ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ସଫେଇ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସ୍ୱଚ୍ଛତା ହିଁ ସେବା ୨୦୨୫ ଅଭିଯାନ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଆୟୋଜିତ ଗଣସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ…