State

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର

ଭୁବନେଶ୍ୱର : ୫୦ ହଜାର ହିତାଧିକାରୀଙ୍କୁ ରାଜ୍ୟ ସରକାର ବାଣ୍ଟିବେ ଅନ୍ତ୍ୟୋଦୟ ଘର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଆସନ୍ତା ୧୭ ତାରିଖରେ ଏହି ଅନ୍ତୋଦୟ ଘର ବଣ୍ଟାଯିବ । ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ…

ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲିଲା, ତଳିଆ ଅଞ୍ଚଳର ଲୋକଙ୍କୁ ବନ୍ୟା ସତର୍କତା

କଟକ : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ, ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲାଯାଇଛି ଏବଂ ମହାନଦୀରେ ୨.୫ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେବାର ଆଶା କରାଯାଉଛି । ଏହା ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ…

ଦୁର୍ଗାପୂଜା ପାଇଁ କଟକରେ ହୋଇପାରିବ ୬ ଟି ସୁ-ଉଚ୍ଚ ତୋରଣ

କଟକ : ଓଡିଶା ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି । ଏବେ କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ସୁ-ଉଚ୍ଚ ତୋରଣ । ଅନୁମତି ଦେଲେ ଓଡିଶା ହାଇକୋର୍ଟ । କଟକ ସହରରେ ୬ ଟି ସୁଉଚ୍ଚ ତୋରଣକୁ ଅନୁମତି ଦେଇଛନ୍ତି ଓଡିଶା ହାଇକୋର୍ଟ…

ମାଉସୀ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କାକଟପୁର: ସୁଦୂର ବମ୍ବେରୁ ଆସିଥିଲେ ମାଉସୀ ଘରକୁ । ହେଲେ ସକାଳୁ ସକାଳୁ ମାଉସୀ ଘରୁ ମିଳିଲା ପୁତୁରାର ମୃତଦେହ । ଆଉ କ୍ଷଣକରେ ଏକଥା ଚାରିଆଡେ ପ୍ରଚାର ହୋଇଗଲା । ଯାହାପରେ ପୁଅର ପରିବାର ଲୋକେ ଆଣିଛନ୍ତି ହତ୍ୟା ଅଭିଯୋଗ…

ଥାନା ଆଗରେ ଜୀବନ ହାରିବାକୁ ଉଦ୍ୟମ କଲେ ଯୁବକ

ବାଙ୍କୀ : ଥାନା ସାମ୍ନାରେ ଜୀବନ ହାରିବାକୁ ଉଦ୍ୟମ। ବାଙ୍କୀ ଥାନା ସାମ୍ନାରେ ବିଷ ପିଇ ଜୀବନ ହାରିବାକୁ ଯୁବକଙ୍କ ଉଦ୍ୟମ। କୁସୁନ୍ଦା ଗାଁରେ ଜମିଜମାକୁ ନେଇ ଗଣ୍ଡଗୋଳରେ କୁନି ଭୋଇ ନାମକ ମହିଳାଙ୍କୁ ମାଡ ମାରି ଗୋଡ ଭାଙ୍ଗି ଦେଇଥିଲେ।…

ଡ୍ରେନ୍‌ ସଫା କଲେ ବିଡିଓ

ସିନାପାଲି: ‘ଆପଣ ନେଇ କରୁନ୍‌…। ଆମେ ସଫା କର୍‌ମୁଁ। ଡ୍ରେନ୍‌(ନାଳ)ରୁ ବାହାରୁନ୍‌..।’ କିଛି ମହିଳା ଜଣେ ଅଧିକାରୀଙ୍କୁ ଘେରି ଯାଇ ହାତ ଯୋଡ଼ି ବାରମ୍ବାର ନେହୁରା ହେଉଥିଲେ। ଡ୍ରେନ୍‌ ସଫା କରନ୍ତୁ ନାହିଁ ବୋଲି କହୁଥିଲେ। ତେବେ ଡ୍ରେନ୍‌ ସଫା କରି…

ହରଭଙ୍ଗା ବ୍ଲକରେ ୟୁରିଆର କୃତ୍ରିମ ଅଭାବ

ହରଭଙ୍ଗା : ହରଭଙ୍ଗା ବ୍ଲକରେ ବର୍ତମାନ ୟୁରିଆ ସାରର କୃତ୍ରିମ ଅଭାବ ଦେଖାଦେଇଛି।ଚାଷୀଙ୍କ ଚାହିଦା ଅନୁସାରେ ପ୍ୟାକ୍ସଗୁଡିକରୁ ୟୁରିଆ ସାର ମିଳୁନଥିବା ଅଭିଯୋଗ ହେଉଛି । ସାରର କୃତ୍ରିମ ଅଭାବ ପଛରେ କଳାବଜାରୀକୁ ଦାୟୀ କରାଯାଉଛି । ସାରର ଏଭଳି କୃତ୍ରିମ…

ଭାଙ୍ଗିଗଲା କେନାଲ: ଚାଷୀ ହତାଶ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣୀପଙ୍ଗା ପଞ୍ଚାୟତ ହାତୀମୁଣ୍ଡ ଗାଁର ପାଣି ପଞ୍ଚାୟତ-୧ ନମ୍ବର ମୁଖ୍ୟ କେନାଲ ଆରଡ଼ି-୪୩୦୦ ଅଣ୍ଡର ଟନେଲରେ ଥିବା ଛାତ ସମ୍ପୂର୍ଣ୍ଣ ଭାବେ ଭୁଶୁଡି ଯାଇଥିବା ହେତୁ ପାଣି ଯାଉଥିବା ମୁଖ୍ୟ କେନାଲ ଚାଷ ଜମିକୁ…

ଦଶହରା ପୂର୍ବରୁ ସମସ୍ତ ସହରାଞ୍ଚଳ ରାସ୍ତା ମରାମତି ହେବ : ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ଦୁର୍ଗାପୂଜା ପୂର୍ବରୁ ରାଜ୍ୟର ସମସ୍ତ ସହରର ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ ହେବ । ଏ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଆସନ୍ତା ୨୦ ତାରିଖ…

ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ: ନାଟମଣ୍ଡପରେ ଧାଡି ଦର୍ଶନ ଓ ୧୪ ସବ୍‌କମିଟି ଗଠନକୁ ଅନୁମୋଦନ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି ।…