ଆସୁଛନ୍ତି ମା’ : ଶକ୍ତିପୀଠରେ ଷୋଡଶ ପୂଜା ଆରମ୍ଭ
ଭୁବନେଶ୍ବର: ଚାଲିଛି ପାର୍ବଣ ଋତୁ । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଦିନୀ ମାଆ ଦୂର୍ଗା। ମାଆଙ୍କ ଆଗହନ ଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ଅବସରରେ ରାଜ୍ୟର ବିଭିନ୍ନ ଶକ୍ତି ପୀଠରେ ଆଜିଠାରୁ…
ଭୁବନେଶ୍ବର: ଚାଲିଛି ପାର୍ବଣ ଋତୁ । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଦିନୀ ମାଆ ଦୂର୍ଗା। ମାଆଙ୍କ ଆଗହନ ଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ଅବସରରେ ରାଜ୍ୟର ବିଭିନ୍ନ ଶକ୍ତି ପୀଠରେ ଆଜିଠାରୁ…
ଉଦଳା : ରାତି ଅଧରେ ଘର ଛାତ ଦେଇ ପଶିଲେ , ଗନ୍ ପଏଣ୍ଟରେ ଲୁଟି ନେଲେ। ଉଦଳା ଶରତ ଥାନା ଦେବାନବାହାଳୀ ଗାଁରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି । ସୂଚନା ମୂତାବକ ଏହି ଗାଁର ଚନ୍ଦନ ନାୟକ…
ଭୁବନେଶ୍ଵର : ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମଡି ଡିଜି ସୂଚନା ଦେଇଛନ୍ତି। କହିଛନ୍ତି ବାତ୍ୟା କିମ୍ବା ଅବପାତ ନାହିଁ। ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜିର ସ୍ଥିତିରେ ଏହା ଅଧିକ…
ଜୟପୁର: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅନ୍ତର୍ଗତ ଭେଜାହାଣ୍ଡି ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ନିବାସରେ ଝାଡ଼ାବାନ୍ତି ଦେଖାଦେଇଛି। ଫଳରେ ଛାତ୍ରୀ ନିବାସରେ ରହୁଥିବା ୧୩ ଛାତ୍ରୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ…
ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ରିଜ ନିକଟ ମହାନଦୀରେ ବୁଡ଼ିଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ଦାଦା ନିଖୋଜ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ପକ୍ଷରୁ ତାଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଚାଲିଛି। ସୂଚନା ଅନୁସାରେ,…
ଭୁବନେଶ୍ୱର: ରାଜ୍ୟ ତଥା ସମଗ୍ର ପୂର୍ବ ଭାରତ ପାଇଁ ପୁଣିଥରେ ସଫଳତା ଆଣିଦେଇଛି ଏମ୍ସ ଭୁବନେଶ୍ୱର। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ)ରେ ଏମ୍ସ ଭୁବନେଶ୍ୱରକୁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ବର୍ଗରେ…
ବାଲେଶ୍ବର: ସନ୍ଦେହରେ ଏଲ ଆଇ ସି ଡେଭଲପମେଣ୍ଟ ଅଫିସରଙ୍କ ମୃତ୍ୟୁ । କେମିତି ଘଟିଲା ? କିଏ ତାଙ୍କୁ ହତ୍ୟା କଲେ ? ଯଦି ଜୀବନ ନେଲେ ଏହା ପଛରେ କାରଣ କଣ’ ? ସାଧାରଣ ଲୋକଙ୍କ ମନରେ ଏଭଳି କିଛି…
ବଣାଇ : ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆ ବ୍ଲକର ଯରଡ଼ା ହାଇସ୍କୁଲରେ ଘଟିଛି ଏକ ଅଭାବନୀୟ ଘଟଣା । ଗତକାଲି ଏହି ସ୍କୁଲ ହଷ୍ଟେଲରେ ରହୁଥିବା ଜଣେ ଛାତ୍ର ଆଉ ଜଣେ ୩ୟ ଶ୍ରେଣୀ ଛାତ୍ରକୁ ଏକ ବାକ୍ସରେ ପୁରାଇ ଦେଇଥିଲା ।…
ଭୁବେନଶ୍ବର: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସଏସଆର) କାର୍ଯ୍ୟକାରୀ କରାଯିବ। ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏ ନେଇ ଭାରତ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ନିର୍ଦେଶନାବା ଜାରି ହୋଇଛି। ଏଥିଲାଗି ବିଭିନ୍ନ କାର୍ଯ୍ୟସୂଚୀ ନିର୍ଦ୍ଧାରିତ ହୋଇଛି।…
ଭୁବନେଶ୍ୱର/କେନ୍ଦୁଝର: “ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢାଇ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” ବା ଶୂନ ଦୁର୍ଘଟଣା ଦିବସ…