State

ଲଘୁଚାପ ବର୍ଷା: ଝାରସୁଗୁଡ଼ାରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା: ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଥିବା…

ମୁଣ୍ଡଳୀରେ ବଢୁଛି ବନ୍ୟାଜଳ, ଭୟଭୀତ ତଳିଆ ଅଞ୍ଚଳବାସୀ

କଟକ : ମହାନଦୀର ମୁଣ୍ଡଳୀରେ ପହଞ୍ଚିଛି ବନ୍ୟାଜଳ। ମୁଣ୍ଡଳୀ ବ୍ୟାରେଜ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଜଳସ୍ଥର ବୃଦ୍ଧି ପାଉଥିବାରୁ ତଳିଆ ଅଞ୍ଚଳବାସୀ ଭୟଭୀତ। ମୁଣ୍ଡଳୀ ମହାନଦୀ ଉପର ମୁଣ୍ଡରେ ୮୮.୭୦ ଫୁଟ୍ ଏବଂ ତଳ ମୁଣ୍ଡରେ ୮୬.୬୦ ଫୁଟ…

OPSC ରେଜଲ୍ଟ ପ୍ରକାଶିତ, ପ୍ରିୟାଂଶୁ ପାଲ ଟପ୍ପର

ଭୁବେନଶ୍ବର: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ଵାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ(ଓସିଏସ) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ମୋଟ ୩୮୯ ଜଣ ପରିକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ପ୍ରିୟାଂଶୁ ପାଲ୍‌ ଓସିଏସ ଟପ୍ପର ହୋଇଛନ୍ତି। ସେହିପରି ଅନନ୍ୟା ମିଶ୍ର ଦ୍ଵିତୀୟ…

ମୁଖାପିନ୍ଧି ଲୁଟିନେଲେ ଦେଢ଼ କୋଟି ଟଙ୍କାର ଜିନିଷ

ସୁନ୍ଦରଗଡ଼: ମୁଖାପିନ୍ଧି ଆସିଲେ, ଲୁଟିନେଲେ । ସୁନ୍ଦରଗଡ଼ ଜିଲ୍ଲାରେ ଏବେ ବିଦ୍ୟୁତ୍ କମ୍ପାନୀରୁ ଲୁଟ୍ କରୁଥିବା ଗ୍ୟାଙ୍ଗ ସକ୍ରିୟ ଅଛନ୍ତି । ଗତକାଲି ରାତିରେ ଲହୁଣିପଡ଼ା ଥାନା ଦର୍ଜିଂ ଠାରେ ଏକ ବିଦ୍ୟୁତ୍ ନିର୍ମାଣ କମ୍ପାନୀର କ୍ୟାମ୍ପରେ ପ୍ରାୟ ଦେଢ଼ କୋଟି…

ନକଲି ଡିଏସପିକୁ ମାଡି ବସିଲା ଅସଲି ପୋଲିସ, ନିଜକୁ ଝାଡ଼ଖଣ୍ଡ ଓ ଆସାମ ପୋଲିସ କହି ହୋଟେଲରେ ରହୁଥିଲା

ଭଦ୍ରକ : ହୋଟେଲ ରୁମରେ ଏକଦମ୍ ଷ୍ଟାଇଲ ମାରି ଶୋଇଥିଲେ ନକଲି ଡିଏସପି ବାବୁ । ଅଚାନକ ହୋଟେଲ ରୁମ୍ କବାଟ ଠକ୍ ଠକ୍ କଲେ ଦଳେ ପୋଲିସ୍ । ଯାହାଙ୍କୁ ଦେଖି ନିଦ ଭାଙ୍ଗିଗଲା ନକଲି ପୋଲିସ ବାବୁଙ୍କର ।…

ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ଲୋକାର୍ପିତ, ଏଣିକି ହାତ ପାହାନ୍ତରେ ମିଳିବ ସରକାରୀ ସୁବିଧା

ଭୁବନେଶ୍ୱର : ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା ଓ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ ଆଦି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ । ଲୋକଙ୍କ…

ବାଲିଯାତ୍ରା ପାଇଁ ଷ୍ଟଲ ବୁକିଂ ଆରମ୍ଭ, ଏକାଧିକ ଆବେଦନ ଥିଲେ ହେବ ନିଲାମ

କଟକ: ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆଜିଠାରୁ ଷ୍ଟଲ ବୁକିଂ କରି ପାରିବେ ବ୍ୟବସାୟୀ। ଚଳିତ ବର୍ଷ ନଭେମ୍ବର ୫ ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା। ବାଲିଯାତ୍ରାରେ ସୁରୁଖୁରୁରେ ଷ୍ଟଲ ବଣ୍ଟନ ପାଇଁ ପ୍ରଶାସନ ବିଭିନ୍ନ…

ଦୁର୍ଗାପୂଜା ପାଇଁ ଟ୍ରାଫିକ୍ କଟକଣା ଜାରି କଲା କମିଶନରେଟ ପୋଲିସ

ଭୁବନେଶ୍ୱର: ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା। ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା। ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ। କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା…

ଟ୍ରକ୍‌ ସହ ୬୧୫ କିଲୋ ଗଂଜେଇ ଜବତ, ୨ ଅଭିଯୁକ୍ତ ଗିରଫ

ମାଲକାନଗିରି: ସଦର ପୁଲିସକୁ ବଡ଼ ସଫଳତା ମିଳିଛି। ପାଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ଟ୍ରକରୁ ୬୧୫ କିଲୋ ଗଂଜେଇ ଜବତ କରିବା ସହ ୨ ଜଣ ଗଂଜେଇ ଚାଲାଣକାରୀକୁ ଗିରଫ କରିଛି କୋରକୋଣ୍ଡା ପୁଲିସ। ବିଶେଷ ସୂତ୍ରରୁ ଖବର ପାଇ ଗତକାଲି…

ଆଲୋଚନା ହିଁ ସମାଧାନର ବାଟ: ପିତାମ୍ବର ଆଚାର୍ଯ୍ୟ

ଭୁବନେଶ୍ଵର: ମହାନଦୀ ଜଳ ବିବାଦକୁ ନେଇ ଭୁବନେଶ୍ଵରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ବୈଠକରେ ଗୁରୁତ୍ଵପୂର୍ଣ୍ଣ ପ୍ରତିକ୍ରିୟା ରଖିଛନ୍ତି ଏଜି ପିତାମ୍ବର ଆଚାର୍ଯ୍ୟ। ସେ କହିଛନ୍ତି ମହାନଦୀକୁ ନେଇ କୃତ୍ରିମ ବିବାଦ ସୃଷ୍ଟି କରାଯାଇଥିଲା। ଦାମୀ ଓକିଲ ପୋଷିବାକୁ ଯୋଜନା…