State

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ! ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି ।…

ବାରିପଦା ମେଡିକାଲରୁ ଶିଶୁପୁତ୍ର ଚୋରି: ମହିଳା ଗିରଫ, ନବଜାତକ ଉଦ୍ଧାର

ବାରିପଦା : ବାରିପଦା ମେଡିକାଲରୁ ଶିଶୁ ଚୋରି । ଛୁଆକୁ ଧରି ଛୁ ମାରିଲେ ମହିଳା । ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରୁ ଶିଶୁ ଚୋରି ହୋଇଥିବା ଅଭିଯୋଗ । ସାହାଯ୍ୟ କରିବା ଆଳରେ ଛୁଆକୁ ଚୋରି କରିନେଇଥିବା କହିଛନ୍ତି…

ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ

ପୁରୀ : ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ । ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି । ଏହାର…

ଯୁବକଙ୍କୁ ଦଳିଦେଲା ଦନ୍ତା

ହିନ୍ଦୋଳ: ଦଳିଦେଲା ଦନ୍ତା । ଯୁବକଙ୍କ ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ଗାଲପଡା ନିମବାହାଳି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଆନ୍ଧ୍ର ପ୍ରଦେଶର ରୁଦ୍ରରାପୁ ସାଇଡୁଲୁ । ସ୍କୁଲ ପଡିଆରେ ବୋରୱେଲ ଖୋଳିବା ପାଇଁ…

IAS ସ୍ତରରେ ଅଦଳବଦଳ, ଏନ. ଥିରୁମାଲା ନାଏକ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ 

ଭୁବନେଶ୍ୱର : IAS ସ୍ତରରେ ବଡ଼ ଧରଣର ଅଦଳବଦଳ । ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ହେଲେ ଏନ.ଥିରୁମାଲା ନାଏକ । ମାନସୀ ନିମ୍ଭାଲଙ୍କୁ ଓଡ଼ିଶା ଉଠାଜଳସେଚନ ନିଗମର ଏମଡି ଭାବେ ନିଯୁକ୍ତି ମିଳିଛି । ସେହିପରି ସୁରେନ୍ଦ୍ର କୁମାର…

୧୧ରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର : ଆସନ୍ତା ୧୧ ତାରିଖରେ ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ ହେବ। ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିବା ସହ ଯୋଜନାର ଶୁଭାରମ୍ଭ କରିବେ। ଏହାସହ ଭୁବନେଶ୍ବରରେ ଷ୍ଟେଟ୍‌ ଅଫ…

ଓଡ଼ିଶା ହେବ ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଭୁବନେଶ୍ୱର: ଭରପୁର ପୋଷଣ ଥିବା ଖାଦ୍ୟ ହେଉଛି ଅଣ୍ଡା । ଏହା ଏକ ସମ୍ପୂର୍ଣ୍ଣ ଖାଦ୍ୟ । ସବୁଠାରୁ କମ ମୂଲ୍ୟରେ ମିଳୁଥିବା ଏହି ପ୍ରାଣୀଜ ଖାଦ୍ୟ ହେଉଛି ଶିଶୁଙ୍କ ଉତ୍ତମ ସ୍ଵାସ୍ଥ୍ୟର ଆଧାର ଓ ଗ୍ରାମୀଣ ଅର୍ଥନୀତିର ଉତ୍ସ ।…

ଇ-ଚାଲାଣ ୫୦% କୋହଳ କଲେ ସରକାର

ଭୁବନେଶ୍ବର: ଗାଡ଼ି ଚାଳନା ସମୟରେ ଆଇନ ଉଲ୍ଲଂଘନକାରୀଙ୍କ ପାଇଁ କଟାଯାଉଥିବା ଇ-ଚାଲାଣରେ କୋହଳ କରିଛନ୍ତି ରାଜ୍ୟ ସରକାର। ଇ-ଚାଲାଣରେ ସରକାର ଲାଗୁ କରୁଥିବା ଜରିମାନାରେ ୫୦ ପ୍ରତିଶତ କୋହଳ କରାଯାଇଛି। ଅର୍ଥାତ ଯେତିକି ପରିମାଣର ଇ-ଚାଲାଣ କଟିଛି ତାହାର ଅଧା ଅର୍ଥ…

ବାଲିଯାତ୍ରା ଉପର ପଡିଆରେ ସ୍ଥାନ ପାଇବ ସାଂସ୍କୃତିକ ଐତିହ୍ୟ

କଟକ: ଆସନ୍ତା ନଭେମ୍ବର ୫ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଥିବା ଐତିହାସିକ କଟକ ବାଲିଯାତ୍ରା-୨୦୨୫ରେ ଉପର ପଡିଆରେ କଟକ ସାଂସ୍କୃତିକ ଐତିହ୍ୟକୁ ସ୍ଥାନ ଦିଆଯିବ। କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତି ଗ୍ରହଣ କରାଯାଇଛି। ବିଶେଷକରି…

ନୂଆପଡା ଉପନିର୍ବାଚନ ପାଇଁ ପୁଲିସ-ମାଜିଷ୍ଟ୍ରେଟ ସମନ୍ଵୟ ବୈଠକ

ନୂଆପଡା: ଭାରତ ନିର୍ବାଚନ କମିଶନ ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିବା ସହିତ ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହି ସମୟରେ ନିଜ ନିଜର ଦାୟିତ୍ଵ ଓ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ…