State

ୟୁଟ୍ୟୁବର ନିଖୋଜ; ବାରହା ପଥର ଜଳପ୍ରପାତକୁ ବଣଭୋଜି କରିବାକୁ ଯାଇଥିଲେ

ପୋଲସରା : ବଣଭୋଜି କରିବାକୁ ଯାଇ ୟୁଟ୍ୟୁବର ନିଖୋଜ । ସଂପୃକ୍ତ ୟୁଟ୍ୟୁବ ବ୍ଳଗର ଜଣଙ୍କ ନରେନ୍ଦ୍ର ସାହୁ । ତାଙ୍କ ଘର ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ । ଗଞ୍ଜାମ ଜିଲ୍ଲା ପାତ୍ରପୁରର ବୁରାତାଲ ପଞ୍ଚାୟତ ପର୍ଯ୍ୟଟନ ସ୍ଥଳ…

ଜିଅନ୍ତା ଜଳିଗଲେ ଦମ୍ପତି; ଅଳ୍ପକେ ବର୍ତ୍ତିଲା ୯ ମାସର ଶିଶୁ ପୁତ୍ର

ନୂଆପଡା : ନୂଆପଡା ଜିଲ୍ଲା ଖଡିଆଳ ଥାନା ତୁକଲା ଗାଁରେ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ୯ ମାସର ଶିଶୁ ପୁତ୍ରଟି ଅଳ୍ପକେ ବର୍ତ୍ତି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବାପା…

ଚାଷୀଙ୍କୁ ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

ଭୁବନେଶ୍ବର: ଅଗଷ୍ଟ ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଚାଷୀଙ୍କୁ ମିଳିବ ରାଜ୍ୟ ସରକାରଙ୍କ ସିଏମ୍‌-କିଷାନ ଯୋଜନାର କିସ୍ତି । ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି । ୨୮ ତାରିଖ ‘ନୂଆଁଖାଇ’ ପଡୁଥିବାରୁ ଏହାର…

ନୂଆଖାଇ ଉପଲକ୍ଷେ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଖାଇ ପର୍ବ ଉପଲକ୍ଷେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ…

ସରକାରୀ ମେଡିକାଲ କଲେଜ ହସ୍ପିଟାଲ ଛାତରୁ ଡେଇଁ ମାନସିକ ଅନଗ୍ରସର ଥିବା ରୋଗୀ ମୃତ

ସୁନ୍ଦରଗଡ଼: ସରକାରୀ ମେଡିକାଲ କଲେଜ ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ। ୩ ମହଲା ଛାତରୁ ଡେଇଁ ଜୀବନ ହାରିଲେ ଯୁବକ। ମୃତକ ମାନସିକ ଅନଗ୍ରସର ଥିବା ସୂଚନା ରହିଛି। ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଯୁବକ। ସୂଚନା ଅନୁସାରେ ଗତ…

ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ: ୧୦ଜଣ ସଦସ୍ୟଙ୍କ ନାଁ ପ୍ରକାଶ ପାଇଲା

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ ହୋଇଛି । ୧୦ ସଦସ୍ୟଙ୍କୁ କମିଟିରେ ସ୍ଥାନ ମିଳିଛି । ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି କମିଟିରେ ସିଦ୍ଧେଶ୍ୱର ମହାପାତ୍ର, କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୁସୂଦନ ସିଂଘାରୀ, ଜଗନ୍ନାଥ…

କଟକ ପରେ ଭୁବନେଶ୍ୱର ପାଇଁ ଆସିଲା ଗଣେଶ ପୂଜା ଗାଇଡଲାଇନ୍

ଭୁବନେଶ୍ୱର: ରାତି ପାହିଲେ ଗଣେଶ ପୂଜା । ଏନେଇ ପୂଜା କମିଟି ଗୁଡିକ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଅବସରରେ କଣ କରିହେବ କଣ ନାହିଁ ସେନେଇ ପୂର୍ବରୁ ସିଲଭର ସିଟି କଟକ ପାଇଁ ଗାଇଡଲାଇନ ଜାରି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କଲେ କେନ୍ଦ୍ର ସମବାୟ ରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର : ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି। ଏହି…

ପୋଖରୀରୁ କୁମ୍ଭୀର ଉଦ୍ଧାର

କେନ୍ଦ୍ରାପଡ଼ା: ପୋଖରୀରୁ ଧରାଗଲା କୁମ୍ଭୀର। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ଗ୍ରାମର ରବୀନ୍ଦ୍ର ମହାନ୍ତିଙ୍କ ପୋଖରୀରୁ ସୋମବାର ଏକ କୁମ୍ଭୀର ଉଦ୍ଧାର କରାଯାଇଛି। ବନ ବିଭାଗ କର୍ମଚାରୀମାନେ କୁମ୍ଭୀରକୁ ଧରି ହବଳ ନାଳରେ ଛାଡ଼ିଦେଇଛନ୍ତି। ସୂଚନା ଅନୁସାରେ, ରବୀନ୍ଦ୍ରଙ୍କ ପୋଖରୀରେ…

ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା ‘ଉଡାନ ଯାତ୍ରୀ’ କାଫେ

ଭୁବନେଶ୍ୱର: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମ ମୋହନ ନାଇଡୁ ସୋମବାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଯାତ୍ରୀଙ୍କ ପାଇଁ ସୁଲଭ ଖାଦ୍ୟ ଏବଂ ପାନୀୟ ବିକଳ୍ପ ସହିତ ‘ଉଡାନ ଯାତ୍ରୀ’ କାଫେର ଉଦଘାଟନ କରିଛନ୍ତି।…