State

ଦ୍ୱାଦଶ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‌ଯାପିତ, ରାଜ୍ୟପାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ ଛାୟା ଜାତିସଂଘ (ମୁନ୍‌)ର ଦ୍ୱାଦଶ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି କହିଲେ, ଆଜିର ବିଶ୍ୱରେ ସ୍ଥିରତା…

ଦୋକାନରେ ପଶିଗଲା ମିନିଟ୍ରକ, ଅଳ୍ପକେ ବର୍ତ୍ତିଲେ ଦୋକାନୀ

ଆଠଗଡ଼ : ଦ୍ରୁତଗତିରେ ଆସି ଦୋକାନରେ ପଶିଗଲା ମିନିଟ୍ରକ । ଅଳ୍ପକେ ବର୍ତ୍ତିଲେ ଦୋକାନୀ ଓ ମିନିଟ୍ରକ ଚାଳକ। ଆଠଗଡ଼ର ତିଗିରିଆ ଥାନା ବିନ୍ଧାଣୀମା ହାଟ ଛକରେ ଦୋକାନ ଭିତରେ ପଶିଗଲା ପିକ ଅପ ଭ୍ୟାନ। ଦ୍ରୁତ ଗତିରେ ଆସୁଥିବା ଏକ…

ଡିଗ୍ରୀ ଦେବାରେ ବିଫଳ ଘରୋଇ କଲେଜ, ୨୯ ଛାତ୍ରଛାତ୍ରୀଙ୍କୁ ୧ ଲକ୍ଷ ଲେଖାଏଁ କ୍ଷତିପୂରଣ ଦେବାକୁ ଓଏଚଆରସିର ନିର୍ଦ୍ଦେଶ

ଭୁବନେଶ୍ୱର: ଏକ ଘରୋଇ କଲେଜ ୨୯ ଜଣ ଇଞ୍ଜିନିୟରିଂ ସ୍ନାତକଙ୍କୁ ଗ୍ରେଡ୍ ସିଟ୍ ଏବଂ ଡିଗ୍ରୀ ପ୍ରମାଣପତ୍ର ଦେବାରେ ବିଫଳ ହୋଇଥିବାରୁ ଛାତ୍ରଛାତ୍ରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ଓଡ଼ିଶା ମାନବାଧିକାର କମିଶନ (ଓଏଚଆରସି) ତରଫରୁ ନିର୍ଦ୍ଦେଶ ଦିଆଯାଇଛି।…

ହୀରାକୁଦର ୪ ଗେଟ୍ ଖୋଲିଲା

ସମ୍ବଲପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଥିବା ଜଳସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଶନିବାର ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। ଅଧିକାରୀମାନେ କହିଛନ୍ତି ଯେ ନିଷ୍କାସନର ପ୍ରଥମ ପର୍ଯ୍ୟାୟରେ ଡ୍ୟାମର ବାମ ପାର୍ଶ୍ୱରେ ତିନୋଟି ଏବଂ…

ସୀତା ନଦୀ ପୋଲ ଉପରେ ୩ ଫୁଟ ଉଚ୍ଚର ବର୍ଷା ଜଳ; ଅନେକ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର:ଗତକାଲିଠାରୁ ପ୍ରବଳ ବର୍ଷା ଫଳରେ ଫୁଲୁଛି ନଦୀ ନାଳ। କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଫଳରେ ପାଟଣା ବ୍ଲକ ନୂଆପଡ଼ା ସୀତା ନଦୀର ପୋଲ ଉପରେ ୩ ଫୁଟ ଉଚ୍ଚର…

ବୁଲା କୁକୁର ଗଣିବେ ସରକାର: ସୂଚନା ଦେଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ

ଭୁବେନଶ୍ବର: ରାଜ୍ୟରେ ବୁଲା କୁକୁରଙ୍କ ଗଣତି କରାଯିବ । ବୁଲା କୁକୁରମାନଙ୍କର ଗଣନା କରିବେ ରାଜ୍ୟ ସରକାର। ଏନେଇ ଆଜି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ବୁଲା କୁକୁରଙ୍କ ଗଣନା, ବନ୍ଧ୍ୟାକରଣ ଏବଂ…

ଡୁଡୁମା ଜଳପ୍ରପାତରେ ଭାସିଗଲେ ୟୁଟ୍ୟୁବର

କୋରାପୁଟ: କୋରାପୁଟ ଜିଲାର ଡୁଡୁମା ଜଳପ୍ରପାତରେ ଖସିପଡ଼ି ଜଣେ ୟୁଟ୍ୟୁବର ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଗଞ୍ଜାମ ଜିଲା ବ୍ରହ୍ମପୁର ଅଞ୍ଚଳର ସାଗର ଟୁଡୁ। ଶନିବାର ସାଗର ଜଳପ୍ରପାତ ବୁଲିବାକୁ ଯାଇଥିବା ସମୟରେ ମନୋରମ ଦୃଶ୍ୟର ଭିଡିଓ ଉତ୍ତୋଳନ କରୁଥିଲେ। ଏହି…

କାହିଁକି ଦିଆଗଲାନି ମଧ୍ୟାହ୍ନ ଭୋଜନ, ବୌଦ୍ଧ ଜିଲ୍ଲାର ୫୬ ସ୍କୁଲକୁ କାରଣ ଦର୍ଶାଅ ନୋଟିସ ଜାରି

ବୌଦ୍ଧ: ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ନ ଦେବା ସ୍କୁଲ କର୍ତ୍ତୃପକ୍ଷଙ୍କୁ ପଡିଛି ମହଙ୍ଗା । ବୌଦ୍ଧ ଜିଲ୍ଲାରେ ୫୬ଟି ବିଦ୍ୟାଳୟକୁ ଜାରିହେଲା କାରଣ ଦର୍ଶାଅ ନୋଟିସ । ଜିଲ୍ଲାର ତିନୋଟି ବ୍ଲକର ଶିକ୍ଷା ଅଧିକାରୀଙ୍କୁ ନୋଟିସ ଜାରି କଲେ…

ଭୁବନେଶ୍ବର ଏୟାରପୋର୍ଟରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ

ଭୁବନେଶ୍ୱର : ୪ କୋଟିର ମାରିଜୁଆନା ଜବତ। ଭୁବନେଶ୍ବର ବିମାନବନ୍ଦରରୁ ମାରିଜୁଆନା ଜବତ କଲା DRI। ପ୍ରେମୀ ଯୁଗଳ ଚାଲାଣ କରୁଥିଲେ। ବ୍ୟାଙ୍କକରୁ ଭୁବନେଶ୍ବର ଆସିଲାବେଳେ କଷ୍ଟମ ବିଭାଗ ପ୍ରେମୀଯୁଗଳଙ୍କୁ ଅଟକ ରଖିଛି। ମାମଲାରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କୁ…

ନବୀନଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ…