କଟକ କର୍ଫ୍ୟୁ: ମିଥ୍ୟା ପ୍ରଚାର କଲେ ହେବ କାର୍ଯ୍ୟାନୁଷ୍ଠାନ
କଟକ: କଟକରେ ୩୬ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ଏହି ସମୟରେ ଶାନ୍ତି ବଜାୟ ରଖିବା ପାଇଁ ଓଡ଼ିଶା ପୁଲିସ ପକ୍ଷରୁ ବାରମ୍ବାର ନିବେଦନ କରାଯାଉଛି । ପୁଲିସ ଏକ ଆଡଭାଇଜରୀ ଜାରି କରି କହିଛି ଯେ ମିଥ୍ୟ ପ୍ରଚାର…
କଟକ: କଟକରେ ୩୬ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ଏହି ସମୟରେ ଶାନ୍ତି ବଜାୟ ରଖିବା ପାଇଁ ଓଡ଼ିଶା ପୁଲିସ ପକ୍ଷରୁ ବାରମ୍ବାର ନିବେଦନ କରାଯାଉଛି । ପୁଲିସ ଏକ ଆଡଭାଇଜରୀ ଜାରି କରି କହିଛି ଯେ ମିଥ୍ୟ ପ୍ରଚାର…
କଟକ : କଟକରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା । ଆଜି ସନ୍ଧ୍ୟାରୁ ଆସନ୍ତାକାଲି ସନ୍ଧ୍ୟା ଯାଏଁ ୭ ଟା ଯାଏ କଟକଣା ବୃଦ୍ଧି କରାଯାଇଛି । ଏନେଇ ଗୃହ ବିଭାଗକୁ ପ୍ରସ୍ତାବ ଦେଇଥିଲେ ଜିଲ୍ଲାପାଳ । ଏପରି…
କଟକ : ସୁରକ୍ଷା ଭିତରେ ସିଲଭର ସିଟି । ଚାପା ଉତ୍ତେଜନା ସତ୍ତ୍ବେ ନିୟନ୍ତ୍ରଣରେ ସ୍ଥିତି। ଦ୍ବିତୀୟ ଦିନରେ କଟକରେ କର୍ଫ୍ୟୁ। ଗତକାଲିର ବାଇକ ରାଲି ବେଳେ ଉପୁଜିଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାତି ୧୦ଟାରୁ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି…
କୋଣାର୍କ: କାହିଁ କେଉଁ କାଳରୁ ଗୋପ ବ୍ଲକ ଅନ୍ତର୍ଗତ ବେଗୁନିଆ ଗାଁରେ ରହି ଆସିଛି ଭକ୍ତ ବଳରାମ ଦାସଙ୍କ ସମାଧି ପୀଠ । ଯାହାକି ଗୁପ୍ତ ଶ୍ରୀକ୍ଷେତ୍ର ନାମରେ ବେଶ ପରିଚିତ । ଉକ୍ତ କ୍ଷେତ୍ରରେ ଉନ୍ନତି ନେଇ ସ୍ଥାନୀୟ ଅଞ୍ଚଳବାସୀ…
ପୁରୀ: ପୁରୀରେ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ଜିଲ୍ଲାରୁ ହବିଷିଆଳି ଆସି ଶ୍ରୀକ୍ଷେତ୍ରରେ ପହଞ୍ଚିଲେଣି। ପୁରୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଳିତ ବର୍ଷ ୪ଟି ସ୍ଥାନରେ ହବିଷିଆଳିଙ୍କ ରହଣି ପାଇଁ ବ୍ୟବସ୍ଥା…
କାମାକ୍ଷାନଗର: ମହାବିରୋଡ଼ ରେଞ୍ଜରେ ଅଜଣା ଜନ୍ତୁ ଆତଙ୍କ । ବାଘ ହୋଇଥିବା ନେଇ ସନ୍ଦେହ କରାଯାଉଛି । କୁଟୁରିଆ ଗାଁରେ ଏକ ଗାଈକୁ ଆକ୍ରମଣ କରିବା ସହ ସ୍ଥାନୀୟ ଜଙ୍ଗଲରେ ଥିବା ସୂଚନା ଦିଆଯାଇଛି । ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା…
ଭୁବନେଶ୍ୱର: ଦଶହରା ଭସାଣ ଶୋଭାଯାତ୍ରା ସମୟରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଅଶାନ୍ତ ହୋଇପଡିଛି ଭାଇଚାରାର ସହର କଟକ । ଦୁଇ ଗୋଷ୍ଠୀ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବାର ନାଁ ନେଉନାହିଁ । ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ସହରରେ ୩୬ ଘଣ୍ଟା…
କଟକ: କଟକରେ ରବିବାର ଉତ୍ତେଜନା ସୃଷ୍ଟି ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପରେ ରାତି ପ୍ରାୟ ୯ଟାରେ ଡିଜିପି ଓ୍ବାଇ.ବି. ଖୁରାନିଆ ସହରରେ ବୁଲି ବୁଲି ସ୍ଥିତି ପରଖିଛନ୍ତି। ଡିଜିପିଙ୍କ ସହିତ ଅନ୍ୟ ପୁଲିସ ଅଧିକାରୀ…
ଭୁବନେଶ୍ବର : କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସେ ନିବେଦନ କରିଛନ୍ତି । କହିଛନ୍ତି, ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର…
କଟକ; ଦଶହରା ଭସାଣ ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗଣ୍ଡଗୋଳ ଘଟଣା ପ୍ରତିବାଦରେ ସୋମବାର ସହରରେ ବନ୍ଦ ଡାକରା ଦିଆଯାଇଛି। ତେଣୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସହରରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ରବିବାର ସନ୍ଧ୍ୟା ୭ଟାରୁ ସୋମବାର ସନ୍ଧ୍ୟା…