State

ମହିଳାଙ୍କୁ ଧମକାଇ ଲୁଟିନେଲେ ସୁନାଗହଣା

ସୋର : ବାଲେଶ୍ଵର ଜିଲ୍ଲା ସୋର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ରାହାଜାନୀ ଭଳି ଅପରାଧିକ ଘଟଣାମାନ ବୃଦ୍ଧି ପାଇବାରେ ଲାଗିଛି। ଆଜି ଅନନ୍ତପୁର ପଞ୍ଚାୟତ ବେଲପୁରବସ୍ତିରେ ସେକ ଏଲାଉଦ୍ଦିନ ଘରେ ନ ଥିବାବେଳେ କିଛି ଡକାୟତ ତାଙ୍କ ଘରେ…

୪ ଲକ୍ଷ ୧୫ ଶହ ଟଙ୍କାର ନକଲି ନୋଟ୍ ଜବତ

ବିନିକା : ବିନିକାରେ ନକଲି ନୋଟ୍ ରାକେଟ୍ ଠାବ । ସୁବର୍ଣ୍ଣପୁର ବିନିକା ଅଞ୍ଚଳରେ ଚାଲିଥିଲା ବଡ଼ ଧରଣର ନକଲି ନୋଟ ରାକେଟ୍। ବିଭିନ୍ନ ସ୍ଥାନରେ ଚଢାଉ କରି ୪ଲକ୍ଷ ୧୫ଶହ ଟଙ୍କାର ନକଲି ନୋଟ୍ ଜବତ କରିଛି ପୋଲିସ ।…

୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ

ଚିଲିକା: ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ । ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକା ଭିତରକୁ ଡଙ୍ଗା ଚଳାଚଳ ବନ୍ଦ । ଯାତ୍ରୀବାହୀ ଡଙ୍ଗା ଓ ମାଛଧରା ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଡଙ୍ଗା ଓ ମେସିନକୁ ସୁରକ୍ଷିତ…

ଗ୍ୟାସ୍ ସିଲିଣ୍ଡର ଫାଟି, ୨ ଗୁରୁତର

ଚିକିଟି : ଗଞ୍ଜାମ ଜିଲା ଚିକିଟି ପେଣ୍ଠ ବସ ଷ୍ଟାଣ୍ଡ ର ଏକ ଜଳଖିଆ ଦୋକାନରେ ଗ୍ୟାସ ସିଲିଣ୍ଡରରୁ ଅଗ୍ନିକାଣ୍ଡ ଘଟି ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଚିକିଟି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା…

ଗଜପତିରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

ଗଜପତି: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ଗଭୀର ଅବପାତରେ ପରିଣତ ହୋଇଥିବାବେଳେ ସୋମବାର ଅର୍ଥାତ ୨୭ ତାରିଖ ସକାଳ ସୁଦ୍ଧା ବାତ୍ୟାର ରୂପ ନେବ, ଯାହାର ନାଁ ‘ମନ୍ଥା’। ସ୍ଥଳଭାଗକୁ ମନ୍ଥା ମାଡ଼ି ଆସୁଥିବାବେଳେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ମାଡ଼ ହେବ।…

ବାତ୍ୟା ମୁକାବିଲା ପାଇଁ ଗଞ୍ଜାମ ଓ ବାଲେଶ୍ୱର ପ୍ରଶାସନର ପ୍ରସ୍ତୁତି ଶେଷ

ବାଲେଶ୍ୱର/ ଗଞ୍ଜାମ: ବାତ୍ୟା ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି । ଲୋକଙ୍କ ସୁରକ୍ଷା ଦିଗରେ ପ୍ରଶାସନ ଯତ୍ନବାନ ରହିଛନ୍ତି । ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ନଯିବା ପାଇଁ କୁହାଯାଇଛି । ଆସନ୍ତା ୩୦…

ରାଜସ୍ଥାନରେ ଓଡ଼ିଆ ଛାତ୍ରଙ୍କ ରହସ୍ୟଜନକ ମୃତ୍ୟୁ, NEET UG ପରୀକ୍ଷା ପାଇଁ ହେଉଥିଲେ ପ୍ରସ୍ତୁତ

ରାଜସ୍ଥାନ: ରାଜସ୍ଥାନ କୋଟାରେ ଓଡ଼ିଆ ଛାତ୍ରଙ୍କ ରହସ୍ୟଜନକ ମୃତ୍ୟୁ । ମେଡିକାଲ ପାଠ ପଢିବା ନିମନ୍ତେ ନିଟ ପରୀକ୍ଷା ଦେବା ପାଇଁ ରାଜସ୍ଥାନ କୋଟାକୁ ଯାଇଥିଲେ । ଛାତ୍ର ଜଣକ ହେଲେ ଗଞ୍ଜାମ ଜିଲ୍ଲା ଜରଡ଼ା ପଂଚାୟତ ଅଭୟପୁର ଗ୍ରାମର ରାଧା…

ମୃତଦେହ ଗ୍ରହଣ କଲେନି ପରିବାର, ଥାନାରେ ପଡିରହିଲା ଶବ

ସୁବର୍ଣ୍ଣପୁର: ମୃତଦେହ ଗ୍ରହଣ କଲେନାହିଁ ପରିବାର। ଥାନାରେ ୮ ଘଣ୍ଟା ହେଲା ପଡିରହିଛି ମୃତଦେହ। ଜଗି ରହିଛନ୍ତି ସ୍ତ୍ରୀ ଓ ପୁଅ। ପାରିବାରିକ କଳହ ପାଇଁ ଶବ ଗ୍ରହଣ କରିଲେନି ପରିବାର। ବିନିକା ଥାନାରେ ଦୀର୍ଘ ୮ ଘଣ୍ଟା ଧରି ପଡ଼ିରହିଛି…

“ମନ କି ବାତ”ରେ କୋରାପୁଟ କଫିର ପ୍ରଶାଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରବିବାର ଦିନ “ମନ କି ବାତ”ର ୧୨୭ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ସମୃଦ୍ଧ କଫି ସଂସ୍କୃତି ଉପରେ ଆଲୋକପାତ କରିଥିଲେ । ସେ ବିଶ୍ୱ ସ୍ତରରେ ଓଡ଼ିଶାର କୋରାପୁଟ କଫିର ବର୍ଦ୍ଧିତ ସ୍ୱୀକୃତି ଉପରେ ମଧ୍ୟ…

ସ୍କ୍ରବ୍‌ ଟାଇଫସ୍ ସଂକ୍ରମଣରେ ୨ ମୃତ, ୧୫୦୦ ସଂକ୍ରମିତ

ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲାରେ ମାତିଛି ସ୍କ୍ରବ୍ ଟାଇଫସ । ଜିଲ୍ଲାବାସୀଙ୍କୁ ଘାରିଛି ସ୍କ୍ରବ୍‌ ଟାଇଫସ୍ ସଂକ୍ରମଣ ଭୟ । ସ୍କ୍ରବ୍ ଟାଇଫସରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଦା ୧୫୦୦ ରୋଗୀ ଚିହ୍ନଟ ହୋଇଛନ୍ତି । ତେବେ ମୃତକ…