State

ଜେଲ୍ କାନ୍ଥ ଡେଇଁ କଏଦୀ ଫେରାର, ଚିଫ୍ ୱାର୍ଡର ଓ ଜଣେ ୱାର୍ଡରଙ୍କୁ ନିଲମ୍ୱିତ

ଚୌଦ୍ବାର: ଜେଲ୍ କାନ୍ଥ ଡେଇଁ କଏଦୀ ଫେରାର । ବାଉଁଶ ସାହାଯ୍ୟରେ କଟକ ଚୌଦ୍ବାର ଜେଲ୍ ରୁ ୨ ଡକାୟତ ଫେରାର ହୋଇଯାଇଛନ୍ତି । ଜେଲ ସେଲ୍ କାଟି ଫେରାର ହୋଇଯାଇଛନ୍ତି ୨ ବିହାରୀ ଡକାୟତ । ପାଣିକୋଇଲି ଅଞ୍ଚଳର ଏକ…

ଲଗାଣ ବର୍ଷାରେ ଧସିଲା ପାହାଡ଼, ଭାସିଗଲା ପୋଲ; ବାପ-ପୁଅ ନିଖୋଜ

ଗଜପତି : ଧସିଲା ପାହାଡ଼, ଭାସିଗଲା ପୋଲ । ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହୋଇଛି । ନିଖୋଜ ହୋଇଯାଇଛନ୍ତି ବାପ-ପୁଅ । ପେକେଟ ଗାଁର ୭୦ ବର୍ଷୀୟ କାର୍ତ୍ତିକ ଶବର ଓ ତାଙ୍କ ପୁଅ…

ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ

ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ । ଏକ ମାସ ଧରି ସ୍ବତନ୍ତ୍ର ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ । କାର୍ତ୍ତିକ ମାସରେ ଶ୍ରୀଜୀଉଙ୍କ ରାଧା ଦାମୋଦର ବେଶ ହୋଇଥାଏ । ଏହି ବେଶ…

ଭସାଣିରେ ମଦ ବିକ୍ରି ଉପରେ କଟକଣା, ଦୋକାନ ଖୋଲିଲେ କାର୍ଯାନୁଷ୍ଠାନ

ଭୁବନେଶ୍ୱର : ଭସାଣିରେ ମଦ ବିକ୍ରି ଉପରେ କଟକଣା । ମଦ ଦୋକାନ ଖୋଲିଲେ ନିଆଯିବ କାର୍ଯାନୁଷ୍ଠାନ । ବେଆଇନ ଚୋରା ମଦ ବିକ୍ରି ଉପରେ ରହିବ କଡ଼ା ନଜର । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ବନ୍ଦ ରହିବ ମଦ ଦୋକାନ…

ଢେଙ୍କାନାଳରେ ପ୍ରବଳ ବର୍ଷା ପବନ, ଭୁଶୁଡ଼ି ପଡିଲା ଲକ୍ଷ୍ମୀ ପୂଜା ଲାଇଟ ଗେଟ୍

ଢେଙ୍କାନାଳ: ଭୁଶୁଡ଼ି ପଡିଲା ଲାଇଟ୍ ଗେଟ୍ । ପ୍ରବଳ ବର୍ଷା ପବନରେ ଢେଙ୍କାନାଳ ସହରରେ ଲାଇଟ୍ ଗେଟ୍ ଭୁଶୁଡ଼ି ପଡ଼ିଛି । ଦକ୍ଷିଣକାଳୀଠାରେ ରାସ୍ତା ଉପରେ ଭାଙ୍ଗି ପଡିଛି । ତେବେ କାହାର କିଛି କ୍ଷୟକ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ…

ଭୁବନେଶ୍ବରରେ ରାବଣ ପାଡ଼ି ବେଳେ ୫୦୦ରୁ ଅଧିକ ମୋବାଇଲ ଚୋରି, ଅଭିଯୋଗ ପାଇଁ ଥାନାରେ ଭିଡ଼

ଭୁବନେଶ୍ୱର : ଫିକା ପଡ଼ିଲା ପୂଜା ମଉଜ । ରାଜଧାନୀରେ ଦୁର୍ଗା ପୂଜା ବୁଲିବା ବେଳେ ମୋବାଇଲ, ଟଙ୍କା, ବ୍ୟାଗ୍ ଓ ଅଳଙ୍କାର ଲୁଟ୍ । ପାଖାପାଖି ୫୦୦ରୁ ଅଧିକ ମୋବାଇଲ ଏବଂ ୧୦୦ ରୁ ଅଧିକ ଅଳଙ୍କାର ଛିନତାଇ ଅଭିଯୋଗ…

ଦଶମୀରେ ମାଆଙ୍କୁ ଲାଗି ହେବ ଦହି ପଖାଳ, ହଜାର ହଜାର ଶ୍ରଦ୍ଧାଳୁଙ୍କୁ ମିଳିବ ପ୍ରସାଦ

କଟକ: ଶାରଦୀୟ ଦଶହରା ଅବସରରେ ମାଆ ଦୁର୍ଗା ଆଜି ମଣ୍ଡପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଉଛନ୍ତି। ମହାନବମୀ ଅବସରରେ ଭକ୍ତମାନେ ପୂଜାମଣ୍ଡପରେ ମାଆଙ୍କୁ ପୂଜାର୍ଚ୍ଚନା କରୁଥିବା ବେଳେ ଆସନ୍ତାକାଲି ବିଜୟା ଦଶମୀ ପାଇଁ ପୂଜା କରିବେ। ପରମ୍ପରା ଅନୁଯାୟୀ କଟକ ସହରର ଅନେକ…

ବ୍ୟବସାୟୀ, ଅଧିକାରୀଙ୍କୁ ଫସାଉଥିଲେ ସାଇବର ଲୁଟେରା

ଅନୁଗୁଳ: କ୍ରାଇମ ସ୍ପଟ୍ ଅନୁଗୁଳ। କିନ୍ତୁ ଅପରେଟ ହେଉଥିଲା ବାଲେଶ୍ଵରରୁ। ବାଲେଶ୍ଵର ସତେ ଯେମିତି ପାଲଟିଯାଇଛି ଓଡ଼ିଶାର ନୂଆ ଜମତାରା। ଜମତାରା ଷ୍ଟାଇଲରେ ସୋରୋରୁ ଚାଲୁଥିଲା ସାଇବର ଅପରାଧର ନେଟୱର୍କ ଚାଲିଥିଲା। ଅନୁଗୁଳ ସାଇବର ଥାନା ଏଭଳି ଏକ ସାଇବର ଅପରାଧ…

ଭୁବନେଶ୍ୱର ରେଳ ଷ୍ଟେସନରୁ ଗଞ୍ଜେଇ ବେପାରୀ ଗିରଫ, ଟୁରିଷ୍ଟ ବେଶରେ କରୁଥିଲେ ବେପାର

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ବେଶରେ କରୁଛନ୍ତି ନିଶା ବେପାର। ନିଜକୁ ଟୁରିଷ୍ଟ ପରିଚୟ ଦେଇ ଚାଲିଛି ବେପାର। ଭୁବନେଶ୍ୱର ରେଳ ଷ୍ଟେସନରୁ ଧରାପଡ଼ିଲା ଏହି ଛଦ୍ମବେଶରେ ଥିବା ବିହାରର ଯୁବକ। ଟ୍ରଲି ବ୍ୟାଗ ଭିତରେ ଗଞ୍ଜେଇ ନେବା ବେଳେ ଧରିଲା RPF। ଏହାର…

ଏସଆଇ ପରୀକ୍ଷାରେ ଜାଲିଆତି ମାମଲା: ସିବିଆଇ ତଦନ୍ତ ଦାବି କଲେ ଯୁବ ବିଜେଡି ସଭାପତି

ଭୁବନେଶ୍ୱର: ୧୬ ମାସରେ ୧୬ଟି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ହେଲାଣି। ଗତକାଲି ବାତିଲ ହୋଇଥିବା ପୋଲିସ ସବ୍ ଇନିସପେକ୍ଟର୍ ପରୀକ୍ଷାରେ କୋଟି କୋଟି ଟଙ୍କାର ଡିଲ୍ ହୋଇଛି। ଏହି କେଳେଙ୍କାରି ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟ ସରକାରଙ୍କର ଅସଲ ଚେହେରା…