ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ୨ ପୌର ଅଧିକାରୀ
ଜଳେଶ୍ଵର: ଲାଞ୍ଚ ନେଇ ଧରାପଡ଼ିଛନ୍ତି ଜଳେଶ୍ଵର ପୌର ପରିଷଦର ଦୁଇ ଜଣ ଅଧିକାରୀ। ସେମାନେ ହେଲେ ସହକାରୀ ପରିମଳ ତଥା ଏମଆଇଏସ ସଂଯୋଜକ ବ୍ରଜ ଗୋପାଳ ଘୋଷ ଏବଂ ପରିମଳ ବିଶେଷଜ୍ଞ ରତିକାନ୍ତ ପାତ୍ର। ବକେୟା ବିଲ୍ କ୍ଲିୟର କରିବା ଲାଗି…
ଜଳେଶ୍ଵର: ଲାଞ୍ଚ ନେଇ ଧରାପଡ଼ିଛନ୍ତି ଜଳେଶ୍ଵର ପୌର ପରିଷଦର ଦୁଇ ଜଣ ଅଧିକାରୀ। ସେମାନେ ହେଲେ ସହକାରୀ ପରିମଳ ତଥା ଏମଆଇଏସ ସଂଯୋଜକ ବ୍ରଜ ଗୋପାଳ ଘୋଷ ଏବଂ ପରିମଳ ବିଶେଷଜ୍ଞ ରତିକାନ୍ତ ପାତ୍ର। ବକେୟା ବିଲ୍ କ୍ଲିୟର କରିବା ଲାଗି…
କେନ୍ଦୁଝର: ଏକ ବ୍ୟାଙ୍କରେ ଡକାୟତି ଯୋଜନାକୁ ପଣ୍ଡ କରିଛି କେନ୍ଦୁଝର ଟାଉନ ଥାନା ପୁଲିସ। ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଡକାୟତି କରିବା ଲାଗି ଗ୍ୟାଙ୍ଗ ସଦସ୍ୟମାନେ ଯୋଜନା କରୁଥିବା ସମୟରେ ପୁଲିସ ଚଢ଼ାଉ କରି ୯ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ବିପୁଳ…
ଭୁବନେଶ୍ୱର : ଓଡ଼ିଶା ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେପ୍ଟେମ୍ବର ୭ ତାରିଖରେ ଦିଲ୍ଲୀ ଯାଇଥିଲେ ନବୀନ। ଦିଲ୍ଲୀରେ ୩୨ ଦିନ ରହିବା ପରେ ଓଡ଼ିଶା ଫେରିଛନ୍ତି । ବିଭିନ୍ନ ସାମାଜିକ ଓ ବ୍ୟକ୍ତିଗତ କାର୍ଯ୍ୟକ୍ରମ ପାଇଁ…
ମହାକାଳପଡ଼ା : ମହାକାଳପଡ଼ା ତହସିଲଦାର ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରିଫ କଲା ଭିଜିଲାନ୍ସ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲ୍ ଶିବ ମଲ୍ଲିକକୁ ଗିରଫ କରିଛି ଭିଜିଲାନ୍ସ । ଚଢ଼ାଉ ବେଳେ ୪ଟି ବିଲଡିଂ, ୭…
କେନ୍ଦୁଝର: ଜମି ଲୋଭ ପାଇଁ ଅପରାଧ । ରାଗ ଆଗରେ ଫିକା ପଡ଼ିଲା ରକ୍ତ ସମ୍ପର୍କ । ଉଗ୍ରରୂପ ନେଲା ଜମି ବିବାଦ । ଭାଇର ଜୀବନ ନେଲା ଭାଇ । ବାପାଙ୍କ ପରେ ବଡ଼ ଭାଇ ହିଁ ସାନ ଭାଇର…
ଅନୁଗୁଳ: ଜଙ୍ଗଲ ଛାଡ଼ି ଗାଁ ମୁହାଁ ହାତୀପଲ । ଅନୁଗୁଳରେ ହାତୀପଲଙ୍କ ଉତ୍ପାତ । ହାତୀପଲଙ୍କୁ ଦେଖି ଭୟଭୀତ ଲୋକେ । ଅନୁଗୁଳ ଜିଲ୍ଲା ନୂଆ ସାହି, କାଙ୍ଗୁଲା ଓ ଗୋପୀନାଥପୁର ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଛନ୍ତି ।…
ଭୁବନେଶ୍ୱର : ଫ୍ଲାଟ୍ କିଣାବିକା ନାଁରେ ମହିଳାଙ୍କୁ ଦୁଷ୍କର୍ମ । ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡରୁ ଅଭିଯୁକ୍ତ ମାନସ ରଞ୍ଜନ ଦାସକୁ ଗିରଫ କଲା ପୋଲିସ । ଜୁଲାଇ ୧୦ ତାରିଖରେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଏକୁଟିଆର ସୁଯୋଗ…
ଭୁବନେଶ୍ୱର: ପୋଲିସ ଏସ ଆଇ ଚାକିରି ଦୁର୍ନିତି କେଳେଙ୍କାରୀ । ବଣିକ କୋଚିଂ ସେଣ୍ଟର ସହ ଲିଙ୍କ୍ ଥିହା ସନ୍ଦେହରେ ଗତକାଲି ଉକ୍ତ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚ ରେଡ କରିଥିଲା। ରେଡ ପରେ ‘ବଣିକ’ର ୩ ଅଧିକାରୀଙ୍କୁ ନୋଟିସ୍ ଜାରି ହୋଇଛି।…
ଗଞ୍ଜାମ: ଝାଟିମାଟି କୁଡିଆରୁ ଦିଲ୍ଲୀର ବିଜ୍ଞାନଭବନ ଯାତ୍ରା । ଘରକୁ ଖୁସି ଆଣିଦେଲେ ଚାଷୀ ପୁଅ । ପ୍ରଧାନମନ୍ତ୍ରୀଙ୍କ ମନ ଜିଣିଲେ ଓଡ଼ିଆ ଚାଷୀ ଘର ପୁଅ । ଏ ଯୁବକ ଜଣେ ଏମିତି ପ୍ରତିଭା ଯାହାଙ୍କୁ ପ୍ରଧାନମନ୍ତ୍ରୀ ପୁରସ୍କୃତ କରିଛନ୍ତି…
ରାଉରକେଲା: ରାଉରକେଲା ରେଳ ଷ୍ଟେସନରୁ ଗୁରୁବାର ୨ ମାଓବାଦୀଙ୍କୁ ଗିରଫ କରିଛି ଆରପିଏଫ। ସେମାନେ ହେଲେ ଝାଡ଼ଖଣ୍ଡର ପାଲାମୁ ଜିଳା ଲେସଲିଗଞ୍ଜ ଥାନା ଅନ୍ତର୍ଗତ ଦେଓରା ଗ୍ରାମର ଅବଧେଶ କୁମାର(୨୬) ଏବଂ ଲାଟେହର ଜିଲା ମାନିକା ଥାନା ମାନିକା ଗ୍ରାମର ଉପେନ୍ଦ୍ର…