ମୃତ ହୋଇଥିବା ବେଳେ ବସରେ ବସିଥିବା ୧୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଲୁହାପଙ୍କ…

ହାଇକୋର୍ଟରେ ହାଜର ହେଲେ ବ୍ରହ୍ମପୁର ଏସପି, ଆସନ୍ତାକାଲି ଶୁଣାଣୀ

ବ୍ରହ୍ମପୁର : ହାଇକୋର୍ଟ ଗଲେ ବ୍ରହ୍ମପୁର ଏସପି । ବ୍ୟକ୍ତିଗତ ଭାବେ ହାଜର ହେବେ ସର୍ବଣା ବିବେକ ଏମ । ୭ ତାରିଖରେ ଦେଇଥିବା ଉତ୍ତରରେ ସନ୍ତୁଷ୍ଟ ନ ହୋଇ ଆଜି ସୁଦ୍ଧା ବ୍ୟକ୍ତିଗତ ଭାବେ ହାଜର ହୋଇ ଆଫିଡେଭିଟ ମାଧ୍ୟମରେ…

୧୩ରେ ବାଲେଶ୍ଵର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ଵର : ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ…

ସଡ଼କ ଦୁର୍ଘଟଣାରେ ୨ ମୃତ

ପୋଲସରା :ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଟୋଇକୁ ଧକ୍କା ଦେଲା ବାଇକ, ଦୁଇ ମୃତ । ମୃତକ ମିଟୁ ପରିଡା ଓ କାଶୀନାଥ ସେଠୀ ବୋଲି ଜଣାପଡିଛି । ରାଣୀପଡାର ମିଟୁ ପରିଡା ମଞ୍ଚ…

ସରିଲା ପ୍ରଚାର, ଦିନକ ପରେ ନୂଆପଡ଼ାବାସୀ ବାଛିବେ ନିଜ ନୂଆ ବିଧାୟକ

ନୂଆପଡ଼ା : ସରିଲା ନୂଆପଡ଼ା ଉପନିର୍ବାଚନର ପ୍ରଚାର। ଦିନକ ପରେ ଭୋଟ୍ ଦେବେ ନୂଆପଡ଼ାବାସୀ । ବାଛିବେ ନିଜର ନୂଆ ବିଧାୟକ । ଏହି ଉପନିର୍ବାଚନରେ ତିନି ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଘମାଘୋଟ ପ୍ରଚାର ହୋଇଥିଲା । ଗୋଟିଏ ଉପନିର୍ବାଚନରେ…

ଟ୍ରଲରରୁ ୩୦ କୁଇଣ୍ଟାଲ ମାଛ ଜବତ, ୯ ମତ୍ସ୍ୟଜୀବୀ ଗିରଫ

କେନ୍ଦ୍ରାପଡ଼ା: ସାମୁଦ୍ରିକ ଅଭୟାରଣ୍ୟ ଗହିରମଥାରୁ ବେଆଇନ ମାଛ ଧରୁଥିବା ବେଳେ ଟ୍ରଲର ଜବତ କରାଯିବା ସହ ୯ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ବନ ବିଭାଗ । ଅଭୟାରଣ୍ୟର ୧୦ କିଲୋମିଟର ଦୂରରେ ଥିବା ଡେଜ୍ ନାମକ ଏକ ଟ୍ରଲରକୁ ଜବତ…