State

ବିଡିଓଙ୍କ ଘରେ କଳାକନା ବୁଲାଇଲେ ଲୁଟେରା

ନବରଙ୍ଗପୁର: ନବରଙ୍ଗପୁର ବିଡିଓଙ୍କ ଘରେ କଳା କନା ବୁଲାଇଲେ ଚୋର। ଗତ ଶନିବାର ଛୁଟିରେ ନବରଙ୍ଗପୁର ବ୍ଲକ ବିଡିଓ ସୁନୀଲ ଖରା ନିଜ ପରିବାର ଲୋକଙ୍କୁ ଭେଟିବାକୁ ରାୟଗଡା ଯାଇଥିଲେ। ଆଜି ସକାଳେ ସେ ରାୟଗଡାରୁ ଫେରି ବ୍ଲକ ପରିସରରେ ଥିବା…

ନବବଧୂଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଚନ୍ଦକା ଥାନା ଶିମିଳିପାଟଣା ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତା ମହିଳା ଜଣକ ହେଲେ ଝରଣା ବେହେରା। ସେ ୬ ମାସ ତଳେ ଶିମିଳିପାଟଣାର ମାନସ ବେହେରାଙ୍କୁ ବିବାହ…

ଦୁର୍ଘଟଣାରେ ଛାତ୍ର ମୃତ: କ୍ଷତିପୂରଣ ଦାବିରେ ଉତ୍ତେଜନା

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ଔପଦା ଥାନା ବଧି ଗାଁରେ ଇଟା ବୋଝେଇ ଟ୍ରାକ୍ଟର ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ଘଟଣାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ଔପଦା…

ସୋର କୋର୍ଟରୁ ଚୋରି

ସୋର : ବାଲେଶ୍ୱର ଜିଲ୍ଲା ସୋର କୋର୍ଟରୁ ବିଳମ୍ବିତ ରାତିରେ ଚୋରି । ସୋର ଜେଏମ୍‌ଏଫସି ସିଭିଲ କୋର୍ଟର ମାଲଖାନାରେ ଗୁରୁତ୍ୱପୂର୍ଣ୍ଣ ଜିନିଷ ଚୋରୀ ହୋଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ କୋର୍ଟ ରୁମ ଖୋଲାଥିବା ୱାଚ ମ୍ୟାନ ଦେଖିବାକୁ ପାଇଥିଲେ।…

ଦୁଇ ଭାଇଙ୍କୁ ଦଳିଦେଲା ହାତୀ: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ଲାଞ୍ଜିଗଡ: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକରେ ହାତୀ-ମଣିଷ ଲଢ଼େଇର କରୁଣ ପରିଣତି। ନିଜ ଦୁଇ ନାବାଳକ ପୁଅଙ୍କ ମଧ୍ୟରୁ ଜଣକୁ ହରାଇ ବୁକୁ ଫଟାଇ କାନ୍ଦୁଛି ଜନ୍ମଦାତ୍ରୀ ମାଆ। ଆଜି ସକାଳୁ ସକାଳୁ କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ଵନାଥପୁର ବନାଞ୍ଚଳ…

ବନ୍ଧକାଟିଆ ଗାଁରେ ବୁଲୁଛି ବାଘ, ଆତଙ୍କିତ ଲୋକେ

କଟକ: ସାବଧାନ । ଗାଁରେ ବୁଲୁଛି ବାଘ । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଧକାଟିଆ ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଗାଁର ଶାରଦା ଶତପଥୀଙ୍କ ଘରେ ଲାଗିଥିବା ସିସି ଟିଭିରେ ବାଘ ବୁଲୁଥିବା ଭିଡିଓ କଏଦ ହୋଇଛି ।…

ଶ୍ରୀମନ୍ଦିରରୁ ଡାଲଡା ଘିଅ ଜବତ, ସେବକଙ୍କୁ କୈଫିୟତ ମାଗିଲା ମନ୍ଦିର ପ୍ରଶାସନ

ପୁରୀ: ଶ୍ରୀମନ୍ଦିର ଭିତରୁ ଶନିବାର ଡାଲଡା ଘିଅ ଜବତ ହୋଇଛି। ଏହି ଘଟଣାରେ ଜଣେ ମହାସୁଆର ସେବକଙ୍କୁ ପଚରାଉଚରା କରାଯାଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡାଲଡା ଘିଅ କେଉଁଥିରେ ବ୍ୟବହାର କରାଯାଉଛି ତାହା…

ପାଇଖାନା ଟାଙ୍କିରେ ପଡ଼ି ୩ ଶିଶୁ ମୃତ

ବଡ଼ମ୍ବା: ଖେଳୁଥିବା ସମୟରେ ପାଇଖାନା ଟାଙ୍କିରେ ଖସିପଡ଼ି ୩ ଶିଶୁଙ୍କର ମୃତ୍ୟୁ ଘଟିଛି। କଟକ ଜିଲା ବଡ଼ମ୍ବା ଥାନା ରଗଡ଼ିପଡ଼ାରେ ସୋମବାର ଏଭଳି ଏକ ଦୁଃଖଦ ଘଟଣା ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକମାନଙ୍କ ମଧ୍ୟରେ…

ବିଜେପିରେ ସାମିଲ ହେଲେ ଅମର ପଟ୍ଟନାୟକ

ଭୁବନେଶ୍ବର : ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଏନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ…

ନୂଆପଡ଼ା ପ୍ରଚାର ମଇଦାନରେ ନବୀନ

ଭୁବନେଶ୍ବର: ନୂଆପଡ଼ା ପ୍ରଚାର ମଇଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କୋମନା ତରବୋଡ଼ ନିର୍ବାଚନୀ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଛନ୍ତି । ବିଜେପି ଉପରେ ପ୍ରହାର କଲେ ନବୀନ। କହିଲେ, ଭୋଟ…