State

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ : ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ । ନୀଳଚକ୍ରର ପତିତପାବନ ବାନା ଉପରେ ଚିଲଟି ବସିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଉପରେ ଚିଲ ବସିଲେ ଅଶୁଭ ସଂକେତ ବୋଲି ବିଶ୍ୱାସ କରାଯାଏ । ତେବେ ଦୀର୍ଘ ସମୟ…

ପାଠ ପଢିବାକୁ ନଥିଲା ସମ୍ବଳ, ଦିନ ମଜୁରିଆ କ୍ରାକ କଲେ ନିଟ୍ ପରୀକ୍ଷା

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ମେଧାବୀ ଛାତ୍ର ୧୯ ବର୍ଷୀୟ ଶୁଭମ୍ ଶବରଙ୍କର କାହାଣୀ ସାରା ଦେଶରେ ଚର୍ଚ୍ଚିତ । ପଲ୍ଲିରୁ ଦିଲ୍ଲୀ ଶୁଭମଙ୍କ ପ୍ରଶଂସାରେ ଶତମୁଖ । ନିଜେ ଦାଦନ ଖଟି ରୋଜଗାର କରି ଉପାର୍ଜିତ ଅର୍ଥରୁ ପାଇଛନ୍ତି ସଫଳତା ।…

ଏନଆରଟିଏସ ପରୀକ୍ଷା ଘୁଞ୍ଚିଲା, ସେପ୍ଟେମ୍ବର ୧୦ ପରିବର୍ତ୍ତେ ୧୯ରେ ହେବ

ଭୁବେନଶ୍ବର: ଏନଆରଟିଏସ ପରୀକ୍ଷା ଘୁଞ୍ଚାଇଲା ମାଧ୍ୟମିକ ଶିକ୍ଷା ପରିଷଦ । ପୂର୍ବରୁ ସେପ୍ଟେମ୍ବର ୧୦ ତାରିଖରେ ହେବାକୁ ଥିଲା ଜାତୀୟ ଗ୍ରାମୀଣ ମେଧାବୃତ୍ତି ପରୀକ୍ଷା । ଏହାକୁ ସେପ୍ଟେମ୍ବର ୧୯ ତାରିଖକୁ ଘୁଞ୍ଚାଇଲା ବୋର୍ଡ । ସକାଳ ୧୦ ଟାରୁ ୧୨ଟା…

ସରକାରୀ ଟଙ୍କା ହେରଫେର: ବନ୍ଧା ହେଲେ ଜାମଦା ତହସିଲଦାର

ଝାରସୁଗୁଡ଼ା : ମୟୁରଭଞ୍ଜ ଜାମଦା ତହସିଲଦାର ଗିରଫ । ଜାମଦା ତହସିଲଦାର ମଧୁସ୍ମିତା ସିଂଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଝାରସୁଗୁଡା ବେଲପାହାଡ ମ୍ୟୁନିସିପାଲିଟିରେ ନିର୍ବାହୀ ଅଧିକାରୀ ଥିବା ବେଳେ ୪ କୋଟି ଟଙ୍କାର ସରକାରୀ ଅର୍ଥକୁ ହେରଫେର କରିଥିଲେ…

କଟକ ଜେଏମ୍‌ଏଫ୍‌ସି କୋର୍ଟରେ ଗ୍ୟାଙ୍ଗଷ୍ଟର ସକିଲର ଆତ୍ମସମର୍ପଣ

କଟକ : ଗ୍ୟାଙ୍ଗଷ୍ଟର ସକିଲର ଆତ୍ମସମର୍ପଣ । ମଙ୍ଗଳାବାଗ ଥାନାର ଏକ ମାମଲାରେ ଆତ୍ମସମର୍ପଣ କଲା ଗ୍ୟାଙ୍ଗଷ୍ଟାର ସକିଲ୍ । କଟକ JMFCରେ ସକିଲର ଆତ୍ମସମର୍ପଣ କରିଛି । ଆରମ୍ଭ ହୋଇଛି ପାର୍ବଣ ଋତୁ । କଟକ ସହରର ଆଇନ୍ ଶୃଙ୍ଖଳାକୁ…

ମାଲକାନଗିରି ବ୍ଲକରେ କର୍ମଚାରୀ ମରୁଡି

ମାଲକାନଗିରି : ମାଲକାନଗିରି ବ୍ଲକରେ ଅଫିସର ଓ କର୍ମଚାରୀ ମରୁଡି ଦେଖାଦେଇଛି । ଫଳରେ ସମସ୍ତ ବିଭାଗ ଅଚଳ ହୋଇ ପଡିଛି । ବିଭିନ୍ନ ବିଭାଗରେ ପଦ ପଦବୀ ଗୁଡିକ ଅତିରିକ୍ତ ଦାୟିତ୍ୱରେ ଚାଲିଛି । ଗ୍ରାମ ପଂଚାୟତ ସଂପ୍ରସାରଣ ଅଧିକାରୀ,…

ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ

ଭୁବନେଶ୍ବର : ରାଜଧାନୀରେ ଡପଲର ରାଡାର ସିଷ୍ଟମ ପ୍ରତିଷ୍ଠା ହେବା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଖୁବଶୀଘ୍ର ବାଲେଶ୍ଵର ଓ ସମ୍ବଲପୁରରେ ରାଡାର ସିଷ୍ଟମ କାର୍ଯ୍ୟକ୍ଷମ ହେବ । ବାଲେଶ୍ବର ଓ ସମ୍ବଲପୁରରେ ଭିତ୍ତିଭୂମି କାର୍ଯ୍ୟ…

୭ ନୂଆ ମ୍ୟୁନିସପାଲିଟି ଓ ୧୬ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ ୭ ନୂଆ ମ୍ୟୁନିସପାଲିଟି ଓ ୧୬ ନୂଆ NAC ଘୋଷଣା ହୋଇଛି। ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ…

ଲଟେରି ଜରିଆରେ ଭୁବନେଶ୍ୱର ବରମୁଣ୍ଡା ଦୋକାନ ବଣ୍ଟନ ହେବ

ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ହେବ ଦୋକାନ ବଣ୍ଟନ। ବିଡିଏ ଭାଇସ୍‌ ଚେୟାରମ୍ୟାନ ଡ.ଏନ୍‌ ତିରୁମାଲା ନାଏକ ସୋମବାର ଏହି ବଡ଼ ଘୋଷଣା କରିଛନ୍ତି। ୧୦ ଦିନ ଭିତରେ ୧୨୦ ଦୋକାନୀଙ୍କୁ ଲଟେରୀ ମାଧ୍ୟମରେ ଦୋକାନୀଙ୍କୁ ଘର ଆବଣ୍ଟନ…

୩ ଟି ଅର୍ଥନୈତିକ ଜୋନ ସୃଷ୍ଟି କରିବାକୁ ଯୋଜନା କରୁଛନ୍ତି ଓଡ଼ିଶା ସରକାର

ଭୁବନେଶ୍ୱର : ଭୁବନେଶ୍ୱରକୁ ଗୋଟିଏ ବିଶ୍ଵସ୍ତରୀୟ ସହର କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିୟାଯାଇଛି । ଓଡ଼ିଶା ସରକାର କ୍ଵାଡ଼ ସିଟି ପ୍ରୋଗ୍ରାମ ଜରିଆରେ ଭୁବନେଶ୍ୱର, ପୁରୀ, କଟକ, ଏବଂ ପାରାଦ୍ୱୀପକୁ ମିଶାଇ ଏକ ଅର୍ଥନୈତିକ ଜୋନ କରିବା ପାଇଁ…