ଜଳିଗଲା ଗଞ୍ଜେଇ ବୋଝେଇ ଗାଡି
ସୁବର୍ଣ୍ଣପୁର : ବିନିକା ସହର ନୂଆବଜାର ନିକଟରେ ଅଭାବନୀୟ ଘଟଣା ଘଟିଛି। ରାସ୍ତା ମଝିରେ ହୁତହୁତ୍ ହୋଇ ଜଳିଗଲା ଗଞ୍ଜେଇ ଚାଲାଣ ହେଉଥିବା କାର୍। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କିଛି ସ୍ଥାନୀୟ ଲୋକେ ଏକ ନମ୍ବର ବିହୀନ କାରରେ…
ସୁବର୍ଣ୍ଣପୁର : ବିନିକା ସହର ନୂଆବଜାର ନିକଟରେ ଅଭାବନୀୟ ଘଟଣା ଘଟିଛି। ରାସ୍ତା ମଝିରେ ହୁତହୁତ୍ ହୋଇ ଜଳିଗଲା ଗଞ୍ଜେଇ ଚାଲାଣ ହେଉଥିବା କାର୍। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କିଛି ସ୍ଥାନୀୟ ଲୋକେ ଏକ ନମ୍ବର ବିହୀନ କାରରେ…
ଅନୁଗୁଳ : ଅନୁଗୁଳରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟଣାରେ ଅଟୋ-କାର ମୁହାମୁହିଁ ଧକ୍କା ହୋଇ ୫ ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କ ଜୀବନ ଚାଲି ଯାଇଛି । ଅନ୍ୟ ୩ ଜଣ ଗୁରୁତର ଅବସ୍ଥାରେ ରହିଛନ୍ତି । ମୃତକ ମଧ୍ୟରେ…
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ସାମ୍ବାଦିକମାନଙ୍କୁ ଜିଏସ୍ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ ବୋଲି କହିଛନ୍ତି। ଏହାଫଳରେ ରାଜ୍ୟର ୧୦ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି।…
କଟକ: ଏଣିକି ପାରିବାରିକ ସଂପତ୍ତି ବିଭାଜନ ସଂପର୍କିତ ମାମଲାରେ ଡିଏନ୍ଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି। ଏନେଇ ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ଡିଏନ୍ଏ ପରୀକ୍ଷା ପାଇଁ ଜଣେ ବ୍ୟକ୍ତିଙ୍କୁ ବାଧ୍ୟ କରିବା ତାଙ୍କ ବ୍ୟକ୍ତିଗତ ଗୋପନୀୟତା ଅଧିକାରକୁ ପ୍ରଭାବିତ କରିଥାଏ।…
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ଉତ୍ତରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଫୁଲୁଛି ହୀରାକୁଦ ଜଳଭଣ୍ଡାର। ସକାଳ ୮ଟା ସୁଦ୍ଧା ଜଳଭଣ୍ଡାର ଜଳସ୍ତର ୬୨୬.୫୬ ଫୁଟ୍ରେ ପହଞ୍ଚିଛି । ଫଳରେ ଆଉ ୪ ଟି ଗେଟ୍ ଖୋଲାଯାଇଛି।…
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାରି ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି। ଏହି…
ଭୁବନେଶ୍ୱର/ନୂଆଦିଲ୍ଲୀ: ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଆୟୋଜିତ ହୋଇଛି। ଗୁରୁ ଦିବସରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ-୨୦୨୫। ମାଲକାନଗିରିର ବସନ୍ତ…
ପାରୀଦୀପ : ପାରୀଦୀପ ବନ୍ଦରରେ ଅଘଟଣ । ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ । ଜଣେ ସଦସ୍ୟଙ୍କୁ ଉଦ୍ଧାର କରାଯାଇଛି, ଅନ୍ୟ ଜଣେ ନିଖୋଜ । ବନ୍ଦରର ୫ ନମ୍ବର ଗେଟ୍ ନିକଟରେ ଥିବା ପିଆଇସିଟି ବର୍ଥରେ ଅଘଟଣ…
ବାସୁଦେବପୁର : ଗୁରୁଦିବସ ପୂଜା ଚାଲିଥିବା ବେଳେ ଛାତରୁ ଖସିଲା ପ୍ଲାଷ୍ଟର । ୩ ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ କିସ୍ମତ କୃଷ୍ଣପୁର ପଂଚାୟତ ବହୁମାଘେରି ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ଆସିଛି ଏପରି ଘଟଣା…
ଭୁବନେଶ୍ୱର : ଆଗକୁ ରାଜ୍ୟରେ ଅଧିକ ଗଡ଼ିବ ଇ-ବସ୍ । ପରିବେଶ ସୁରକ୍ଷା ପାଇଁ ଆଗକୁ ଅଧିକ ଇ-ବସ୍ ପ୍ରଚଳନ କରିବାକୁ ସରକାର ଯୋଜନା କରୁଛନ୍ତି । ମନ୍ତ୍ରୀ କହିଛନ୍ତି, ଆଗକୁ ରାଜ୍ୟ ସରକାର ୨ ଶହ ଇ-ବସ୍ ଆଣିବେ ।…