ଲଗାଣ ବର୍ଷା: ପୁଣି ଧୋଇଗଲା ଗୁମାଡ଼ି ପୋଲ ରାସ୍ତା
ଫୁଲବାଣୀ: ଲଗାଣ ବର୍ଷାରେ ପୁଣି ଧୋଇଗଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଅନ୍ତର୍ଗତ ଗୁମାଡ଼ି ପୋଲ ଡାଇଭର୍ଷନ ରାସ୍ତା । ପ୍ରବଳ ବର୍ଷା ଯୋଗୁଁ ପୁଣି ଡାଇଭର୍ଷନ ରାସ୍ତା ଧୋଇଯିବାରୁ ପଞ୍ଚାୟତବାସୀ ହନ୍ତସନ୍ତ ହେଉଥିବା ବେଳେ ଉକ୍ତ ରାସ୍ତା ଯାତାୟାତ କରୁଥିବା…