State

କାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି : ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପାଞ୍ଚ…

ଆତ୍ମସମର୍ପଣ କଲେ ୨୦ ହାର୍ଡକୋର ମାଓବାଦୀ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକମା ଜିଲ୍ଲାରେ ପୋଲିସକୁ ମିଳିଲା ବଡ଼ ସଫଳତା । ୨୦ ଜଣ ହାର୍ଡକୋର ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ମଧ୍ୟରେ ୯ ଜଣ ମହିଳା ମାଓବାଦୀ…

ରାଜ୍ୟରେ ଆଉ କେହି କରିବେନି ଆତ୍ମହତ୍ୟା, ଆସନ୍ତା ୧୦ରୁ ‘ଜୀବନ ଜିନ୍ଦାବାଦ’କାର୍ଯ୍ୟକ୍ର ଆରମ୍ଭ କରିବେ ସରକାର

ଭୁବନେଶ୍ୱର : ଜୀବନ ହାରିବା ରୋକିବାକୁ ସରକାରଙ୍କ ଉଦ୍ୟମ । ଜୀବନ ଜିନ୍ଦାବାଦ ନାମରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର । କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉଚ୍ଚ ଶିକ୍ଷା ବିଭାଗ, ଗୃହ…

ପଥରରେ ଛେଚି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ !

ବାଙ୍ଗିରିପୋଷି: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା ଅଭିଯୋଗ । ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଚାଉଳଘୋରୀ ଗାଁରୁ ଏହି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମୃତ ମହିଳା ହେଲେ ୨୭ବର୍ଷୀୟା ମୀନା ସିଂ । ବାଙ୍ଗିରିପୋଷି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଅକ୍ଟୋବର ୪ ସୁଦ୍ଧା ଡାକ ଜରିଆରେ ପ୍ରମାଣପତ୍ର ସହ ଆବେଦନ ଆହ୍ବାନ

ଭୁବନେଶ୍ୱର : ୩୫ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଏବଂ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଇଛି । ଆଗ୍ରହୀ ପ୍ରଯୋଜକମାନେ ଆସନ୍ତା ୪ ଅକ୍ଟୋବର, ୨୦୨୫ (୦୪.୧୦.୨୦୨୫)…

ଜଳପ୍ରପାତରୁ ମିଳିଲା ୟୁଟ୍ୟୁବରଙ୍କ ମୁଣ୍ଡ ବିହୀନ ମୃତଦେହ

ଲମତାପୁଟ: ଡୁଡୁମା ଜଳପ୍ରପାତରେ ୟୁଟ୍ୟୁବରଙ୍କ ମିଳିଲା ମୃତଦେହ । ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ୩ କି.ମି. ଦୂରରେ ମିଳିଲା ମୁଣ୍ଡ ବିହୀନ ମୃତଦେହ । ଗତ ୨୩ ତାରିଖରେ ସାଙ୍ଗ ସହ ଜଳପ୍ରପାତରେ ଭିଡିଓ ସୁଟିଂ କରୁଥିବା ସମୟରେ ଅଚାନକ ପାଣି…

ଛତିଶା ନିଯୋଗ ବୈଠକରେ ଚନ୍ଦ୍ର ଗ୍ରହଣ ନୀତି ନିର୍ଘଣ୍ଟ

ପୁରୀ : ପୁରୀ ନୀଳାଦ୍ରି ଭକ୍ତନିବାସରେ ଆଜି ଅନୁଷ୍ଠିତ ହେବ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ ଆସନ୍ତା ୭ ତାରିଖରେ…

୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ରେଡ୍ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଛି । କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି ଦେବଗଡ, ସମ୍ବଲପୁର , ସୁନ୍ଦରଗଡ ଏବଂ…

ଓଡ଼ିଶା ପୋଲିସର ‘ଅପରେସନ୍ ଅନୱେଶନ’, ୫ ଦିନରେ ମିଳିଲେଣି ୩୫୮ ନିଖୋଜ ଶିଶୁ ଏବଂ ୨୦୫୯ ମହିଳା….

ଭୁବନେଶ୍ବର: ୨୦୨୫ ମସିହାରେ ନିଖୋଜ ଲୋକଙ୍କୁ ଖୋଜି ବାହାର କରିବା ପାଇଁ କରାଯାଇଥିବା ସ୍ୱତନ୍ତ୍ର ଅଭିଯାନ ‘ଅପରେସନ୍ ଅନୱେଶନ’ ଅଧୀନରେ ଓଡ଼ିଶା ପୋଲିସ ଏପର୍ଯ୍ୟନ୍ତ ୧,୨୦୯ ନିଖୋଜ ଶିଶୁଙ୍କୁ ଉଦ୍ଧାର କରିଛି, ଯେଉଁଥିରେ ୧,୦୭୮ ଝିଅ ଏବଂ ୬,୬୬୭ ନିଖୋଜ ମହିଳାଙ୍କୁ…

ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ବର:ସୁପ୍ରିମକୋର୍ଟ ଶିକ୍ଷକ ନିଯୁକ୍ତି ପାଇଁ ଟିଇଟି (ଟିଚର୍ସ ଇଲିଜିବିଲିଟି ଟେଷ୍ଟ୍‌)କୁ ବାଧ୍ୟତାମୂଳକ(TET Mandatory ) କରିଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ବିଭାଗ ଏହା ଉପରେ ତର୍ଜମା କରିବ। ଶିକ୍ଷକଙ୍କ…