ଆସନ୍ତାକାଲି ଚାଷୀଙ୍କ ଖାତାକୁ ଆସିବ ସିଏମ୍-କିଷାନର ପଞ୍ଚମ କିସ୍ତି
ଭୁବନେଶ୍ବର: କାଲି ମିଳିବ ସିଏମ୍-କିଷାନ ଟଙ୍କା । ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି । ଭୁବନେଶ୍ବରରେ ଆର୍ଥିକ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ହିତାଧିକାରୀଙ୍କ ଆକାଉଣ୍ଟକୁ ଡିବିଟିରେ ଯିବ ୮୩୩ କୋଟିରୁ ଉର୍ଦ୍ଧ ଟଙ୍କା । ରାଜ୍ୟର…