State

ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ

ସୁବର୍ଣ୍ଣପୁର: ହୁ ହୁ ହୋଇ ଜଳିଗଲା ଟ୍ରକ । ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା- ବୀରମହାରାଜପୁର ରାସ୍ତା ଜଟେସିଂହା ହରିହରଯୋର ସେତୁ ନିକଟରେ ଘଟିଛି ଅଘଟଣ । ଇଣ୍ଡିଆନ୍ ଗ୍ୟାସ୍ ବୋଝେଇ ଟ୍ରକଟି ଡିପୋରୁ…

ଅନଲାଇନ ପେମେଣ୍ଟକୁ ନେଇ ଗଣ୍ଡଗୋଳ, ଦୋକାନୀଙ୍କୁ ଆକ୍ରମଣ କଲା ଗ୍ରାହକ

ଭୁବନେଶ୍ୱର : ରାଜଧାନୀରେ ବୁଲିଲା ଖଣ୍ଡା । ଗ୍ରାହକ ଖଣ୍ଡା ଚୋଟରେ ଦୋକାନୀ ଆହାତ। ବଡଗଡ ଥାନା ଟଙ୍କପାଣି ରୋଡ଼ ଚିଲି ପୋଖରୀ ପାଖରେ ଘଟିଛି ଘଟଣା । ଅନଲାନରେ ପେମେଣ୍ଟକୁ ନେଇ ଗଣ୍ଡୋଗୋଳ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ…

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ପଞ୍ଚକ ବ୍ରତ, ଠିଆକିଆ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ : ଶ୍ରୀକ୍ଷେତ୍ରରେ ଆଜିଠୁ ଆରମ୍ଭ ହେଲା ପଞ୍ଚକ ବ୍ରତ । ଚଳିତବର୍ଷ ପଞ୍ଚକ ବ୍ରତ ୫ଦିନ ପରିବର୍ତ୍ତେ ୪ଦିନ ଅନୁଷ୍ଠିତ ହେବ । ଏଥିପାଇଁ ମହାପ୍ରଭୁଙ୍କ ବାଙ୍କଚୂଡ ବେଶକୁ ବାଦ୍ ଦେଇ ଅନ୍ୟ ୪ ବେଶ ଅନୁଷ୍ଠିତ ହେବ ।…

ଲାଇନ୍ ପାର୍ ହେବା ବେଳେ ଧକ୍କା ଦେଲା ଟ୍ରେନ, ଦନ୍ତା ମୃତ

ମୟୂରଭଞ୍ଜ: ଟ୍ରେନ ଧକ୍କାରେ ହାତୀ ମୃତ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଆଗ୍ରିଆ ଠାରେ ହାତୀକୁ ଧକ୍କା ଦେଲା ଟ୍ରେନ । ଭୁବନେଶ୍ୱର ଠାରୁ ବାଙ୍ଗିରିପୋଷି ଫେରୁଥିବା ସୁପର ଫାଷ୍ଟ ଟ୍ରେନ ଧକ୍କାରେ ଘଟିଛି ଅଘଟଣ । ରାତି ପ୍ରାୟ…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୪୪ ଟି ତହସିଲ୍‌ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର: ଲୋକସେବା ଭବନ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୪୪ ଟି ତହସିଲ୍ ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ରାଜସ୍ୱ ପ୍ରଶାସନକୁ ନାଗରିକଙ୍କ ପାଖରେ ସହଜରେ ପହଞ୍ଚାଇବା ଲକ୍ଷ୍ୟରେ, ଜମିଜମା ପଞ୍ଜୀକରଣ ଓ କିଣାବିକାକୁ…

ଏମକେସିଜି ମେଡିକାଲ କଲେଜରେ ଛାତ୍ରଙ୍କୁ ରାଗିଂ!

ବ୍ରହ୍ମପୁର: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। କଲେଜର ୫ ଜଣ ସିନିଅର ଛାତ୍ର ମିଶି ଜଣେ ଛାତ୍ରଙ୍କୁ ନିର୍ଯାତନା ଦେଇଥିବା ନେଇ ଆଣ୍ଟି ରାଗିଂ ସେଲରେ ଅଭିଯୋଗ କରାଯାଇଛି। ଅଭିଯୋଗକାରୀ…

ରାତି ୧୧ଟା ଯାଏ ବାଲିଯାତ୍ରାରେ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ: କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟର ଅବଧିକୁ ବୃଦ୍ଧି କରାଯାଇଛି। ଚଳିତଥର ରାତି ୧୧ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ପୂର୍ବ ବର୍ଷଗୁଡ଼ିକରେ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ…

ଯୁବତୀଙ୍କୁ ଗଣଦୁଷ୍କର୍ମ: ୨ ଅଭିଯୁକ୍ତ ଅଟକ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଉଲୁଣ୍ଡା ବ୍ଳକ ହିକୁଡିଠାରେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଆଜି ପୀଡ଼ିତା ଜଣକ ବୀର ମହାରାଜପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ହିକୁଡି…

ଅଜଣା ବୃଦ୍ଧ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବରଗଡ : ବରଗଡ ଜିଲ୍ଲା ସଦର ଥାନା ସରସରା ପଞ୍ଚାୟତ ଗଞ୍ଜିହାଟିକରାରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଘରୁ ଝୁଲନ୍ତା ଅବସ୍ଥାରେ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ୍ ପର୍ଯ୍ୟନ୍ତ ମିଳିପାରିନାହିଁ। ଖବର ପାଇ…

ରାଜ୍ୟର ପ୍ରଥମ ସେମି କଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।‌ ଇନଫୋଭ୍ୟାଲିରେ ସିକ୍‌ସେମ୍ ପ୍ରାଇଭେଟ୍ ଲିମିଟେଡର ସେମିକଣ୍ଡକ୍ଟର ଫାବ୍ରିକେସନ୍ ୟୁନିଟର ଭୂମିପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ।‌ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସୂଚନା ପ୍ରସାରଣ ମନ୍ତ୍ରୀ…